Latest Odisha News

BREAKING NEWS

Browsing Category

ରାଜନୀତି

ମଞ୍ଚ ଉପରେ ମୋଦିଙ୍କ ନାମ ଭୁଲିଗଲେ ବିଡେନ, ଆଉ ତା’ ପରେ…

ନୂଆଦିଲ୍ଲୀ: ମଞ୍ଚ ଉପରେ ମୋଦିଙ୍କ ନାମ ଭୁଲିଗଲେ ବାଇଡେନ।ଶନିବାର ଡେଲାୱେରରେ ଅନୁଷ୍ଠିତ କ୍ୱାଡ ସମ୍ମିଳନୀ ପରେ ଏକ କାର୍ଯ୍ୟକ୍ରମରେ ଆମେରିକାର ରାଷ୍ଟ୍ରପତି ଜୋ ବିଡେନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାମକୁ ମନେ ପକାଇ ପାରିନାହାଁନ୍ତି। ଏହି ସମୟରେ ପିଏମ ମୋଦୀ, ଅଷ୍ଟ୍ରେଲୀୟ…

‘ମୁଖ୍ୟମନ୍ତ୍ରୀ ମୁହଁ ଖୋଲୁଛନ୍ତି, ନବୀନଙ୍କ ଭଳି ଚୁପ୍ ନାହାନ୍ତି’

ଭୁବନେଶ୍ବର: ଭରତପୁର ଥାନା ଘଟଣାକୁ ନେଇ ଏବେ ସରକାରଙ୍କୁ ଘେରୁଛନ୍ତି ବିରୋଧୀ । ନୈତିକତା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ପଦ ଛାଡନ୍ତୁ ବୋଲି କଂଗ୍ରେସ ଦାବି କରିଥିବା ବେଳେ ବିଜେଡି ଘଟଣାର ନ୍ୟାୟିକ ତଦନ୍ତ ଦାବି କରିଛି । ଖାଲି ସେତିକିରେ କଥା ସରିନି ଶହେ ଦିନର ସରକାରଙ୍କୁ ପ୍ରଶ୍ନର…

କଂଗ୍ରେସ ସହ ମେଣ୍ଟ କରିବ କି ବିଜେଡି?, ଦେବାଶିଷଙ୍କ ବୟାନ ପରେ ବଢିଲା ତାତି

ଭୁବନେଶ୍ବର: କଂଗ୍ରେସ ସହ ମେଣ୍ଟ କରିବ କି ବିଜେଡି ? ଶାସକ ବିଜେପି ବିରୋଧରେ ପୁଣି କ୍ଷମତାକୁ ଆସିବାକୁ କଂଗ୍ରେସ ଆଡକୁ ମୁହାଁଇବ କି ବିଜେଡି ? କାରଣ ଖୋଲା ମଞ୍ଚରେ ଏମିତି କିଛି ବୟାନ ଦେଇ ଏବେ ରାଜ୍ୟ ରାଜନୀତିର ଉତ୍କଣ୍ଠା ବଢାଇଛନ୍ତି ବିଜେଡିର ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ।…

ବିଜେଡିର ୬ ଘଣ୍ଟିଆ ବନ୍ଦ ଡାକରା

ଭୁବନେଶ୍ବର: ବନ୍ଦ ଡାକରା ଦେବ ବିଜେଡି । ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାର ପ୍ରତିବାଦ କରି ଆସନ୍ତା ୨୪ ତାରିଖ ଅର୍ଥାତ୍ ମଙ୍ଗଳବାର ୬ ଘଣ୍ଟିଆ ଭୁବନେଶ୍ବର ବନ୍ଦ ଡାକରା ଦେବ ବିଜେଡି । ଏନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ବରିଷ୍ଠ…

‘ଅନୁସୂଚିତ ଜାତି ପାଇଁ ସବୁ ବେଳେ ଲଢିବ ବିଜେଡି’

ଭୁବନେଶ୍ବର: ଅନୁସୂଚିତ ଜାତି ପାଇଁ ବିଜେଡିର ଲଢେଇ ଜାରି ରହିବ । ଆଜି ବିଜେଡି ପକ୍ଷରୁ ଅନୁସୂଚିତ ଜାତି ସେଲ୍ ବୈଠକରେ ଏକଥା କହିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ ଚଳିତ ନିର୍ବାଚନରେ ମାଡି କାମୁଡିବା ପରେ ଏବେ ପୂରା ଆକ୍ଟିଭ ଅଛନ୍ତି ବିରୋଧୀ…

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା: ଅସନ୍ତୋଷ ଝାଡିଲେ ବିରୋଧୀ

ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଯେଉଁଭଳି ଭାବେ ନିର୍ଯାତନ ଦିଆଗଲା ତାହାର ଛାତିଥରା କାହାଣୀ ନିଜେ ସେନା ଅଧିକାରୀଙ୍କ ବାନ୍ଧବୀ ଗୁରୁବାର ଗଣମାଧ୍ୟମ ଆଗରେ କୋହ ଭରା କଣ୍ଠରେ କହିବା ପରେ ଏବେ ଏହାକୁ ନେଇ ଅପରାଧିକ ମାମଲା ରୁଜ୍ଜୁ କରିଛି କ୍ରାଇମବାଞ୍ଚ ।…

କେଜ୍ରିଓ୍ବାଲଙ୍କ ସ୍ଥାନ ନେବେ ଆତିଶୀ: ୨୧ରେ ମନ୍ତ୍ରୀମଣ୍ଡଳଙ୍କ ସହ ଶପଥ ନେବେ

ନୂଆଦିଲ୍ଲୀ: ଶପଥ ନେବେ ଦିଲ୍ଲୀର ଭାବି ମୁଖ୍ୟମନ୍ତ୍ରୀ ଆତିଶୀ ମରଲେନ ସିଂହ । ଆସନ୍ତା ୨୧ ତାରିଖରେ ଆତିଶୀ ଓ ତାଙ୍କ ମନ୍ତ୍ରୀ ମଣ୍ଡଳ ଶପଥ ଗ୍ରହଣ କରିବେ । ଏହା ପରେ ଦିଲ୍ଲୀ ପାଇବ ନୂଆ ମୁଖ୍ୟମନ୍ତ୍ରୀ । ତେବେ ଗୁରୁବାର ଆମ ଆଦମି ପାର୍ଟି ପକ୍ଷରୁ ପ୍ରାରମ୍ଭିକ ସୂଚନା ଭାବେ କେବଳ ଆତିଶୀ ଶପଥ…

ଗଣତନ୍ତ୍ରର ନୂଆ ଅଧ୍ୟାୟ

ନୂଆଦିଲ୍ଲୀ: ଜାମ୍ମୁ ଓ କାଶ୍ମୀରରେ ଆରମ୍ଭ ହୋଇଛି ଗଣତନ୍ତ୍ରର ନୂଆ ଅଧ୍ୟାୟ । ଐତିହାସିକ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ହୋଇଛି । ଧାରା ୩୭୦ ହଟିବା ପରେ ବର୍ତ୍ତମାନ କେନ୍ଦ୍ର ଶାସିତ ଅଂଚଳ ମାନ୍ୟତା ପାଇଥିବା ଜାମ୍ମୁ ଓ କାଶ୍ମୀରରେ ନିର୍ବାଚନ ହେଉଛି । ୯୦ ଆସନ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେଜ୍ରିଓ୍ବାଲ, ଆତିଶୀ ହେବେ ନୂଆ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ଆଜି ନିଜ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଅରବିନ୍ଦ କେଜ୍ରିଓ୍ବାଲ । ଆଜି ଆପ ନେତ୍ରୀ ତଥା ମନ୍ତ୍ରୀ ଆତିଶୀ ମରଲେନଙ୍କ ନାଁ ମୁଖ୍ୟମନ୍ତ୍ରୀ ପଦ ପାଇଁ କେଜ୍ରିଓ୍ବାଲ ଘୋଷଣା କରିଥିବା ବେଳେ ଏହାପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ…

ଚର୍ଚ୍ଚାରେ ବିରାମ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଗାଦି ସମ୍ଭାଳିବେ ଆତିଶି

ନୂଆଦିଲ୍ଲୀ: ଦିଲ୍ଲୀ ଶାସନ ଭାର ସମ୍ଭାଳିବେ ଆତିଶି । ଅରବିନ୍ଦ କେଜ୍ରିଓ୍ବାଲଙ୍କ ପରେ ପରବର୍ତ୍ତୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶି ମାରଲେନା ସିଂହ । ଏନେଇ ଆତିଶିଙ୍କ ନାଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ  ଅରବିନ୍ଦ କେଜ୍ରିଓ୍ବାଲ । ଏହାପରେ ଆପ ଦଳ ବୈଠକରେ ଆତିଶିଙ୍କ ନାଁରେ ମୋହର…