Latest Odisha News

BREAKING NEWS

Browsing Category

ପାଣିପାଗ

ଆସନ୍ତା ୪ ଦିନ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ପାଣିପାଗ ବିଭାଗ

ଭୁବନେଶ୍ୱର: ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଅଞ୍ଚଳରେ ଜୁଲାଇ ୨୬ ତାରିଖରେ ଏକ ଲଘୁଚାପର ଆଶଙ୍କା ରହିଥିବା ଯୋଗୁଁ ଆଗାମୀ ୪ ଦିନ ଧରି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବୃଷ୍ଟିପାତର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ଏକ ଆଲର୍ଟ ଜାରି ହୋଇଛି । ଜୁଲାଇ ୨୫…

‘ଅଲ୍ ୱେଦର୍ ଏୟାରପୋର୍ଟ’ ହେବ ଝାରସୁଗୁଡ଼ା ବିମାନ ବନ୍ଦର

ଭୁବନେଶ୍ୱର: ଝାରସୁଗୁଡ଼ା ବିମାନବନ୍ଦରକୁ କେନ୍ଦ୍ର ସରକାର ଏକ ‘ଅଲ୍ ୱେଦର୍ ଏୟାରପୋର୍ଟ’ ରୂପେ ରୂପାନ୍ତରିତ କରିବାକୁ ନିଷ୍ପତ୍ତି ନେଇଛନ୍ତି । ସେଥିଲାଗି ପଶ୍ଚିମ ଓଡ଼ିଶାର ଏହି ବିମାନ ବନ୍ଦରଟିରେ ବିଭାଗୀୟ କର୍ତ୍ତୃପକ୍ଷ ଆବଶ୍ୟକୀୟ ନ୍ୟାଭିଗେସନ ସୁବିଧା ଯୋଗାଇଦେବେ ବୋଲି ସୂଚନା ମିଳିଛି ।…

ଘଡଘଡି ସହ ବର୍ଷା ଆଶଙ୍କା: ୪ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୋନପୁର, ବୌଦ୍ଧ, ମୟୁରଭଞ୍ଜ ଓ ବାଲେଶ୍ୱର ଆଦି…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ଏହିସବୁ ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ଆକଳନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା,…

ଘଡଘଡି ସହ ବର୍ଷା ଆଶଙ୍କା: ୪ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ଗଞ୍ଜାମ, ଗଜପତି ଓ ମୟୁରଭଞ୍ଜ,…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ଏହିସବୁ ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଦିନ ଆକଳନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାର ଗୋଟିଏ…

ସନ୍ଧ୍ୟା ସୁଦ୍ଧା ରାଜ୍ୟର ୭ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୮ଟି ସ୍ଥାନରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଅନୁଗୁଳ, ଢେଙ୍କାନାଳ, ନୟାଗଡ, ଖୋର୍ଦ୍ଧା (କଟକ),…

ଘଡଘଡି ସହ ବର୍ଷା ଆଶଙ୍କା: ୭ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ବାଲେଶ୍ୱର,…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୯ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ୧୯ଟି ଜିଲ୍ଲାରେ ପାଖାପାଖି…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୫ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି। ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ୧୫ଟି ଜିଲ୍ଲାରେ ପାଖାପାଖି ଅପରାହ୍ନ…