ବିଧାନସଭାରେ ଉପସ୍ଥାପିତ ହେଲା ପୂର୍ଣ୍ଣାଙ୍ଗ ବଜେଟ: ୧ଲକ୍ଷ ୩୯ହଜାର କୋଟି ଟଙ୍କାର ବ୍ୟୟ ବରାଦ
ଭୁବନେଶ୍ୱର: ଆର୍ଥିକ ବର୍ଷ ୨୦୧୯-୨୦ ପାଇଁ ଆଜି ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରାଯାଇଛି । ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ବଜେଟ୍ ଉପସ୍ଥାପନା କରିଛନ୍ତି । ଦୁଇ ଭାଗରେ ବଜେଟ ଉପସ୍ଥାପନ କରାଯାଇଛି । ପ୍ରଥମେ କୃଷି ପରେ...
ରାହୁଲଙ୍କ ଇସ୍ତଫାକୁ ଗ୍ରହଣ କଲାନାହିଁ କଂଗ୍ରେସ
ନୂଆଦିଲ୍ଲୀ: ସାଧାରଣ ନିର୍ବାଚନରେ ଦେଶବ୍ୟାପୀ କଂଗ୍ରେସ ଦଳର ଶୋଚନୀୟ ପରାଜୟ ପରେ ଦଳର ଅଧ୍ୟକ୍ଷ ପଦରୁ ଶନିବାର ଦିନ ରାହୁଲ ଗାନ୍ଧୀ ଇସ୍ତଫା ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ବିଜେପି ନିର୍ବାଚନରେ ଅଦ୍ଭୁତପୂର୍ବ ସଫଳତା ହାସଲ କରିବା ସହିତ...
ନବୀନଙ୍କ ମନ୍ତ୍ରୀମଣ୍ଡଳରେ କେଉଁମାନେ ହେବେ ମନ୍ତ୍ରୀ, ଦେଖନ୍ତୁ ସମ୍ଭାବ୍ୟ ତାଲିକା…
ଭୁବନେଶ୍ୱର: ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ ପଞ୍ଚମଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବାକୁ ପ୍ରସ୍ତୁତ ହେଉଛନ୍ତି । ନବୀନ ଉଭୟ ହିଞ୍ଜିଳୀ ଏବଂ ପଶ୍ଚିମ ଓଡ଼ିଶାର ବିଜେପୁର ବିଧାନସଭା ଆସନରେ ବିଜୟ ହାସଲ କରିଛନ୍ତି ।
ସମୁଦାୟ ୧୪୬ଟି ଆସନ ମଧ୍ୟରୁ ବିଜେଡ଼ି ୧୧୨ଟି...
ନବୀନଙ୍କ ଇସ୍ତଫା ଗ୍ରହଣ କଲେ ଓଡ଼ିଶା ରାଜ୍ୟପାଳ
ଭୁବନେଶ୍ୱର: ନୂତନ ମନ୍ତ୍ରୀମଣ୍ଡଳ ଗଠନ କରିବା ଲାଗି ଶୁକ୍ରବାର ଦିନ ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟଙ୍କ ଇସ୍ତଫାପତ୍ର ଗ୍ରହଣ କରିଛନ୍ତି ।
ନୂତନ ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ କରିବା ପର୍ଯ୍ୟନ୍ତ ରାଜ୍ୟପାଳ ନବୀନ...
କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ: ଜାଣନ୍ତୁ କିଏ ପାଇଲେ କେତେ ଭୋଟ୍
କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ବସନ୍ତ କୁମାର ପଣ୍ଡା ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡ଼ି ପ୍ରାର୍ଥୀ ପୁଷ୍ପେନ୍ଦ୍ର ସିଂହଦେଓଙ୍କୁ ୨୬୮୧୪ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ବସନ୍ତ କୁମାର ପଣ୍ଡା ସମୁଦାୟ ୪୩୩୦୭୪ ଭୋଟ୍ ପାଇଥିବାବେଳେ ପୁଷ୍ପେନ୍ଦ୍ର ସିଂହଦେଓଙ୍କୁ...
ଜଗତସିଂହପୁର ଲୋକସଭା ନିର୍ବାଚନ ମଣ୍ଡଳୀ: ଜାଣନ୍ତୁ କିଏ ପାଇଲେ କେତେ ଭୋଟ୍
ଜଗତସିଂହପୁର ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେଡ଼ି ପ୍ରାର୍ଥୀ ରାଜଶ୍ରୀ ମଲ୍ଲିକ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ବିଭୁପ୍ରସାଦ ତରାଇଙ୍କୁ ୨୭୧୬୫୫ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ରାଜଶ୍ରୀ ମଲ୍ଲିକ ସମୁଦାୟ ୬୧୯୯୮୫ ଭୋଟ୍ ପାଇଥିବାବେଳେ ବିଭୁପ୍ରସାଦ ତରାଇଙ୍କୁ ମିଳିଛି ୩୪୮୩୩୦ଟି...
ଢେଙ୍କାନାଳ ଲୋକସଭା ନିର୍ବାଚନ ମଣ୍ଡଳୀ: ଜାଣନ୍ତୁ କିଏ ପାଇଲେ କେତେ ଭୋଟ୍
ଢେଙ୍କାନାଳ ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେଡ଼ି ପ୍ରାର୍ଥୀ ମହେଶ ସାହୁ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ରୁଦ୍ର ନାରାୟଣ ପାଣିଙ୍କୁ ୧୩୫୪୧୨ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ମହେଶ ସାହୁ ସମୁଦାୟ ୫୨୨୮୮୪ ଭୋଟ୍ ପାଇଥିବାବେଳେ ରୁଦ୍ର ନାରାୟଣ ପାଣିଙ୍କୁ...
କଟକ ଲୋକସଭା ନିର୍ବାଚନ ମଣ୍ଡଳୀ: ଜାଣନ୍ତୁ କିଏ ପାଇଲେ କେତେ ଭୋଟ୍
କଟକ ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେଡ଼ି ପ୍ରାର୍ଥୀ ଭର୍ତ୍ତୃହରି ମହତାବ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ପ୍ରକାଶ ମିଶ୍ରଙ୍କୁ ୧୨୧୨୦୧ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ଭର୍ତ୍ତୃହରି ମହତାବ ସମୁଦାୟ ୫୨୪୫୯୨ ଭୋଟ୍ ପାଇଥିବାବେଳେ ପ୍ରକାଶ ମିଶ୍ରଙ୍କୁ ମିଳିଛି ୪୦୩୩୯୧ଟି...
ବଲାଙ୍ଗିର ଲୋକସଭା ନିର୍ବାଚନ ମଣ୍ଡଳୀ: ଜାଣନ୍ତୁ କିଏ ପାଇଲେ କେତେ ଭୋଟ୍
ବଲାଙ୍ଗିର ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ସଂଗୀତା କୁମାରୀ ସିଂହଦେଓ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡ଼ି ପ୍ରାର୍ଥୀ କଳିକେଶ ନାରାୟଣ ସିଂହଦେଓଙ୍କୁ ୧୯୫୧୬ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ସଂଗୀତା କୁମାରୀ ସିଂହଦେଓ ସମୁଦାୟ ୪୯୮୦୮୬ ଭୋଟ୍ ପାଇଥିବାବେଳେ କଳିକେଶ...
ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ: ଜାଣନ୍ତୁ କିଏ ପାଇଲେ କେତେ ଭୋଟ୍
ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡ଼ି ପ୍ରାର୍ଥୀ ଅରୂପ ମୋହନ ପଟ୍ଟନାୟକଙ୍କୁ ୨୩୮୩୯ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ଅପରାଜିତା ଷଡ଼ଙ୍ଗୀ ସମୁଦାୟ ୪୮୬୯୯୧ ଭୋଟ୍ ପାଇଥିବାବେଳେ ଅରୂପ ମୋହନ ପଟ୍ଟନାୟକଙ୍କୁ...