ନବୀନଙ୍କ ମନ୍ତ୍ରୀମଣ୍ଡଳରେ କେଉଁମାନେ ହେବେ ମନ୍ତ୍ରୀ, ଦେଖନ୍ତୁ ସମ୍ଭାବ୍ୟ ତାଲିକା…
ଭୁବନେଶ୍ୱର: ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ ପଞ୍ଚମଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବାକୁ ପ୍ରସ୍ତୁତ ହେଉଛନ୍ତି । ନବୀନ ଉଭୟ ହିଞ୍ଜିଳୀ ଏବଂ ପଶ୍ଚିମ ଓଡ଼ିଶାର ବିଜେପୁର ବିଧାନସଭା ଆସନରେ ବିଜୟ ହାସଲ କରିଛନ୍ତି ।
ସମୁଦାୟ ୧୪୬ଟି ଆସନ ମଧ୍ୟରୁ ବିଜେଡ଼ି ୧୧୨ଟି...
ବିଧାନସଭାରେ ଉପସ୍ଥାପିତ ହେଲା ପୂର୍ଣ୍ଣାଙ୍ଗ ବଜେଟ: ୧ଲକ୍ଷ ୩୯ହଜାର କୋଟି ଟଙ୍କାର ବ୍ୟୟ ବରାଦ
ଭୁବନେଶ୍ୱର: ଆର୍ଥିକ ବର୍ଷ ୨୦୧୯-୨୦ ପାଇଁ ଆଜି ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରାଯାଇଛି । ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ବଜେଟ୍ ଉପସ୍ଥାପନା କରିଛନ୍ତି । ଦୁଇ ଭାଗରେ ବଜେଟ ଉପସ୍ଥାପନ କରାଯାଇଛି । ପ୍ରଥମେ କୃଷି ପରେ...
ବିଷ୍ଣୁ ସେଠୀ ବିଧାନସଭା ବିରୋଧୀ ଦଳ ଉପନେତା ଭାବେ ନିଯୁକ୍ତ
ଭୁବନେଶ୍ୱର: ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀ ଓଡ଼ିଶା ବିଧାନସଭା ବିରୋଧୀ ଦଳ ଉପନେତା ଭାବେ ନିଯୁକ୍ତ ହୋଇଥିବା ନେଇ ଶନିବାର ଦିନ ରାଜ୍ୟ ବିଜେପି ପକ୍ଷରୁ ଘୋଷଣା କରାଯାଇଛି ।
ଏହାବ୍ୟତୀତ, ବିଧାନସଭାରେ କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କୁ ବିଜେପି ମୁଖ୍ୟ ସଚେତକ...
ବିଧାନସଭା ବଜେଟ୍ ଅଧିବେଶନ: ଗୃହ ଆରମ୍ଭରୁ ହଟ୍ଟଗୋଳ, ୩ଟା ଯାଏଁ ମୁଲତବୀ
ଭୂୁବନେଶ୍ୱର: ଆଜି ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ଦିନ । ତେବେ ଦ୍ୱିତୀୟ ଦିନରେ ଗୃହ ଆରମ୍ଭରୁ ହିଁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି । ସାମ୍ବାଦିକଙ୍କ ଉପରୁ ରୁଲିଂ ପ୍ରତ୍ୟାହାର ଦାବିରେ ବିରୋଧୀଙ୍କ ପ୍ରବଳ ହଙ୍ଗାମା ଯୋଗୁଁ ବାଚସ୍ପତି ସୂର୍ଯ୍ୟ...