Latest Odisha News

BREAKING NEWS

Browsing Category

ପାଣିପାଗ

ସାମୁଦ୍ରିକ ଝଡ ‘ବାୟୁ’: ଗୁଜୁରାଟରୁ ଟଳିଲା ବାତ୍ୟା ଆଶଙ୍କା, ବଦଳିଲା ଗତିପଥ

ନୂଆଦିଲ୍ଲୀ : ଆରବ ସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ବାୟୁ’ ସ୍ଥଳଭାଗ ଛୁଇଁବା ପୂର୍ବରୁ ତା’ର ଗତିପଥ ପରିବର୍ତ୍ତନ କରିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଗୁରୁବାର ଦିନ ସୂଚନା ମିଳିଛି । ତେବେ ଏହା ଗୁଜୁରାଟର ସମୁଦ୍ର ଉପକୂଳ ଦେଇ ପାକିସ୍ଥାନ ଓ ଓମାନ୍ ମୁହାଁ ହୋଇଥିବା…

ବାତ୍ୟା ‘ବାୟୁ’ ପ୍ରଭାବରେ ଓଡ଼ିଶାରେ ମୌସୁମୀ ଆସିବା ବିଳମ୍ବ, ଅସହ୍ୟ ହେଉଛି ତାତି

ଭୁବନେଶ୍ୱର: ପ୍ରଚଣ୍ଡ ରୌଦ୍ରତାପରେ ସମଗ୍ର ଓଡ଼ିଶା ସିଝୁଥିବା ବେଳେ ଆସନ୍ତା ତିନିଦିନ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଉତ୍ତାପ । ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ଏନେଇ ରାଜ୍ୟର ୧୭ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ରାଜ୍ୟର ରାଜଧାନୀ ଭୁବନେଶ୍ୱରର ତାପମାତ୍ରା…

ସମ୍ବଲପୁରରେ ୪୫ ଡ଼ିଗ୍ରୀ ଛୁଇଁଲା ପାରଦ, ଅସହ୍ୟ ଉତ୍ତାପରେ ହନ୍ତସନ୍ତ ଓଡ଼ିଶା

ଭୁବନେଶ୍ୱର: ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ବୃଦ୍ଧି ଯୋଗୁଁ ସାଧାରଣ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ରାଜ୍ୟର ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୪୫ ଡ଼ିଗ୍ରୀ ସେଲସିୟସ ରେକର୍ଡ଼ କରାଯାଇଛି । ଏହାବ୍ୟତୀତ, ମଙ୍ଗଳବାର ଦିନ ଓଡ଼ିଶାର ୧୨ଟି ସହରର ତାପମାତ୍ରା ୪୦ ଡ଼ିଗ୍ରୀ…

ଭାରତୀୟ ଉପକୂଳରେ ପୁଣି ମାଡ଼ି ଆସୁଛି ବାତ୍ୟା…

ମୁମ୍ବାଇ: କିଛିଦିନ ପୂର୍ବରୁ ଭାରତୀୟ ଉପକୂଳରେ ଫନୀ ବାତ୍ୟା ରଚିଥିବା ତାଣ୍ଡବ ଲୀଳାର ବିପର୍ଯ୍ୟସ୍ତ ଚିତ୍ର ନ’ଲିଭୁଣୁ ପୁଣି ଏକ ବାତ୍ୟା ଭାରତୀୟ ପଶ୍ଚିମ ଉପକୂଳରେ ଆଶଙ୍କା ସୃଷ୍ଟି କରିଛି । ବାତ୍ୟା ‘ବାୟୁ’ ଆରବସାଗରରେ କ୍ରମଶଃ ଉଗ୍ରରୂପ ଧାରଣ କରୁଥିବା ବେଳେ ଦକ୍ଷିଣ-ପୂର୍ବ ଆରବ ସାଗରରେ…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୧ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୧ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ରାତି ୮ଟା ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି ସବୁ…

କାଳବୈଶାଖୀ ଆଶଙ୍କା: ୫ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ରାୟଗଡ, ଗଞ୍ଜାମ, ଗଜପତି, ମାଲକାନଗିରି ଓ କୋରାପୁଟ ଆଦି…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୯ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ଦିନ ପୂର୍ବାନୁମାନ କରାଯାଇଛି । ଜିଲ୍ଲାଗୁଡିକ ମଧ୍ୟରେ ମୟୁରଭଞ୍ଜ, ସୁନ୍ଦରଗଡ, ମାଲକାନଗିରି, କେନ୍ଦୁଝର, କୋରାପୁଟ, ଗଜପତି, ରାୟଗଡା,…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୭ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୭ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ରାତି ୮ଟା ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ୧୭…

ଜୁନ୍ ୧୫ ସୁଦ୍ଧା ଓଡିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର : ଜୁନ୍ ୧୫ ସୁଦ୍ଧା ମୌସୁମୀ ଓଡିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶନିବାର ଦିନ କେରଳ ଉପକୂଳ ଛୁଇଁବା ପରେ ବିଭାଗ ପକ୍ଷରୁ ଏହି ପୂର୍ବାନୁମାନ…

କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ଜଳବାୟୁ, ଭାରତରେ ଆରମ୍ଭ ହେଲା ବର୍ଷାଋତୁ

ନୂଆଦିଲ୍ଲୀ: ବହୁ ପ୍ରତିକ୍ଷୀତ ଦକ୍ଷିଣ-ପଶ୍ଚିମ ଜଳବାୟୁ ଶନିବାର ଦିନ ସକାଳେ କେରଳ ଉପକୂଳ ଛୁଇଁଛି । ଭାରତୀୟ ଉପମହାଦେଶରେ ଗ୍ରୀଷ୍ମ ଲହରୀ ଜାରି ରହିଥିବା ବେଳେ ଦେଶରେ ବର୍ଷା ଋତୁର ଆଗମନରେ କୋଟି କୋଟି ଜନସାଧାରଣ ଆସ୍ୱସ୍ତି ଅନୁଭବ କରିଛନ୍ତି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ…