Latest Odisha News

BREAKING NEWS

Browsing Category

ରାଜନୀତି

ନୂଆପଡା ଉପନିର୍ବାଚନ; ମାଓ ପ୍ରବଣ ସୁନାବେଡାରେ ୭୦% ମତଦାନ…

ନୂଆପଡା/ଭୁବନେଶ୍ୱର: ନୂଆପଡା ଉପନିର୍ବାଚନରେ ୮୧.୬୩ ପ୍ରତିଶତ ଭୋଟର ମତଦାନ କରିଛନ୍ତି। ସବୁଠୁ ଖାସ କଥା ହେଉଛି ଚଳିତ ବର୍ଷ ସୁନାବେଡା ବନ୍ୟପ୍ରାଣୀ ଅଭୟାରଣ୍ୟ ଭିତରେ ଥିବା ବୁଥଗୁଡ଼ିକରେ ଯଥେଷ୍ଟ ଅଧିକ ମତଦାନ ହୋଇଥିବା ନେଇ ସୂଚନା ମିଳିଛି। ଗତ ମଙ୍ଗଳବାର ଦିନ ଶାନ୍ତିପୂର୍ଣ୍ଣ ଭାବରେ…

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଡ. ସୌମ୍ୟା ସ୍ୱାମୀନାଥନ

ଭୁବନେଶ୍ୱର: ପ୍ରଖ୍ୟାତ ବୈଜ୍ଞାନିକ ତଥା ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡସନର ଅଧ୍ୟକ୍ଷା ଡ. ସୌମ୍ୟା ସ୍ୱାମୀନାଥନ ନବୀନ ନିବାସରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଡ. ସ୍ୱାମୀନାଥନ ଓଡିଶାରେ ନବୀନ ପଟ୍ଟନାୟକଙ୍କ…

ନୂଆପଡା ଉପନିର୍ବାଚନ; ଦିନ ୩ଟା ସୁଦ୍ଧା ୬୫.୨୦% ମତଦାନ

ନୂଆପଡା: ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ଆର ଏସ ଗୋପାଳନଙ୍କ କାର୍ଯ୍ୟାଳୟ ଅନୁଯାୟୀ, ମଙ୍ଗଳବାର ଅପରାହ୍ନ ୩ଟା ସୁଦ୍ଧା ନୂଆପଡା ବିଧାନସଭା ଉପନିର୍ବାଚନରେ ପ୍ରଭାବଶାଳୀ ୬୫.୨୦% ମତଦାନ ହୋଇଛି। "ସମ୍ବେଦନଶୀଳ ଏବଂ ସଖୀ ବୁଥ୍ ସମେତ ସମଗ୍ର ନିର୍ବାଚନମଣ୍ଡଳୀରେ ମତଦାନ ସୁଗମ ଏବଂ…

ନୂଆପଡା ଉପନିର୍ବାଚନ; ଆଉ ଜଣେ ପ୍ରିଜାଇଡିଂ ଅଫିସର ନିଲମ୍ବିତ

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ସମୟରେ ଏକ ବୁଥ୍‌ରେ ପ୍ରିଜାଇଡିଂ ଅଫିସର ଭାବରେ ନିଯୁକ୍ତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ର ଜଣେ ଶିକ୍ଷକଙ୍କୁ ମଙ୍ଗଳବାର ଦିନ ଭୋଟ୍ ଗୋପନୀୟତା ଉଲ୍ଲଂଘନ ଅଭିଯୋଗରେ ନିଲମ୍ବିତ କରାଯାଇଛି। ସନ୍ଦୀପ କୁମାର ସ୍ୱାଇଁ ନାମକ ଏହି ଶିକ୍ଷକ ସିନାପାଲି ବ୍ଲକର…

ଭୋଟ ଚୋରିକୁ ଲୁଚାଇବା ପାଇଁ SIR ଆସିଛି; ବଡ ଅଭିଯୋଗ ଆଣିଲେ ରାହୁଲ

ନୂଆଦିଲ୍ଲୀ: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବର୍ତ୍ତମାନ୍ ଦୁଇ ଦିନିଆ ପଚମଢ଼ି ଗସ୍ତରେ ଅଛନ୍ତି। ବିଜେପି ହରିୟାଣା ପରି ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଏବଂ ଛତିଶଗଡ଼ ନିର୍ବାଚନରେ ଭୋଟ ଚୋରି କରିବା ସହ SIR ଏହାକୁ ଲୁଚାଇବା ପାଇଁ ଚେଷ୍ଟା କରୁଥିବା ନେଇ ସେ ଅଭିଯୋଗ କରିଛନ୍ତି।…

ପାକିସ୍ତାନ ଏବଂ ଆଫଗାନିସ୍ତାନ ଶାନ୍ତିଚୁକ୍ତି ବାତିଲ…

ନୂଆଦିଲ୍ଲୀ: ପାକିସ୍ତାନ ଏବଂ ଆଫଗାନିସ୍ତାନ ସୀମାରେ ଚାଲିଥିବା ଭୟଙ୍କର ସଂଘର୍ଷରେ ଗତ କିଛି ସପ୍ତାହ ମଧ୍ୟରେ ଏକାଧିକ ସୈନିକଙ୍କ ସହ ସାଧାରଣ ନାଗରିକଙ୍କ ମଧ୍ୟ ମୃତ୍ୟୁ ଘଟିଛି। ଯଦି ଏହି ପରି ଅଚଳାବସ୍ଥା ଜାରି ରହେ ତେବେ ଏହା ଆଞ୍ଚଳିକ ସ୍ଥିରତା ଉପରେ ଗଭୀର ପ୍ରଭାବ ପକାଇପାରେ ବୋଲି ଆଶା…

ଏଆଇର ଦୁରୁପଯୋଗ ଅଭିଯୋଗ; ବିଜେଡି ବିରୋଧରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର: ଗତ ୨୦୨୪ ସାଧାରଣ ନିର୍ବାଚନରେ ପରାଜୟ ପରେ ବିଜେପି ସୋସିଆଲ ମିଡିଆରେ ଅପପ୍ରଚାର କରିଥିବା ନେଇ ବିଜେଡି ଦଳର ନେତାମାନେ କହୁଥିଲେ। କିନ୍ତୁ ଆଜି ନିଜ ଅଭଯୋଗକୁ ଭୁଲ ବୋଲି ନିଜେ ବିଜେଡି ପ୍ରମାଣିତ କରିଛି । ବିଜେଡି ଦଳ ନିଜେ ସୋସିଆଲ ମିଡିଆରେ ଅପପ୍ରଚାର କରିବା ସହ କୃତ୍ରିମ…

ମୋଦି ମହାନ; ଟାରିଫ୍ ବିବାଦ ଭିତରେ ନୂଆ ହିଣ୍ଟସ ଦେଲେ ଟ୍ରମ୍ପ…

ନୂଆଦିଲ୍ଲୀ: ଭାରତ ଏବଂ ଆମେରିକା ମଧ୍ୟରେ ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା ଚାଲିଛି। ବାଣିଜ୍ୟ ଚୁକ୍ତି ଆଲୋଚନା ମଧ୍ୟରେ ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ମହାନ ବନ୍ଧୁ ବୋଲି କହିବା ସହ କିଛି ହିଣ୍ଟସ ମଧ୍ୟ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦିନ…

ମୁଖ୍ୟମନ୍ତ୍ରୀ ଉଦବୋଧନ ବେଳେ, ମଞ୍ଚରେ କାହିଁକି କାନ୍ଦିଲେ ଜୟ ଢୋଲକିଆ?

ନୂଆପଡା: ଆଜି ନୂଆପଡାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ ସମୟରେ କଇଁ କଇଁ ହୋଇ କାନ୍ଦିଲେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ଜୟଙ୍କୁ ବିଜେଡି ରାଜେନ୍ଦ୍ର ଢୋଲକିଆଙ୍କ ବେଇମାନ ପୁଅ ବୋଲି କହିଥିଲା । ମୁଖ୍ୟମନ୍ତ୍ରୀ ଏହି ପ୍ରସଙ୍ଗରେ ବିଜେଡିକୁ ଟାର୍ଗେଟ କରିଥିବାବେଳେ ଏହା ଶୁଣି ଜୟଙ୍କ ଆଖିରେ ଲୁହ…

ଜୟ କାହିଁକି ଦିଲ୍ଲୀରେ ବିକ୍ରି ହୋଇଗଲେ, କଳ୍ପନା ଢୋଲକିଆଙ୍କୁ ଜବାବ ମାଗିଲା ବିଜେଡି… 

ନୂଆପଡ଼ା: ନବୀନ ପଟ୍ଟନାୟକ ସାଢେ ଚାରି କୋଟି ଓଡ଼ିଶାବାସୀଙ୍କୁ ନିଜ ପରିବାର ମାନନ୍ତି । ଏପରି ଜଣେ ବ୍ୟକ୍ତିଙ୍କ ପ୍ରତି କେହି ମିଛରେ ବି ଲାଞ୍ଛନା ଦେଇପାରନ୍ତି ନାହିଁ। କିନ୍ତୁ ନୂଆପଡ଼ା ଉପନିର୍ବାଚନର ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଏବଂ ତାଙ୍କ ମାଆ ଯେପରି ଭାବେ ମିଥ୍ୟା ଆକ୍ଷେପ କରୁଛନ୍ତି…