Latest Odisha News

BREAKING NEWS

Browsing Category

ପାଣିପାଗ

ଜୁନ୍ ୩୦ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ସିଇସି

ଭୁବନେଶ୍ୱର: ଉତ୍ତର ବଙ୍ଗୋପ ସାଗରରେ ଏକ ଲଘୁଚାପ ଘନୀଭୂତ ହେବା ସମ୍ଭାବନା ଥିବାରୁ ଆସନ୍ତା ଜୁନ୍ ୩୦ରୁ ସାରା ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାର ଠିକ୍ ଗୋଟିଏ ଦିନ ପରେ ଅର୍ଥାତ୍ ଜୁଲାଇ ୧ ତାରିଖ ଦିନ ଏହି ଲଘୁଚାପ ଡିପ୍ରେସନ୍ର ରୂପ ନେବ ବୋଲି ଶିକ୍ଷା ଓ ଅନୁସନ୍ଧାନ…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୮ଟି ସ୍ଥାନରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ସୁନ୍ଦରଗଡ, ଗଞ୍ଜାମ, ଖୋର୍ଦ୍ଧା, ପୁରୀ,…

କାଳବୈଶାଖୀ ଆଶଙ୍କା: ୫ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ଆକଳନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କୋରାପୁଟ ଓ ମାଲକାନଗିରି ଆଦି…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର : ଓଡିଶାର ପ୍ରାୟ ୧୦ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ଦିନ ପୂର୍ବାନୁମାନ କରାଯାଇଛି । ଜିଲ୍ଲାଗୁଡିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବାଲେଶ୍ୱର, ଅନୁଗୁଳ, ସୋନପୁର, ବୌଦ୍ଧ,…

ଜାଣନ୍ତୁ, ରାଜ୍ୟର କେଉଁ ସ୍ଥାନରେ ହେବ ପ୍ରବଳ ବର୍ଷା…

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବ । ଏହା ସହିତ ଅନେକ ସ୍ଥାନରେ ପ୍ରବଳ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ଶନିବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ସୂଚନା ପ୍ରଦାନ କରିଛି । ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ…

ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ଘଡଘଡି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସଦ୍ୟତମ ରିପୋର୍ଟ ଅନୁଯାୟୀ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଝଡତୋଫାନର ଆଶଙ୍କା ରହିଛି ।…

ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର : ବହୁ ଦିନର ପ୍ରତିକ୍ଷା ପରେ ପରିଶେଷରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଦିନ ଓଡିଶା ଉପକୂଳ ଛୁଇଁଛି । ଏନେଇ ଗଣମାଧ୍ୟମକୁ ସୂଚନା ଦେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ବରିଷ୍ଠ ପାଣିପାଗ ବିଶେଷଜ୍ଞ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, “ମୌସୁମୀ ପ୍ରଭାବରେ…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୧ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି। ଜିଲ୍ଲାଗୁଡିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର,…

ଆସନ୍ତାକାଲିଠୁଁ ରାଜ୍ୟରେ ପ୍ରବଳ ବର୍ଷା, ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ଜଳବାୟୁ ତୀବ୍ରଭାବେ କ୍ରୀୟାଶୀଳ ହେବାଯୋଗୁଁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟକୁ ଛୁଇଁବ ବାର୍ଷିକ ମୌସୁମୀ । ଏନେଇ ଗୁରୁବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ସୂଚନା ଦିଆଯାଇଛି । ଏପରିକି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇ…

କାଳବୈଶାଖୀ ସମ୍ଭାବନା, ୧୪ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ରାଜ୍ୟରେ ପ୍ରାୟତଃ ପାଗ କୋହଲା ରହିଥିବାବେଳେ ଗୁରୁବାର ଦିନ ୧୪ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଅପରାହ୍ନ ୪ଟା…