Latest Odisha News

BREAKING NEWS

Browsing Category

ରାଜନୀତି

ନୂଆପଡାବାସୀଙ୍କୁ ୧୧୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ନୂଆପଡା ଜିଲ୍ଲାରେ ୧୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏନେଇ ସେ 'ଏକ୍ସ'ରେ ଏକ ପୋଷ୍ଟ ମଧ୍ୟ କରିଛନ୍ତି। "ଆଜି ମୁଁ ନୂଆପଡ଼ା ଜିଲ୍ଲା ପାଇଁ ମୋଟ୍ ୧,୧୦୦ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲି।…

ନଭେମ୍ବର ୨୨ ପୂର୍ବରୁ ହୋଇପାରେ ବିହାର ନିର୍ବାଚନ

ପାଟଣା: ବିହାର ବିଧାନସଭା ନିର୍ବାଚନକୁ ନେଇ ଚର୍ଚ୍ଚା ଜୋର ଧରିଛି। ଦୁଇ ଦିନିଆ ବିହାର ଗସ୍ତରେ ଥିବା ନିର୍ବାଚନ କମିଶନ ବିଭିନ୍ନ ରାଜନୈତିକ ଦଳଙ୍କ ସହ ବୈଠକ କରି ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାର କହିଛନ୍ତି ଯେ ବିହାରରେ…

ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ; ବିଦେଶ ଗସ୍ତରେ ଯିବେ ବାଚସ୍ପତି

ଭୁବନେଶ୍ୱର: ୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବା ପାଇଁ ଅକ୍ଟୋବର ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ବିଦେଶ ଗସ୍ତରେ ଯିବେ ବାଚସ୍ପତି ସୁରମା ପାଢ଼ୀ। ଏ ସଂପର୍କରେ ସୂଚନା ଦେଇ ବାଚସ୍ପତି କହିଛନ୍ତି ଯେ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘରେ ୫୬ଟି…

ଜାପାନ ଇତିହାସରେ ପ୍ରଥମ, ପ୍ରଧାନମନ୍ତ୍ରୀ ହୋଇପାରନ୍ତି ଜଣେ ମହିଳା

ଟୋକିଓ: ଜାପାନ ଇତିହାସରେ ପ୍ରଥମ ଥର ପାଇଁ ଜଣେ ମହିଳା ପ୍ରଧାନମନ୍ତ୍ରୀ ହୋଇପାରନ୍ତି। ଜାପାନର ଶାସକ ଲିବରାଲ ଡେମୋକ୍ରାଟିକ୍ ପାର୍ଟି (LDP) ସାନାଏ ତାକାଇଚିଙ୍କୁ ନୂତନ ନେତା ଭାବରେ ମନୋନୀତ କରିଛି। ଯାହା ଫଳରେ ସେ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ ବୋଲି ଆଶା କରାଯାଉଛି। ଏପରିକି ଦେଶର…

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ

ଭୁବନେଶ୍ୱର: ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ପକ୍ଷରୁ ଜନସମ୍ପର୍କ ଅଭିଯାନ ସଂକଳ୍ପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜନତା ମଇଦାନ ଗାନ୍ଧୀ ପାର୍କରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ…

ଭାରତ ଗସ୍ତରେ ଆସିବେ ତାଲିବାନ ବୈଦେଶିକ ମନ୍ତ୍ରୀ…

ନୂଆଦିଲ୍ଲୀ: ଆଫଗାନିସ୍ତାନରେ ତାଲିବାନ ଶାସନର ତିନି ବର୍ଷ ପରେ ସେଠାକାର ବୈଦେଶିକ ମନ୍ତ୍ରୀ ଆମିର ଖାନ ମୁତାକି ଅକ୍ଟୋବର ୧୦ ତାରିଖରେ ନୂଆଦିଲ୍ଲୀ ଗସ୍ତ କରିବା ନେଇ ସୂଚନା ମିଳିଛି। ସେ ଏହି ସମୟରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ଅନ୍ୟ ଅଧିକାରୀଙ୍କ ସହ ସାକ୍ଷାତ କରିବେ ବୋଲି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ କାହିଁକି ପ୍ରଶଂସା କଲେ ବିଦେଶୀ କମ୍ପାନୀ ଅଧିକାରୀ…

ନୂଆଦିଲ୍ଲୀ: ଡଚ୍ ସେମିକଣ୍ଡକ୍ଟର କମ୍ପାନୀ ASML, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟବସାୟ-ଅନୁକୂଳ ଆଭିମୁଖ୍ୟକୁ ପ୍ରଶଂସା କରିଛି। କମ୍ପାନୀର ସିଇଓ କ୍ରିଷ୍ଟୋଫ ଫୁକେ ନିକଟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ସାକ୍ଷାତ କରିଥିଲେ। ଏହା ପରେ ASML କାର୍ଯ୍ୟନିର୍ବାହୀ ଫ୍ରାଙ୍କ…

ସ୍ବାମୀଙ୍କୁ ନିଃସର୍ତ୍ତ ମୁକ୍ତି ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକଙ୍କ ପତ୍ନୀ

ଲଦାଖ: ଲଦାଖର ପରିବେଶ କର୍ମୀ ତଥା ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକଙ୍କ ଗିରଫଦାରି ପରେ ପତ୍ନୀ ଗୀତାଞ୍ଜଳି ଆଙ୍ଗମୋ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଏକ ଚିଠି ଲେଖି ସ୍ୱାମୀଙ୍କ ନିଃସର୍ତ୍ତ ମୁକ୍ତି ଦାବି କରିଛନ୍ତି। ଗୀତାଞ୍ଜଳି ରାଷ୍ଟ୍ରପତିଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆଗାମୀ ଦୁଇ ସପ୍ତାହ ପାଇଁ ବିଜୟଙ୍କ ସମସ୍ତ ରାଲି ବନ୍ଦ

ଚେନ୍ନାଇ: ଆଗାମୀ ଦୁଇ ସପ୍ତାହ ପାଇଁ ବିଜୟଙ୍କ ସମସ୍ତ ରାଲିଗୁଡ଼ିକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଥିବା ନେଇ ବୁଧବାର ଦିନ ଟିଭିକେ ଘୋଷଣା କରିଛି। ଗତ ସେପ୍ଟେମ୍ବର ୨୭ରେ କରୁରରେ ଟିଭିକେ ମୁଖ୍ୟ ବିଜୟଙ୍କ ନେତୃତ୍ୱରେ ହୋଇଥିବା ଏକ ରାଲିରେ ଦଳାଚକଟା ଘଟି ୪୧ ଜଣଙ୍କର ମୃତ୍ୟୁ ହୋଇଥିବା…

ଡିସେମ୍ବର ୫-୬ରେ ଭାରତ ଗସ୍ତରେ ଆସିବେ ପୁଟିନ

ନୂଆଦିଲ୍ଲୀ: ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆସନ୍ତା ଡିସେମ୍ବର ୫-୬ରେ ଭାରତ ଗସ୍ତରେ ଆସିବେ ବୋଲି ରିପୋର୍ଟରୁ ଜଣାପଡିଛି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବା ସହ ଦୁଇ ନେତାଙ୍କ ମଧ୍ୟରେ ଏହି ଶିଖର ବୈଠକ ହେବା ନେଇ ଆଲୋଚନା ଚାଲିଛି। ଜାତୀୟ ସୁରକ୍ଷା…