Latest Odisha News

BREAKING NEWS

Browsing Category

ପାଣିପାଗ

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୧ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୧ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ଦିନ ଆକଳନ କରାଯାଇଛି । ଭାରତୀୟ ପାଣିପାଗ ବିଭାଗର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୨ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି ସବୁ…

ମୌସୁମୀ ଆସିବାକୁ ବାକି ଆହୁରି ୨ଦିନ

ଭୁବନେଶ୍ୱର: ଆସନ୍ତା ୨ ରୁ ୩ ଦିନ ଭିତରେ ମୌସୁମୀ ଦକ୍ଷିଣ ପଶ୍ଚିମ ଓଡିଶା ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଚଳିତ ଜୁନ ମାସ ୧୦ ତାରିଖରେ ମୌସୁମୀ ଆସିବାର ଥିବା ବେଳେ ଆରବ ସାଗରରେ ସୃଷ୍ଟ ସାମୁଦ୍ରିକ ଝଡ ‘ବାୟୁ’ ପାଇଁ ଏହା ବିଳମ୍ବ ହେଉଥିବା କୁହାଯାଉଛି ।…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୩ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୩ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ସନ୍ଧ୍ୟା ୫ଟା ୧୫ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ…

କାଳବୈଶାଖୀ ଆଶଙ୍କା: ୭ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ,…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୫ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ଜିଲ୍ଲାଗୁଡିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ନୂଆପଡା, ନବରଙ୍ଗପୁର ଓ କଳାହାଣ୍ଡି ଆଦି ରହିଛି।…

କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଭୁବନେଶ୍ୱର ଓ କଟକ ସମେତ ଅନେକ ସ୍ଥାନରେ ଆଜି ପାଗ କୋହଲା ରହିବା ସହ ପ୍ରବଳ ବର୍ଷା ଆଶଙ୍କା ରହିଛି । ତେବେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ପ୍ରାୟ ୧୩ଟି ଜିଲ୍ଲାରେ ଝଡ ବର୍ଷାର…

କାଳବୈଶାଖୀ ଆଶଙ୍କା: କଟକ ସମେତ ରାଜ୍ୟର ଏହିସବୁ ସ୍ଥାନରେ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୮ଟି ସ୍ଥାନରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ଏହିସବୁ ଜିଲ୍ଲାରେ ଦିନ୨ଟା ପର୍ଯ୍ୟନ୍ତ ଗୋଟିଏ…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୨ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି…

ସାମୁଦ୍ରିକ ଝଡ ‘ବାୟୁ’: ଗୁଜୁରାଟରୁ ଟଳିଲା ବାତ୍ୟା ଆଶଙ୍କା, ବଦଳିଲା ଗତିପଥ

ନୂଆଦିଲ୍ଲୀ : ଆରବ ସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ବାୟୁ’ ସ୍ଥଳଭାଗ ଛୁଇଁବା ପୂର୍ବରୁ ତା’ର ଗତିପଥ ପରିବର୍ତ୍ତନ କରିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଗୁରୁବାର ଦିନ ସୂଚନା ମିଳିଛି । ତେବେ ଏହା ଗୁଜୁରାଟର ସମୁଦ୍ର ଉପକୂଳ ଦେଇ ପାକିସ୍ଥାନ ଓ ଓମାନ୍ ମୁହାଁ ହୋଇଥିବା…

ବାତ୍ୟା ‘ବାୟୁ’ ପ୍ରଭାବରେ ଓଡ଼ିଶାରେ ମୌସୁମୀ ଆସିବା ବିଳମ୍ବ, ଅସହ୍ୟ ହେଉଛି ତାତି

ଭୁବନେଶ୍ୱର: ପ୍ରଚଣ୍ଡ ରୌଦ୍ରତାପରେ ସମଗ୍ର ଓଡ଼ିଶା ସିଝୁଥିବା ବେଳେ ଆସନ୍ତା ତିନିଦିନ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଉତ୍ତାପ । ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ଏନେଇ ରାଜ୍ୟର ୧୭ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ରାଜ୍ୟର ରାଜଧାନୀ ଭୁବନେଶ୍ୱରର ତାପମାତ୍ରା…