Latest Odisha News

BREAKING NEWS

Browsing Category

ରାଜନୀତି

ପୁଣି ରାଜ୍ୟସଭା ଯିବେ ମମତା ମହନ୍ତ !

ଭୁବନେଶ୍ବର: ମମତାଙ୍କ ଜାଗାରେ କିଏ ଯିବେ ରାଜ୍ୟସଭା? ରିପିଟ୍ ହେବେ କି ମମତା ମହନ୍ତ ? କ’ଣ କହୁଛି ବିଜେପିର ରାଜ୍ୟସଭା ରଣନୀତି? ରାଜନୀତିରେ ଲମ୍ବା ଇନିଂସ ପାଇଁ କେଉଁ ଗୋଟି ଚଳାଇବେ ବିଜେପିର ଚାଣକ୍ୟ? କୁଡୁମୀ ନେତ୍ରୀ ମମତା ମହନ୍ତଙ୍କ ରାଜ୍ୟସଭା ୟୁଟର୍ଣ୍ଣ ପରେ ସରଗରମ ରାଜ୍ୟ ରାଜନୀତି ।…

ବିଜେପି ପ୍ରଲୋଭନରେ ବିଜେଡି ଛାଡ଼ିଛନ୍ତି ମମତା: ବିଜେଡି

ଭୁବନେଶ୍ୱର: ନିଜର ବ୍ୟକ୍ତିଗତ ସ୍ୱାର୍ଥ ହାସଲ ଲକ୍ଷ୍ୟରେ ଚଞ୍ଚକତା କରି ବିଜେଡ଼ିରୁ ମମତା ମହନ୍ତ ଇସ୍ତଫା ଦେଇଛନ୍ତି ବୋଲି କହିଛନ୍ତି ପୂର୍ବତନ ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ବ୍ରମ । ଦଳକୁ ସେ ଯେଭଳି ଧୋକା ଦେଲେ ତାହା ରାଜନୀତିରେ କଳଙ୍କିତ ଅଧ୍ୟାୟ ସୃଷ୍ଟି କରିଛି ବୋଲି କହିଛନ୍ତି ସରୋଜିନୀ…

ଖୋଲିବ ଖଣି ଦୁର୍ନୀତି ଗୁମର… ପଶିବ ସିବିଆଇ !

ଭୁବନେଶ୍ବର: ଖୋଲିବ ରାଜ୍ୟରେ ଖଣି ଦୁର୍ନୀତି ଗୁମର ! ଖଣି ମାଫିଆଙ୍କ ସହ ନେତା, ଦୁର୍ନୀତିଗ୍ରସ୍ତ ଅଧିକାରୀ ଯିବେ ଜେଲ୍ ! ଖଣି ଦୁର୍ନୀତିର ତଦନ୍ତ କରିବାକୁ ଓଡିଶାରେ ପଶିବ କି ସିବିଆଇ? ବିଜେପି ସରକାର କ୍ଷମତାକୁ ଆସିବା ପରେ ଖଣି ଦୁର୍ନୀତିର ପର୍ଦ୍ଦାଫାସ କରିବାକୁ ନିଜେ ମୁଖ୍ୟମନ୍ତ୍ରୀ…

ମମତା ମହନ୍ତଙ୍କ ଇସ୍ତଫା ପଛର କାରଣ କ’ଣ?

ଭୁବନେଶ୍ବର: ନିର୍ବାଚନ ବିପର୍ଯ୍ୟୟ ପରେ ବିଜେଡିକୁ ବଡ ଝଟକା। ରାଜ୍ୟସଭା ସାଂସଦ ପଦ ସହ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ମମତା ମହନ୍ତ । ତେବେ ମମତାଙ୍କ ଇସ୍ତଫା ପଛରେ କାରଣ କଣ? ହଠାତ୍ ଇସ୍ତଫା ଦେଇ ଚମକାଇଲେ ନା ଅନେକ ପୂର୍ବରୁ କରିଥିଲେ ଯୋଜନା? ଲୋକସଭାରେ ବିଜେଡି ଶୂନ…

ମମତା ବିଜେପିକୁ ଆସିଲେ, ଆମେ ତାଙ୍କୁ ସ୍ବାଗତ କରିବୁ:ବିଶେଶ୍ୱର ଟୁଡୁ

ଭୁବନେଶ୍ୱର: ରାଜ୍ୟସଭା ସାଂସଦ ପଦରୁ ମମତା ମହନ୍ତଙ୍କ ଇସ୍ତଫା ପରେ ଜାରି ରହିଛି ରାଜନୀତି ବୟାନବାଜି l ମମତାଙ୍କ ଇସ୍ତଫାକୁ ନେଇ ବରିଷ୍ଠ ବିଜେପି ନେତା ବିଶେଶ୍ୱର ଟୁଡୁଙ୍କ ପ୍ରତିକ୍ରିୟା l ମମତାଙ୍କୁ ବିଜେପି ଭଲ ଲାଗିଲେ, ସେ ଦଳରେ ଯୋଗ ଦେଇପାରନ୍ତି l ମମତା ବିଜେପିକୁ ଆସିଲେ, ଆମେ ତାଙ୍କୁ…

ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବକୁ ନେଇ ତେଜିଲା ବିବାଦ

ଭୁବନେଶ୍ବର: ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବକୁ ନେଇ ତେଜିଲା ବିବାଦ । ତାଙ୍କ ନାଁରେ ଭିଜିଲାନ୍ସ ମାମଲା ଥାଇ ମଧ୍ୟ ସେ ମନ୍ତ୍ରୀଙ୍କର ବ୍ୟକ୍ତିଗତ ସଚିବ କିପରି ହେଲେ ବୋଲି ପଚାରି ଘେରିଛନ୍ତି ବିରୋଧି ବିଜେଡି ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ଏମିତି କିଛି ସଙ୍ଗୀନ…

ରାଜ୍ୟସଭା ପାଇଁ ‘ଖେଲା’ ଆରମ୍ଭ କଲା କି ବିଜେପି? ପ୍ରମିଳା କହିଲେ ବିଜେଡି ମଜବୁତ ଅଛି

ଭୁବନେଶ୍ୱର: ନିକଟରେ ହୋଇଥିବା ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ଆସନ କମିଥିଲେ ହେଁ ଓଡ଼ିଶାରେ ଦଳର ନିର୍ବାଚିତ ସାଂସଦଙ୍କ ସଂଖ୍ୟା କେନ୍ଦ୍ରରେ ସରକାର ଗଢ଼ିବାରେ ବଡ଼ ଭୂମିକା ନେଇଛି। ବିଜେପି କେବଳ ଓଡ଼ିଶାର ଲୋକସଭା ଆସନ ଜିତିନି ବରଂ ବିଧାନସଭାରେ ପ୍ରଥମ ଥର ପାଇଁ କ୍ଷମତାର…

ବିଜେଡିକୁ ବଡ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହନ୍ତ

ଭୁବନେଶ୍ଵର: ରାଜ୍ୟସଭାରୁ ବିଜେଡି ସାଂସଦ ମମତା ମହନ୍ତଙ୍କ ଇସ୍ତଫା । ମମତାଙ୍କ ଇସ୍ତଫା ନେଇ ସୂଚନା ଦେଲେ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକଡ । ୨୦୨୦ରେ ରାଜ୍ୟସଭାକୁ ବିଜେଡି ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ ମମତା । ରାଜ୍ୟସଭା ସାଂସଦ ସହ ବିଜେଡିରୁ ବି ଇସ୍ତଫା ଦେଇଛନ୍ତି ମମତା । ବିଜେଡିରୁ…

‘ମମତା ପ୍ରୀତି’ ପାଇଁ ଅଧୀରଙ୍କୁ ବଳି !

ନୂଆଦିଲ୍ଲୀ: କଂଗ୍ରେସ ହାଇକମାଣ୍ଡଙ୍କ ପ୍ରତି ଖୋଲା ଅସନ୍ତୋଷ ପ୍ରକାଶ କରିଛନ୍ତି ବରିଷ୍ଠ ନେତା ଅଧୀର ରଂଜନ ଚୌଧୁରୀ । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ କରିଛନ୍ତି ସମାଲୋଚନା । ଲୋକସଭା ନିର୍ବାଚନ ପରେ ପଶ୍ଚିମବଙ୍ଗ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ ଅଧୀର ରଞ୍ଜନ । ଏବେ…

ଆଳୁ ରାଜନୀତିରେ ନବୀନଙ୍କ ଚିଠି, ସରଗରମ ହେଲା ଗୃହ

ଭୁବନେଶ୍ବର: କାହିଁକି ଚିଠି ଲେଖିଲେ ନବୀନ ? ନାଁ ଚିଠି ଲେଖିବାର ଅଭ୍ୟାସ ଅଛି ବୋଲି ଲେଖିଦେଲେ ? ମଙ୍ଗଳବାର ବିଧାନସଭା ଚାଲିଥିବା ବେଳେ କିଛି ଏମିତି ପ୍ରଶ୍ନ ନବୀନଙ୍କୁ ପଚାରଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ତେବେ ଆଳୁକୁ ନେଇ ରାଜ୍ୟ ରାଜନୀତି ତାତି ଥିବା ବେଳେ ଏହାକୁ…