Latest Odisha News

BREAKING NEWS

Browsing Category

ରାଜନୀତି

ଉପନିର୍ବାଚନ ଦେଖିପାରେ ଯାଜପୁର ବିଧାନସଭା, ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ କହିଲେ ପ୍ରଣବ

ଯାଜପୁର: ଯାଜପୁର ବିଧାନସଭା ଦେଖିପାରେ ଉପନିର୍ବାଚନ, ଇସାରା ଦେଲେ ପୂର୍ବତନ ମନ୍ତ୍ରୀ ଓ ବିଜୁ ଜନତା ଦଳର ପ୍ରଭାବଶାଳୀ ନେତା ପ୍ରଣବ ପ୍ରକାଶ ଦାସ (ବବି)। ସେ ନିର୍ବାଚନ ଲଢିବାକୁ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି। ଗାନ୍ଧୀ ଜୟନ୍ତୀ ଅବସରରେ ସାରା ଓଡ଼ିଶାରେ ବିଜୁ ଜନତା ଦଳ ପଦଯାତ୍ରା…

ଶ୍ରୀମୟୀଙ୍କୁ ଅସମ୍ମାନ…କହିବା ଲୋକ କିଏ?

ଭୁବନେଶ୍ବର: ଶଙ୍ଖଭବନରେ ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ରଙ୍କୁ ଅସମ୍ମାନ ! ମନ୍ମଥ ରାଉତରାୟ ଓ ପ୍ରଦୀପ ସାହୁ କଲେ ଅସମ୍ମାନ ! ଖୋର୍ଦ୍ଧା ଜିଲ୍ଲା ବିଜେଡିର ସମୀକ୍ଷା ବୈଠକରେ ଶ୍ରୀମୟୀଙ୍କୁ ଭୁବନେଶ୍ବର ଲୋକସଭା ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ବେଗୁନିଆ ବିଧାୟକ ପ୍ରଦୀପ ସାହୁ ଅସମ୍ମାନ କରିଥିବା…

ବିଜେଡି ପଦଯାତ୍ରା: ସଂପର୍କ ଯୋଡିବ ନା ଫାଟ ଦିଶିବ

ଭୁବନେଶ୍ବର: ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହୋଇଛି ବିଜେଡିର ଜନସଂପର୍କ ପଦଯାତ୍ରା। ଲୋକଙ୍କ ସହ ଯୋଡି ହେବାକୁ ପଦଯାତ୍ରା ଆରମ୍ଭ କରିଥିବା ବିଜେଡି ପାଇଁ ଦଳ ଭିତରେ ସଂପର୍କ ମଜଭୁତ କରିବା ସବୁଠୁ ବଡ଼ ଚ୍ୟାଲେଞ୍ଜ । କାରଣ ବିଜେଡି କଳି ଦାଣ୍ଡରେ ପଡି ହାଟରେ ଗଡୁଛି । ନବରଙ୍ଗପୁରରୁ ଭୁବନେଶ୍ବର,…

‘ରାହୁଲ ଗାନ୍ଧୀଙ୍କ ପରିବାର ୫୦ ବର୍ଷ ଧରି ଦେଶକୁ ଲୁଟିଛନ୍ତି’

ନୂଆଦିଲ୍ଲୀ: କେନ୍ଦ୍ର ବୟନ ମନ୍ତ୍ରୀ ଗିରିରାଜ ସିଂ, କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଛନ୍ତି । ରାହୁଲ ଗାନ୍ଧୀ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ସମାରୋହକୁ ଏକ ନୃତ୍ୟ-ଗୀତ କାର୍ଯ୍ୟକ୍ରମ ବୋଲି ବର୍ଣ୍ଣନା କରିଥିଲେ ଯାହାକୁ ନେଇ ଗାନ୍ଧୀ ପରିବାରକୁ କଡା ସମାଲୋଚନା କରିଛନ୍ତି ।…

ଭଦ୍ରକ ଅଶାନ୍ତି…ବଢିଲା ରାଜନୀତି

ଭୁବନେଶ୍ବର: ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ, ଅଶାନ୍ତ ଭଦ୍ରକ। ଧୁଷୁରୀ, ପାଳିଆବିନ୍ଧା ଏବଂ ପରେ ଧାମନଗର ଓ ଭଦ୍ରକ । ମାସେ ଭିତରେ ଜିଲ୍ଲାରେ ତିନିଟି ସାଂପ୍ରଦାୟିକ ଅଶାନ୍ତି ଘଟଣା ସାମନାକୁ ଆସିଛି। ଏହାକୁ ନେଇ ବିଜେପି ସରକାରକୁ ଟାର୍ଗେଟ୍ କରିଛି ବିଜେଡି। ସରକାରଙ୍କ କାର୍ଯ୍ୟଦକ୍ଷତାକୁ…

ଗରବାରେ ଏଣ୍ଟ୍ରି ପାଇଁ ଗୋମୂତ୍ର ପିଇବାକୁ ଦିଆଯାଉ: ବିଜେପି ନେତା

ଇନ୍ଦୋର: ଆଗକୁ ଆସୁଛି ନବରାତ୍ରି, ଏହି ସମୟରେ ଗରବା ପେଣ୍ଡାଲରେ ଖଚାଖଚ ଭିଡ଼ ଦେଖିବାକୁ ମିଳିବ। ଏହାରି ମଧ୍ୟରେ ଜଣେ ବିଜେପି ନେତା କହିଛନ୍ତି ଯେ ନବରାତ୍ରୀ ସମୟରେ ଗରବା ପେଣ୍ଡାଲରେ ଗୋମୂତ୍ର ପିଇବା ପରେ ଲୋକଙ୍କୁ ଏଣ୍ଟ୍ରି ଦିଆଯିବା ଉଚିତ। ଏଭଳି ବିବାଦୀୟ ମନ୍ତବ୍ୟ ଦେଇଥିବା ବିଜେପି…

ଜମି ଦୁର୍ନିତୀ ମାମଲାରେ ନୂଆ ଟ୍ବିଷ୍ଟ, ସିଦ୍ଧରମେୟାଙ୍କ ପତ୍ନୀ ଫେରାଇବେ ପ୍ଲଟ୍

ବେଙ୍ଗାଲୁରୁ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା ମୈସୁର ନଗର ଉନ୍ନୟନ ପ୍ରାଧିକରଣ (ମୁଦା) ମାମଲାରେ ବିବାଦ ଘେରରେ ରହିଛନ୍ତି। ଏହାରି ମଧ୍ୟରେ ବିବାଦୀୟ ୧୪ ପ୍ଲଟକୁ ମୁଦାକୁ ଫେରାଇବା ପାଇଁ ପତ୍ନୀ ପାର୍ବତୀ ନିଷ୍ପତ୍ତି ନେଇଛନ୍ତି। ଯାହା ରାଜ୍ୟ ରାଜନୀତିକୁ ସରଗରମ କରିଛି। ଏନେଇ…

ନବୀନଙ୍କୁ କଡା ଗଣ୍ଡା ହିସାବ ଦେଲା ବିଜେପି

ଭୁବନେଶ୍ବର: ନବୀନଙ୍କୁ କଡା ଜବାବ ଦେଲା ବିଜେଡି । ବିଜେପି ସରକାରରେ ସାମ୍ପ୍ରଦାୟିକ ଦଙ୍ଗା ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନିନ୍ଦନୀୟ କହିବା ସହିତ ନବୀନ ନିଜେ ଓଡ଼ିଶାରେ ଅଶାନ୍ତି କରିବାକୁ ଚାହୁଁଛନ୍ତି ବୋଲି କଡା ଗଣ୍ଡା ହିସାବ ଦେଇଛି ବିଜେପି । ତେବେ ଗତକାଲି ବିଜେଡି ପକ୍ଷରୁ…

ଝାଡ଼ଖଣ୍ଡ ନିର୍ବାଚନ: ଓଡ଼ିଶା ରାଜ୍ୟପାଳଙ୍କୁ ନେଇ ଜୋରଦାର ଚର୍ଚ୍ଚା, ଜାଣନ୍ତୁ କାରଣ

ଭୁବନେଶ୍ୱର/ରାଞ୍ଚି: ଆଗକୁ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଆଉ ଏହି ସମୟରେ ସମସ୍ତ ଦଳର ଫକୋସ୍ ଏବେ ଝାଡଖଣ୍ଡ ଉପରେ। ଝାଡ଼ଖଣ୍ଡ ହାତେଇବା ପାଇଁ ବଡ଼ ରଣନୀତି ପ୍ରସ୍ତୁତ କରୁଛି ବିଜେପି। ଏହାରି ଭିତରେ ଓଡ଼ିଶା ରାଜ୍ୟପାଳ ରଘୁବର ଦାସ ଝାଡଖଣ୍ଡରେ ସକ୍ରିୟ ରାଜନୀତିକୁ ଫେରିପାରନ୍ତି ବୋଲି…

ଅର୍ଥ ହେରଫେର ମାମଲାରେ ସିଦ୍ଧରମେୟାଙ୍କ ବିରୋଧରେ ମାମଲା

ବେଙ୍ଗାଲୁରୁ: ମୁଦା ମାମଲାରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟାଙ୍କ ଅଡୁଆ ବଢିପାରେ। ଇଡି ପିଏମଏଲଏ ଅଧୀନରେ ଏକ ମାମଲା ରୁଜୁ କରିଛି। କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ସ୍ୱତନ୍ତ୍ର କୋର୍ଟ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ନିୟମକୁ ବେଖାତିର କରି…