Latest Odisha News

BREAKING NEWS

Browsing Category

ରାଜନୀତି

ଜମ୍ମୁ-କାଶ୍ମୀର ନିର୍ବାଚନ: ବିଜେପି ପକ୍ଷରୁ ୨୯ ପ୍ରାର୍ଥୀଙ୍କ ନାଁ ଘୋଷଣା

ଶ୍ରୀନଗର: ଜମ୍ମୁ କାଶ୍ମୀରର ନିର୍ବାଚନ ପାଇଁ ମଙ୍ଗଳବାର ଦିନ ଭାରତୀୟ ଜନତା ପାର୍ଟି ପକ୍ଷରୁ ତୃତୀୟ ତାଲିକା ପ୍ରକାଶ କରାଯାଇଛି। ଏହି ତାଲିକାରେ ୨୯ ଜଣ ପ୍ରାର୍ଥୀଙ୍କ ନାଁ ରହିଛି। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ୧୦ ଜଣଙ୍କ ନାମ ଥିବା ବେଳେ ତୃତୀୟ ପର୍ଯ୍ୟାୟ ପାଇଁ ୧୯ ଜଣ…

‘ବିଜେଡି ଗାଡିର ଡ୍ରାଇଭର ସାଜିଛି କଂଗ୍ରେସ’

ଭୁବନେଶ୍ୱର: ଆଦିବାସୀ, ଦଳିତ ଓ ପଛୁଆବର୍ଗଙ୍କୁ ନେଇ ଉଭୟ କଂଗ୍ରେସ ଓ ବିଜେଡି ଉପରେ ବର୍ଷିଛି ବିଜେପି । କଂଗ୍ରେସ ଓ ବିଜେଡି ଉଭୟ ଶାସନ କ୍ଷମତାରେ ଥିବା ସମୟରେ ଏମାନଙ୍କ ପ୍ରତି ଅନ୍ୟାୟ ହୋଇଥିବା କହିଛନ୍ତି ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର । ସେ ଆହୁରି କହିଛନ୍ତି ଯେ, ବିଜେପି ସରକାରରେ…

ପୁଟିନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଫୋନରେ କଥା ହୋଇଛନ୍ତି। ନିକଟରେ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ଗସ୍ତ କରିଥିଲେ। ସେ ରାଷ୍ଟ୍ରପତି ପୁଟିନଙ୍କ ସହ ୟୁକ୍ରେନ ଗସ୍ତର ଅଭିଜ୍ଞତା ବାଣ୍ଟିଥିବା ଜଣାପଡିଛି। ଏହା ବ୍ୟତୀତ ଋଷ-ୟୁକ୍ରେନ…

ବିଧାନସଭାରେ ସଂରକ୍ଷଣ ତାତି

ଭୁବନେଶ୍ବର: ବିଧାନସଭାରେ ସଂରକ୍ଷଣ ତାତି। ଓବିସି ସଂରକ୍ଷଣ ଓ ଜାତିଭିତ୍ତିକ ଜନଗଣନା ନେଇ ସରକାରଙ୍କୁ ଘେରିଲେ ବିରୋଧୀ। ଉଭୟ ବିଜେଡି ଓ କଂଗ୍ରେସ ସଂରକ୍ଷଣ ଦାବିରେ ଗୃହରେ ହୋହଲ୍ଲା କରିଛନ୍ତି । ଶିକ୍ଷା କ୍ଷେତ୍ରରେ ଓବିସଙ୍କ ପାଇଁ ସଂରକ୍ଷଣ ସହ ଏସସି ଏସଟିଙ୍କ ପାଇଁ ପର୍ଯ୍ୟାପ୍ତ ସଂରକ୍ଷଣ…

ନିଦ୍ୱର୍ନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ମମତା ମହାନ୍ତ

ଭୁବନେଶ୍ୱର: ପୁଣି ରାଜ୍ୟସଭାକୁ ଗଲେ ମମତା ମହାନ୍ତ l ରାଜ୍ୟସଭାକୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହେଲେ ବିଜେପି ପ୍ରାର୍ଥୀ ମମତା ମହାନ୍ତ l ଗତ ୨୧ ତାରିଖ ଦିନ ମମତା ମହାନ୍ତ ବିଜେପିରୁ ପ୍ରାର୍ଥୀ ହୋଇଥିଲେ। ସାର୍ଟିଫିକେଟ ନେବାକୁ ବିଧାନସଭାରେ ପହିଞ୍ଚିଥିଲେ ମମତା। ରିଟର୍ନିଙ୍ଗ ଅଫିସରଙ୍କ…

ଦଳରୁ ବହିଷ୍କାର ହେଲେ ବିଜେଡି ନେତ୍ରୀ, ଚାକିରୀ କରାଇବା ନାଁରେ ଲୁଟୁଥିଲେ ଲକ୍ଷ ଲକ୍ଷ ଟଙ୍କା

ଭୁବନେଶ୍ବର: ଦଳରୁ ବହିଷ୍କାର ହେଲେ ବିଜେଡି ନେତ୍ରୀ ତଥା ମାଲକାନଗିରି ମାଥିଲି ବ୍ଲକ ଜୋନ-୩ର ଜିଲ୍ଲା ପରିଷଦ ସଦସ୍ୟ ସସ୍ମିତା ମାଝି । ମଙ୍ଗଳବାର ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି । ଲୋକ ବିରୋଧୀ କାର୍ଯ୍ୟକଳାପ ପାଇଁ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି…

ପୁଣି ବିଏସପିର କମାଣ୍ଡ ସମ୍ଭାଳିବେ ମାୟାବତୀ

ଲକ୍ଷ୍ନୌ: ବହୁଜନ ସମାଜ ପାର୍ଟିର ଜାତୀୟ କାର୍ଯ୍ୟନିର୍ବାହୀ ବୈଠକ ପରେ ମାୟାବତୀ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବରେ ପୁଣି ନିର୍ବାଚିତ ହୋଇଛନ୍ତି । ବୈଠକ ପୂର୍ବରୁ ତାଙ୍କ ଉତ୍ତରାଧିକାରୀ ଆକାଶ ଆନନ୍ଦଙ୍କୁ ଏହି ଦାୟିତ୍ବ ମିଳିବ ବୋଲି କଳ୍ପନାଜଳ୍ପନା ଲାଗି ରହିଥିଲା । ଆଜି ବହୁଜନ ସମାଜ…

ସୁଭଦ୍ରା ରାଜନୀତି: ବିଜେଡିକୁ କଡା ଜବାବ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ବିରୋଧୀ ବାରମ୍ବାର ସରକାରଙ୍କୁ ଘେରିଆସୁଛନ୍ତି । ସୁଭଦ୍ରା ଯୋଜନାରେ ସରକାର ଲୋକଙ୍କୁ ଲଲିପପ୍ ଧରାଇ ଦେଇଛନ୍ତି ବୋଲି କହି ସମାଲୋଚନା କରିଛି ବିଜେଡି । ଯାହାକୁ ନେଇ ଆଜି ପୁଣି କଡା ମନ୍ତବ୍ୟ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।…

ରାଜ୍ୟସଭା ନିର୍ବାଚନ: ପ୍ରାର୍ଥୀପତ୍ର ଫେରାଇ ନେଲେ ଜଗନ୍ନାଥ

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଫେରାଇ ନେଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ । ଆଜି ନାମାଙ୍କନ ପ୍ରତ୍ୟାହାର ଶେଷ ଦିନରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ । ଗତ ୨୧ ତାରିଖରେ ରାଜ୍ୟସଭା ନିର୍ବାଚନ ପାଇଁ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ…

କମ୍ପିବ ମମତା ଗଡ: ନିୟୋଜିତ ହେଲେ ୬ହଜାର ପୋଲିସ୍, ସୁରକ୍ଷା ବଳୟରେ ମୁଖ୍ୟମନ୍ତ୍ରୀଙ୍କ ଅଫିସ୍

କୋଲକାତା: ଆଜି କମ୍ପିବ କୋଲକାତା ସହର । ମମତା ସରକାରଙ୍କୁ ବିରୋଧ କରି କୋଲକାତା ଛାତ୍ର ସଂଗଠନ ‘ନବନ୍ନା ଅଭିଯାନ’ର ଡାକରା ଦେଇଛନ୍ତି । ଆରଜି କର ମେଡିକାଲ କଲେଜ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ହାଓ୍ବଡା ସ୍ଥିତ ରାଜ୍ୟ ସଚିବାଳୟ ନବନ୍ନା ଭବନ ଘେରାଉ କରିବେ ପଶ୍ଚିମବଙ୍ଗ ଛାତ୍ର ସମାଜ ।…