Latest Odisha News

BREAKING NEWS

Browsing Category

ପାଣିପାଗ

ଭୁବନେଶ୍ୱର ସମେତ ରାଜ୍ୟର ଏହିସବୁ ସ୍ଥାନରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୨୨ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରବିବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ଏହିସବୁ ଜିଲ୍ଲାରେ ରାତି ୮ଟା ୩୦ମି.…

ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ଲହରୀ ଜାରି, ଆହୁରି ବୃଦ୍ଧିପାଇବ ତାପମାତ୍ରା

ଭୁବନେଶ୍ୱର: ଏବେ ରାଜ୍ୟର ଅଧିକାଂଶ ଆଭ୍ୟନ୍ତରୀଣ ଅଞ୍ଚଳଗୁଡ଼ିକରେ ଭୀଷଣ ଗ୍ରୀଷ୍ମ ଲହରୀ ପ୍ରକୋପ ଚାଲିଥିବା ବେଳେ ଆଗାମୀ ଦିନରେ ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଇବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂତ୍ରୀରୁ ଜଣାପଡ଼ିଛି ।…

ମୌସୁମୀ ବିଳମ୍ବ ସତ୍ୱେ ଏବର୍ଷ ସ୍ୱାଭାବିକ ବୃଷ୍ଟିପାତ ହେବା ସମ୍ଭାବନା: ପାଣିପାଗ ବିଭାଗ

ଭୁବନେଶ୍ୱର: ଏବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ଜଳବାୟୁ ଚଳନରେ ବିଳମ୍ବ ଘଟିଥିଲେ ମଧ୍ୟ ସାରା ଦେଶରେ ସ୍ୱାଭାବିକ ଭାବେ ମୌସୁମୀ ରହିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ସୂଚନା ଦେଇଛନ୍ତି । ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶିତ ଏକ ସୂଚନା ଅନୁସାରେ, ଏଥର ମୌସୁମୀ…

ଓଡ଼ିଶାର ୧୩ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନାନୁଯାୟୀ ରାଜ୍ୟର ୧୩ଟି ଜିଲ୍ଲାରେ ଶୁକ୍ରବାର ରାତି ୧୧: ୪୦ ସୁଦ୍ଧା ଘଡ଼ଘଡ଼ି ପବନ ସହିତ ବର୍ଷା ଝଡ଼ ହେବାର ସମ୍ଭାବନା ରହିଛି । ଯେଉଁସବୁ ଜିଲ୍ଲାରେ କାଳବୈଶାଖୀ ହେବାର ଯଥେଷ୍ଟ…

ଓଡିଶାର ୨ଟି ଜିଲ୍ଲାକୁ ଝଡବର୍ଷା ସହ ବଜ୍ରପାତର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୨ଟି ଜିଲ୍ଲାରେ ଶୁକ୍ରବାର ଦିନ ବର୍ଷା ଓ ଘଡଘଡି ଆଶଙ୍କା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରିଛି । ବିଭାଗ ପକ୍ଷରୁ ନବରଙ୍ଗପୁର ଓ ମାଲକାନଗିରି ଆଦି ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି ।…

କାଳବୈଶାଖୀ ଆଶଙ୍କା: ୭ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ନୂଆପଡା, ବୌଦ୍ଧ, ସୋନପୁର, କନ୍ଧମାଳ, ନୟାଗଡ, ଅନୁଗୁଳ…

୪୦ ଡ଼ିଗ୍ରୀରୁ ଅଧିକ ତାପମାତ୍ରାରେ ସିଝିଲା ରାଜ୍ୟର ୭ଟି ସହର

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ସ୍ଥାନ ବୁଧବାର ଦିନ ଉତ୍ତପ୍ତ ରହିଥିବାର ସୂଚନା ମିଳିଛି । ଓଡ଼ିଶାର ସର୍ବାଧିକ ତାପମାତ୍ରା ଯେଉଁ ଦୁଇଟି ସ୍ଥାନରେ ରେକର୍ଡ଼ କରାଯାଇଛି ସେହି ୨ଟି ସହର ହେଲା ଟିଟିଲାଗଡ଼ ଓ ମାଲକାନଗିରି । ଏହି ଦୁଇଟି ସହରର ତାପମାତ୍ରା ଆଜି ୪୨.୫ ଡ଼ିଗ୍ରୀ ସେଲସିୟସ ରହିଥିବାର…

ରାଜ୍ୟର ୧୪ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ନୂଆପଡା, ବରଗଡ, ଗଞ୍ଜାମ, ସମ୍ବଲପୁର, ବୌଦ୍ଧ, ଅନୁଗୁଳ,…

କାଳବୈଶାଖୀ ଆଶଙ୍କା: ୪ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ମୟୁରଭଞ୍ଜ, କଳାହାଣ୍ଡି ଓ ନୂଆପଡା ଆଦି…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୯ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୯ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରବିବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ୧୯ ଜିଲ୍ଲାରେ ସନ୍ଧ୍ୟା ୫ଟା ରୁ ରାତି…