Latest Odisha News

BREAKING NEWS

Browsing Category

ରାଜନୀତି

ଏଇଥି ପାଇଁ ହୋଇପାରୁନି ବିଭାଗ ବଣ୍ଟନ

ଭୁବନେଶ୍ବର: ବିଜେପି ସରକାର ଦୁଇ ଦିନ ହେଲା ଶପଥ ନେଇ ସାରିଲେଣି। ହେଲେ ଏପର୍ଯ୍ୟନ୍ତ ମନ୍ତ୍ରୀଙ୍କୁ ହୋଇପାରିନି ବିଭାଗ ବଣ୍ଟନ । ସାଧାରଣତଃ ଶପଥ ନେବାର କିଛି ଘଣ୍ଟା ମଧ୍ୟରେ ବିଭାଗ ବଣ୍ଟନ କରାଯାଏ। ହେଲେ ଶପଥ ଗ୍ରହଣ ପରେ ବିଜେପି ସରକାର ଆକ୍ସନ୍ ମୋଡରେ ରହିଥିଲେ ବି ଏଯାଏଁ କିଏ କେଉଁ ବିଭାଗ…

ରୁଷିଛନ୍ତି ଜୟନାରାୟଣ !

ଭୁବନେଶ୍ବର: ନା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ପଦ ମିଳିଲା ନା ମନ୍ତ୍ରିମଣ୍ଡଳରେ ମିଳିଲା ସ୍ଥାନ । ଅଭିମାନ କରିଛନ୍ତି କି ରାଜ୍ୟ ବିଜେପିର ପଶ୍ଚିମ ଓଡିଶା ଚେହେରା ଜୟନାରାୟଣ ମିଶ୍ର? ବୁଧବାର ରାଜ୍ୟରେ ବିଜେପିର ପ୍ରଥମ ସରକାରର ଶପଥ ଗ୍ରହଣ ଉତ୍ସହରେ ଜୟନାରାୟଣଙ୍କ ଅନୁପସ୍ଥିତିକୁ ନେଇ…

ଶାହ ଏବଂ ପୂର୍ବତନ ରାଜ୍ୟପାଳଙ୍କ ଭିଡିଓକୁ ନେଇ ବିଭିନ୍ନ କଳ୍ପନାଜଳ୍ପନା, ସ୍ପଷ୍ଟୀକରଣ ରଖିଲେ ତାମିଲସାଇ

ନୂଆଦିଲ୍ଲୀ: ଅମିତ ଶାହା ତାମିଲିସାଇଙ୍କ ସହ କଥା ବାର୍ତ୍ତା କରୁଥିବାର ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ତାମିଲନାଡୁ ବିଜେପିରେ କୌଣସି ମତଭେଦକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ହେଉଛି। ଏବେ ଏହାକୁ ନେଇ ତେଲେଙ୍ଗାନାର ପୂର୍ବତନ ରାଜ୍ୟପାଳ ତାମିଲିସାଇ ସୌନ୍ଦରରାଜନ ଗୁରୁବାର ସ୍ପଷ୍ଟୀକରଣ…

ଲୋକସଭାରେ ବାଚସ୍ପତି ନିର୍ବାଚନ ଜୁନ୍ ୨୬

ନୂଆଦିଲ୍ଲୀ: ଅଷ୍ଟାଦଶ ଲୋକସଭା ଆରମ୍ଭ ହେବାର ଦୁଇ ଦିନ ପରେ ଜୁନ୍ ୨୬ ତାରିଖ ବୁଧବାର ଦିନ ନୂଆ ସାଂସଦମାନେ ବାଚସ୍ପତି ବାଛିବାକୁ ଯାଉଛନ୍ତି। ସରକାରୀ କାର୍ଯ୍ୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଅଧିବେଶନ ଜୁଲାଇ ୩, ୨୦୨୪ ବୁଧବାର ଶେଷ ହେବ ବୋଲି ସରକାରୀ ପ୍ରେସ୍ ବିଜ୍ଞପ୍ତିରେ କୁହାଯାଇଛି।…

ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କାମଚଳା ବାଚସ୍ପତି ଭାବେ ନିଯୁକ୍ତ

ଭୁବନେଶ୍ୱର: ନୂଆ ବିଧାନସଭାର ବାଚସ୍ପତି ନିର୍ବାଚିତ ହୋଇନଥିବା ବେଳେ ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ପ୍ରୋଟେମ୍ ସ୍ପିକର ବା କାମଚଳା ବାଚସ୍ପତି ଭାବେ ନିଯୁକ୍ତ କରାଯାଇଛି। ରାଜ୍ୟପାଳ ରଘୁବର ଦାସ ୮ ଥର ବିଧାୟକ ଥିବା ରାଜା ସ୍ୱାଇଁଙ୍କୁ ସପ୍ତଦଶ ବିଧାନସଭାର ପ୍ରୋଟେମ୍ ସ୍ପିକର…

କାହିଁକି ଜଣେ ସିଏମ୍ ଦୁଇ ଡେପୁଟି ସିଏମ୍ ?

ଭୁବନେଶ୍ବର: ଓଡିଶାରେ ମୋହନ ମାଝୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ତ କେଭି ସିଂହଦେଓ ଓ ପ୍ରଭାତୀ ପରିଡା ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି । ତେବେ ବିଜେପିର ଜଣେ ମୁଖ୍ୟମନ୍ତ୍ରୀ, ଦୁଇଜଣ ଉପମୁଖ୍ୟମନ୍ତ୍ରୀ ଫର୍ମୂଲା ନୂଆ ନୁହେଁ । ଓଡିଶା ପୂର୍ବରୁ ମଧ୍ୟପ୍ରଦେଶ, ଛତିଶଗଡ, ରାଜସ୍ଥାନ ବିଧାନସଭା…

ସରକାର ଗଢୁ ଗଢୁ ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତି, କ୍ୟାବିନେଟରେ ୪ଟି ପ୍ରସ୍ତାବକୁ ବାଜିଲା ମୋହର

ଭୁବନେଶ୍ଵର: ସରକାର ଗଢୁ ଗଢୁ ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତି । ମୋହନ ସରକାରଙ୍କ ପ୍ରଥମ କ୍ୟାବିନେଟରେ ୪ଟି ପ୍ରସ୍ତାବକୁ ବାଜିଲା ମୋହର । କ୍ୟାବିନେଟ୍ ବୈଠକ ପରେ ସୂଚନା ଦେଇଛନ୍ତି ନିଜେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାଲି ସକାଳେ ଖୋଲିବ ପୁରୀ ଶ୍ରୀମନ୍ଦିରର ୪ ଦ୍ୱାର । ଏଥିସହ ଶ୍ରୀମନ୍ଦିର…

୨୪ରୁ ସଂସଦର ପ୍ରଥମ ଅଧିବେଶନ, ବାଚସ୍ପତି ନିର୍ବାଚନ ସହ ସାଂସଦ ନେବେ ଶପଥ

ନୂଆଦିଲ୍ଲୀ: ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି ଦେଶରେ ଲୋକ ସଭା ନିର୍ବାଚନ । ଗତ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇସାରିଛନ୍ତି । ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଜୁନ୍‌ ୨୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଜୁନ୍ ୨୪ ରୁ…

ଓଡିଶାରେ ଆରମ୍ଭ ହେଲା ବିଜେପି ସରକାର: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାରେ ପ୍ରଥମଥର ପାଇଁ ବିଜେପି ସରକାର ଗଠନ କରିବାକୁ ଯାଉଛି । ଏନେଇ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପରେ ଉପ-ମୁଖ୍ୟମନ୍ତ୍ରୀ ଭାବେ କେଭି…

କିଏ ହେବେ ବିଜେପିର ବସ୍ ?

ଭୁବନେଶ୍ବର: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସାମିଲ ହୋଇଛନ୍ତି । ମୋଦି ସରକାରର ତୃତୀୟ ପାଳିରେ ସ୍ବାସ୍ଥ୍ୟ ସହ ରସାୟନିକ ଓ ସାର ମନ୍ତ୍ରାଳୟ ଦାୟିତ୍ବ ଜେପି ନଡ୍ଡାଙ୍କୁ ଦିଆଯାଇଛି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ନଡ୍ଡାଙ୍କ କାର୍ଯ୍ୟକାଳ ଜୁନ୍…