Latest Odisha News

BREAKING NEWS

Browsing Category

ରାଜନୀତି

ଇସ୍ତଫା ଦେବାର ୧୫ ଦିନ ମଧ୍ୟରେ ନିଜ ବଙ୍ଗଳା ଛାଡିବେ କେଜ୍ରିୱାଲ

ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟରୁ ସର୍ତ୍ତମୂଳକ ଜାମିନ ପାଇ ବାହାରକୁ ଆସିବାର ଦିନକ ପରେ କେଜ୍ରିୱାଲ ଇସ୍ତଫା ଦେବେ ବୋଲି ଘୋଷଣା କରିଛନ୍ତି। ତାଙ୍କର ଏହି ଘୋଷଣା ପରେ ରାଜନୈତିକ ମହଲରେ ହଇଚଇ ସୃଷ୍ଟି କରିଛି। ଏହା ସହ କେଜ୍ରିୱାଲ ନଭେମ୍ବରରେ ଦିଲ୍ଲୀ ବିଧାନସଭା…

କ’ଣ ୫ ବର୍ଷ ଚାଲିପାରିବ ମିଳିତ ମେଣ୍ଟ ମୋଦି ସରକାର? କହିଦେଲେ ଗଡକରୀ…

ନୂଆଦିଲ୍ଲୀ: ଏବେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ମନ୍ତବ୍ୟ ବେଶ୍ ଚର୍ଚ୍ଚାରେ । ସେ ପ୍ରଧାନମନ୍ତ୍ରୀ ପ୍ରସ୍ତାବ ହେଉକି ମିଳିତ ମେଣ୍ଟର ଭବିଷ୍ୟତ ସବୁ ଥିଣେ ଖୋଲିକି ମତ ରଖିଛନ୍ତି ଗଡକରୀ । ଏହି ଗଲା ଶନିବାର ସେ ତାଙ୍କର ପ୍ରଧାମନ୍ତ୍ରୀ ହେବାର ିଚ୍‌ଚା ଉପରେ ମତ ରଖି…

ବାଇଡେନ ଓ କମଲାଙ୍କ ଉପରକୁ ହେଉନି ଆକ୍ରମଣ?, କାହିଁକି ଏ ପ୍ରଶ୍ନ କଲେ ମସ୍କ..

ନୂଆଦିଲ୍ଲୀ: ପୁଣି ଦ୍ବିତୀୟ ଥର ପାଇଁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଗୁଳିମାଡ ହୋଇଛି । ଆଉ ପୁଣି ଥରେ ଅଳ୍ପକେ ବଞ୍ଚିଯାଇଛନ୍ତି ଟ୍ରମ୍ପ । ଏହି ଘଟଣାରେ ଜଣେ ଗିରଫ ହୋଇଛନ୍ତି । ଏହି ପୂରା ଘଟଣା କ୍ରମ ମଧ୍ୟରେ ଏବେ ଏକ୍ସ ନିର୍ମାତା ମସ୍କଙ୍କ ମନ୍ତବ୍ୟ…

‘ରାହୁଲ ଗାନ୍ଧୀ ନମ୍ବର ୱାନ ଆତଙ୍କବାଦୀ’: କାହିଁକି ଏପରି ବିବାଦୀୟ ବୟାନ ଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ତଥା ବିଜେପି ନେତା ରବନୀତ ସିଂ ବିଟୁଙ୍କ ଏକ ବଡ ବୟାନ ସାମ୍ନାକୁ ଆସିଛି। ଯାହା ପରେ ରାଜନୀତିରେ ହଲଚଲ୍ ସୃଷ୍ଟି ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ ବିବାଦୀୟ ବୟାନ ଦେଇଛନ୍ତି ରବନୀତ ସିଂ ବିଟୁ। ସେ ସିଧାସଳଖ ବିରୋଧୀ ଦଳର ନେତା ରାହୁଲ…

କେଜ୍ରିଓ୍ବାଲଙ୍କ ଇସ୍ତଫା ଉପରେ ଦିଓ୍ବାର ଫିଲ୍ମ ଡାଇଲଗ କହିଲେ ରାଘବ ଚଡ୍ଡା

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦୁଇ ଦିନ ମଧ୍ୟରେ ତାଙ୍କ ପଦରୁ ଇସ୍ତଫା ଦେବେ ବୋଲି ଘୋଷଣା କରିଛନ୍ତି । ଆମ୍ ଆଦମୀ ପାର୍ଟିର ନେତାମାନେ ମଧ୍ୟ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି । ଆପ୍ ସାଂସଦ ରାଘବ ଚଡ୍ଡା ଏହା ଉପରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ତାଙ୍କୁ…

କେବେ ହେବ ଦିଲ୍ଲୀ ନିର୍ବାଚନ? ପୂରଣ ହେବ କି କେଜ୍ରିୱାଲଙ୍କ ଦାବି

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦୁଇ ଦିନ ଭିତରେ ଇସ୍ତଫା ଦେବେ ବୋଲି ଘୋଷଣା କରିଛନ୍ତି। ଏହାସହ ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ଦାବି କରିଛନ୍ତି। ସେ କହିଛନ୍ତି ଯେ ଯେପର୍ଯ୍ୟନ୍ତ ଜନସାଧାରଣ କେଜ୍ରିୱାଲଙ୍କୁ ସଚ୍ଚୋଟ ବୋଲି ନକହିଛନ୍ତି ସେ ପର୍ଯ୍ୟନ୍ତ ସେ…

ହରିୟାଣା ବିଧାନସଭା ନିର୍ବାଚନ: କିଏ ହେବ ଆଗାମୀ ମୁଖ୍ୟମନ୍ତ୍ରୀ ସେନେଇ ବଢିଲା ଚର୍ଚ୍ଚା?

ଚଣ୍ଡିଗଡ: ହରିୟାଣାରେ ବିଧାନସଭା ନିର୍ବାଚନ ନେଇ ମାହୋଲ ସରଗରମ ରହିଛି । ଏହାରି ଭିତରେ ପୂର୍ବତନ ମନ୍ତ୍ରୀ ଅନିଲ ବିଜ ରବିବାର ଏକ ବଡ଼ ବୟାନ ଦେଇଛନ୍ତି । ଗଣମାଧ୍ୟମର ପ୍ରଶ୍ନରେ ସେ ସ୍ପଷ୍ଟ ଭାବରେ କହିଛନ୍ତି ଯେ ଯଦି ବିଜେପି ନିର୍ବାଚନରେ ​​ଜିତେ ତେବେ ସେ ନିଜେ ରାଜ୍ୟର ମୁଖ୍ୟମନ୍ତ୍ରୀ…

“କ୍ଷମତାକୁ ଆସିଲେ ଘଣ୍ଟାଏ ଭିତରେ ରାଜ୍ୟରୁ ହଟାଇବୁ ମଦ ବ୍ୟାନ”

ପାଟନା: କ୍ଷମତାକୁ ଆସିଲେ ଘଣ୍ଟାଏ ଭିତରେ ବିହାର ରାଜ୍ୟରୁ ମଦ ବ୍ୟାନ ହଟାଇଦେବୁ । ଏପରି କିଛି ବଡ ଘୋଷଣା କରିଛନ୍ତି ବିହାର ରାଜନୀତିରେ ନିଜର ପାଦ ଥାପିବାକୁ ଯାଉଥିବା ନିର୍ବାଚନ ରଣନୀତିଜ୍ଞ ତଥା ଜନ ସୁରାଜ ମୁଖ୍ୟ ପ୍ରଶାନ୍ତ କିଶୋରୀ । ତେବେ ଅକ୍ଟୋବର ୨ରେ ଜନ ସୁରାଜର ପ୍ରତିଷ୍ଠା…

‘୨ ଦିନରେ ପଦ ଛାଡିବି’: ବଡ ଘୋଷଣା କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ୪୮ ଘଣ୍ଟା ଭିତରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ । ଆଜି ଏମିତି କିଛି ବଡ ଘୋଷଣା କରିଛନ୍ତି ନିଜେ କେଜ୍ରିଓ୍ବାଲ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରୁ ବାହାରିବାର ଦିନକ ପରେ ଏପରି କିଛି ଘୋଷଣା କରିଛନ୍ତି…

ପୁଣି ସିବିଆଇକୁ ସୁପ୍ରିମକୋର୍ଟଙ୍କ କଟାକ୍ଷ: କହିଲେ ‘ପଞ୍ଜୁରୀର ଶୁଆ’ ହେବା ଗୁଣ ଛାଡ

ନୂଆଦିଲ୍ଲୀ: ପୁଣି ସିବିଆଇକୁ କଟାକ୍ଷ କରି କହିଲେ ସୁପ୍ରିମକୋର୍ଟ । ୧୧ ବର୍ଷ ପରେ ସିବିଆଇକୁ ମନେପକାଇଦେଲେ ପଞ୍ଜୁରୀ ଭିତରେ ଶୁଆ ପ୍ରସଙ୍ଗ । କହିଲେ ‘ପଞ୍ଜୁରୀ ଭିତରେ ଶୁଆ’ ଗୁଣ ଛାଡ । ଶୁକ୍ରବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଜମାନତ ଉପରେ ଶୁଣାଣି କରି ଜଷ୍ଟିସ…