Latest Odisha News
Browsing Category

ରାଜନୀତି

‘ଟାଇଗର ଜିନ୍ଦା ହୈ’: ଏନଡିଏ ସରକାରର ଶପଥ ଗ୍ରହଣ ପୂର୍ବରୁ ପାଟନାରେ ଲାଗିଲା ନୀତିଶଙ୍କ ପୋଷ୍ଟର

ପାଟନା: ୨୦୨୪ ଲୋକସଭା ନିର୍ବାଚନରେ ​​ଏନଡିଏର ବିଜୟ ପରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ସ୍ଥିତି ଆହୁରି ମଜଭୁତ୍ ହୋଇଛି । ଦଳୀୟ କର୍ମୀଙ୍କ ମଧ୍ୟରେ ମଧ୍ୟ ପୂର୍ଣ୍ଣ ଉତ୍ସାହ ରହିଛି । ଏହି ସମୟରେ ପାଟନାରେ ନୀତିଶ କୁମାରଙ୍କ ଏକ ଆକର୍ଷଣୀୟ ପୋଷ୍ଟର ଲଗାଯାଇଥିବା ଦେଖିବାକୁ ମିଳିଛି ।…

ଝାରସୁଗୁଡ଼ା ସହର ସାରା ପାଣ୍ଡିଆନଙ୍କ ପୋଷ୍ଟର

ଝାରସୁଗୁଡ଼ା: ଚଳିତ ନିର୍ବାଚନରେ ଓଡିଶାର ୨୪ ବର୍ଷର ନିରବଚ୍ଛିନ୍ନ ସରକାରକୁ ଲାଗିଛି ଶକ୍ତ ଝଟକା । ସାଧାରଣ ନିର୍ବାଚନ ଫଳାଫଳ ବିଜେଡି ପାଇଁ ଅପ୍ରତ୍ୟାଶିତ ରହିଛି ଓ କେତେକଙ୍କୁ ପୁରା ଚକିତ ମଧ୍ୟ କରିଛି। ବିଭିନ୍ନ ପ୍ରସଙ୍ଗରେ ପାଣ୍ଡିଆନଙ୍କ ଓଭର କନଫିଡେନ୍ସ ଆଜି ନବୀନ ଓଡ଼ିଶା ଅନ୍ତର ଏକ…

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଟାର୍ଗେଟ, ଷ୍ଟକ ବଜାର ଦୁର୍ନୀତିର ତଦନ୍ତ ଦାବି କଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧରେ କିଛି ଗମ୍ଭୀର ଅଭିଯୋଗ ଆଣି ଷ୍ଟକ ବଜାର ଦୁର୍ନୀତିର ଯୁଗ୍ମ ସଂସଦୀୟ କମିଟି (ଜେପିସି) ତଦନ୍ତ ଦାବି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ଅର୍ଥମନ୍ତ୍ରୀ…

କେନ୍ଦ୍ରରେ ମନ୍ତ୍ରୀ ପଦ ପାଇଁ ସହଯୋଗୀ ଦଳଙ୍କ ଦାବି ଦେଖି ଲକ୍ଷ୍ମଣ ରେଖା ଟାଣିଲା ବିଜେପି

ନୂଆଦିଲ୍ଲୀ: ଚନ୍ଦ୍ରବାବୁ ନାଇଡୁଙ୍କ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଏବଂ ନୀତୀଶ କୁମାରଙ୍କ ଜନତା ଦଳ ୟୁନାଇଟେଡ୍ (ଜେଡିୟୁ) ଏନଡିଏରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ଏବଂ କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ପଦବୀ ପାଇଁ ଦାବି କରିଛନ୍ତି। ତେବେ ବିଜେପି ସହଜରେ ନିଜର ସହଯୋଗୀ…

ବିଜେଡି ନେତାଙ୍କ ବୈଠକରେ ପାଣ୍ଡିଆନ ଅନୁପସ୍ଥିତ, ବବି ଦେଲେ ବଡ଼ ବୟାନ!

ଭୁବନେଶ୍ୱର: ବିଧାନସଭା ଓ ଲୋକସଭା ନିର୍ବାଚନ ପରେ ଦଳର ନମ୍ବର ଟୁ ନେତା କୁହାଯାଉଥିବା ଭି.କେ ପାଣ୍ଡିଆନ ହଠାତ କ୍ୟାମେରା ସାମ୍ନାକୁ ନଆସିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏପରିକି ନବୀନ ନିବାସରେ ନିର୍ବାଚିତ ଏବଂ ପରାଜିତ ନେତାଙ୍କ ବୈଠକରେ ସେ ଅନୁପସ୍ଥିତ ରହିଛନ୍ତି। ଏହାରି ଭିତରେ ସେ…

ସ୍ପଷ୍ଟୀକରଣ ରଖିଲା ବିଜେଡି; ‘ଦଳର ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ଦିଲ୍ଲୀ ଯାଇଛନ୍ତି ପାଣ୍ଡିଆନ’

ଭୁବନେଶ୍ୱର: ନିର୍ବାଚନ ଫଳାଫଳ ବାହାରିବା ଦିନ ଠାରୁ ଗାଏବ ଅଛନ୍ତି ଭିକେ ପାଣ୍ଡିଆନ । ସର୍ବସାଧାରଣରୁ ଦୂରେଇ ରହୁଛନ୍ତି ପାଣ୍ଡିଆନ । ଏପରିକି ନବୀ ନିବାସରେ ତୁହାକୁ ତୁହା ବସୁଥିବା ବୈଠକରେ ମଧ୍ୟ ନଜର ଆସୁନାହାନ୍ତି । ଯାହାକୁ ନେଇ ବିଭିନ୍ନ ଗଣମାଧ୍ୟମ ଓ ସୋସିଆଲ ମିଡିଆରେ ଚର୍ଚ୍ଚା ଯୋର…

ନିର୍ବାଚନରେ ଦଳୀୟ ନେତାଙ୍କ ପରାଜୟର କାରଣ ଖୋଜାଯିବ: ପ୍ରଣବ ପ୍ରକାଶ ଦାଶ

ଭୁବନେଶ୍ୱର: ନିର୍ବାଚନରେ ଦଳର ଖରାପ ପ୍ରଦର୍ଶନକୁ ନେଇ ଆଜି ସମୀକ୍ଷା ବୈଠକ କରିଥିଲେ ବିଜେଡି ସୁପ୍ରିମୋ ତଥା ବିଦାୟୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଧାନସଭା ଓ ଲୋକସଭା ନିର୍ବାଚନରେ ପରାଜିତ ହୋଇଥିବା ବିଜେଡି ପ୍ରାର୍ଥୀମାନେ ଭୁବନେଶ୍ୱର ନବୀନ ନିବାସରେ ଅନୁଷ୍ଠିତ ବୈଠକରେ ଯୋଗ…

‘ଓଡ଼ିଶାକୁ ସୁଟ୍ ବୁଟ୍ ପିନ୍ଧୁଥିବା ଲୋକଙ୍କ ସୁଅ ଛୁଟିଲାଣି, ଓଡ଼ିଶାକୁ ସମ୍ପୂର୍ଣ୍ଣ ଲୁଟିନେବେ’

ଭୁବନେଶ୍ୱର: ଓଡ଼ିଶାକୁ ଜଙ୍ଗଲ, ଜମି, ଖଣି ଓ ପାଣି ଲୁଟେରା ସରକାର ଆସୁଛି । ଓଡ଼ିଶାର ପ୍ରାକୃତିକ ସମ୍ପଦକୁ ମୋଦି ଲୁଟିନେବାକୁ ଯୋଜନା କରିଥିବା କହି ଓଡିଶାବାସୀଙ୍କୁ ଚେତାଇଲେ କଂଗ୍ରେସ ପ୍ରଭାରୀ ଅଜୟ କୁମାର । ପୂର୍ବରୁ ଭାରତୀୟ ଜନତା ପାର୍ଟିର ସରକାର ଛତିଶଗଡ଼, ଗୁଜରାଟ ଓ ମଧ୍ୟପ୍ରଦେଶରେ…

ଖୁବ୍ ଶୀଘ୍ର ମୋଦି ୩.୦; ୮ ନୁହେଁ ୯ରେ ନେବେ ଶପଥ..

ନୂଆଦିଲ୍ଲୀ: ଖୁବଶୀଘ୍ର ଦେଶରେ ମୋଦୀ ୩.0 । ଏନଡିଏ ମେଣ୍ଟର ନିଷ୍ପତି ଅନୁସାରେ ପୁଣିଥରେ ପ୍ରଧାନମନ୍ତ୍ରୀ ହେବେ ମୋଦୀ । ତେବେ ଆସନ୍ତା ୮ତାରିଖରେ ମୋଦୀ ଶପଥ ଗ୍ରହଣ କରିବାର ନିଷ୍ପତି ନିଆଯାଇଥିବା ବେଳେ ବର୍ତ୍ତମାନ ତାରିଖ ବଦଳିଛି । ୮ ନୁହେଁ ବରଂ ୯ରେ ଶପଥ ନେବେ ମୋଦୀ । ୯ତାରିଖ…

ଲକ୍ଷ୍ମୀ ବସରୁ ହଟିଲା ଶଙ୍ଖ ଷ୍ଟିକର୍

ଭୁବନେଶ୍ବର: ବନ୍ଦ ହେଇଯିବ କି ଲକ୍ଷ୍ମୀ ବସ ? ଲକ୍ଷ୍ମୀ ବସରୁ ହଟିଲା ଶଙ୍ଖ ଷ୍ଟିକର୍। ବସର ଏକ ପାର୍ଶ୍ବରୁ ହଟିଲା ଲକ୍ଷ୍ମୀ ଚିହ୍ନ, ବସର ପଛରୁ ଲିଭିଲା ମିଶନଶକ୍ତି ଲେଖା । ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଓ ନୂଆପଡ଼ାରେ । ଗତକାଲି ଯାଏଁ ବସ୍ ଗୁଡ଼ିକରେ ଷ୍ଟିକର୍ ଥିଲା…