Latest Odisha News

BREAKING NEWS

Browsing Category

ପାଣିପାଗ

୪୦ ଡ଼ିଗ୍ରୀରୁ ଅଧିକ ତାପମାତ୍ରାରେ ସିଝିଲା ରାଜ୍ୟର ୭ଟି ସହର

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ସ୍ଥାନ ବୁଧବାର ଦିନ ଉତ୍ତପ୍ତ ରହିଥିବାର ସୂଚନା ମିଳିଛି । ଓଡ଼ିଶାର ସର୍ବାଧିକ ତାପମାତ୍ରା ଯେଉଁ ଦୁଇଟି ସ୍ଥାନରେ ରେକର୍ଡ଼ କରାଯାଇଛି ସେହି ୨ଟି ସହର ହେଲା ଟିଟିଲାଗଡ଼ ଓ ମାଲକାନଗିରି । ଏହି ଦୁଇଟି ସହରର ତାପମାତ୍ରା ଆଜି ୪୨.୫ ଡ଼ିଗ୍ରୀ ସେଲସିୟସ ରହିଥିବାର…

ରାଜ୍ୟର ୧୪ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ନୂଆପଡା, ବରଗଡ, ଗଞ୍ଜାମ, ସମ୍ବଲପୁର, ବୌଦ୍ଧ, ଅନୁଗୁଳ,…

କାଳବୈଶାଖୀ ଆଶଙ୍କା: ୪ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ମୟୁରଭଞ୍ଜ, କଳାହାଣ୍ଡି ଓ ନୂଆପଡା ଆଦି…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୯ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୯ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରବିବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ୧୯ ଜିଲ୍ଲାରେ ସନ୍ଧ୍ୟା ୫ଟା ରୁ ରାତି…

୯ଟି ଜିଲ୍ଲାରେ ବୃଦ୍ଧି ପାଇବ ପ୍ରଚଣ୍ଡ ରୌଦ୍ରତାପ…

ଭୁବନେଶ୍ୱର: ସମଗ୍ର ଓଡ଼ିଶାରେ ଗ୍ରୀଷ୍ମ ଲହରୀ ବୃଦ୍ଧି ପାଇଥିବା ବେଳେ ଶନିବାର ସନ୍ଧ୍ୟାରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ପଶ୍ଚିମ ଓଡ଼ିଶାର ୯ ଜିଲ୍ଲା ଲାଗି ସତର୍କତା ଜାରି କରାଯାଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନାନୁଯାୟୀ,…

କାଳବୈଶାଖୀ ଆଶଙ୍କା: ୪ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ଝାରସୁଗୁଡା, ବରଗଡ ଓ ନୂଆପଡା ଆଦି…

ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ଆସନ୍ତା କିଛି ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାର ସତର୍କ ସୂଚନା ଦେଇଛନ୍ତି । ଏହି ସତର୍କ ସୂଚନା ରାଜ୍ୟର କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର, ମୟୁରଭଞ୍ଜ,…