Latest Odisha News

BREAKING NEWS

Browsing Category

ରାଜନୀତି

ପରାଜୟ ପାଇଁ ନିଜକୁ ଦାୟୀ କଲେ ଦେବେନ୍ଦ୍ର ଫଡନଭିସ୍; କହିଲେ, ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଦେବି

ମୁମ୍ବାଇ: ଲୋକସଭା ନିର୍ବାଚନରେ ମହାରାଷ୍ଟ୍ରରେ ବିଜେପିର ଶୋଚନୀୟ ପରାଜୟ ଦେଖିବାକୁ ମିଳିଛି । ଆଉ ଏଥିପାଇଁ ନିଜକୁ ଦାୟୀ କରିଛନ୍ତି ବିଜେପିର ବରିଷ୍ଠ ନେତା ତଥା ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ । ଏହା ସହ ଦଳର ମୁଖ୍ୟ ଙ୍କୁ କହିଛନ୍ତି ଯେ, ତାଙ୍କୁ ସରକାରୀ ଦାୟିତ୍ୱରୁ ମୁକ୍ତ…

ପୁଣି ଇଣ୍ଡିଆ ମେଣ୍ଟକୁ ଫେରିବେ କି ନୀତିଶ କୁମାର? ଗୋଟିଏ ବିମାନରେ ନଜର ଆସିଲେ ନୀତିଶ ଓ ତେଜସ୍ୱୀ

ନୂଆଦିଲ୍ଲୀ: ଗତକାଲି ଲୋକସଭା ନିର୍ବାଚନ ୨୦୨୪ର ଫଳାଫଳ ସାମ୍ନାକୁ ଆସିବା ପରେ କିଏ ସରକାର ଗଢିବ ସେନେଇ ଏବେ ଚର୍ଚ୍ଚା ଯୋର ଧରିଛି । ବିଜେପି ନେତୃତ୍ୱାଧୀନ ଏନଡିଏ ମେଣ୍ଟ ବହୁମତ ପାଇଥିବାବେଳେ, ବିରୋଧୀ ଦଳ ଇଣ୍ଡିଆ ମେଣ୍ଟ ବହୁମତରୁ ଖୁବ୍ କମ୍ ଆସନ ପାଇଛି । ତେବେ ଏନଡିଏ ମେଣ୍ଟ ସରକାର…

ରାଜ୍ୟରେ ବନ୍ଦ ହେବ ବିଏସକେୱାଇ ,ଲାଗୁ ହେବ ଆୟୁଷ୍ମାନ ଯୋଜନା:ମନମୋହନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ କିଏ ହେବ ପାର୍ଲାମେଣ୍ଟ ପାର୍ଟି ନିଷ୍ପତ୍ତି ନେବ । ସରକାର ଆସିବା ମାତ୍ରେ ଯାହା ପ୍ରତିଶ୍ରୁତି ଦେଇଥିଲୁ ତାହା କରିବୁ । ଆୟୁଷ୍ମାନ ଯୋଜନା ଲାଗୁ କରିବୁ, ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲିବୁ ବୋଲି ନିଜର ପ୍ରତିକ୍ରିୟା ରଖିଛନ୍ତି ମନମୋହନ ସାମଲ । ବିଜେପିର…

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମୋଦୀ

ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେଲେ ନରେନ୍ଦ୍ର ମୋଦି । ନୂଆ ସରକାର ଗଠନ ପୂର୍ବରୁ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ମୋଦି ।। ବୁଧବାର ମୋଦି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଭବନରେ ପହଞ୍ଚି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟରେ ଦାଖଲ…

ଜିତିବା ପରେ ବିଜେପିକୁ ଫେରିଲେ ସ୍ୱାଧୀନ ବିଧାୟକ ହିମାଂଶୁ ଶେଖର ସାହୁ

ଭୁବନେଶ୍ବର: ଘର ବାହୁଡା ହେଲେ ହିମାଂଶୁ । ଧର୍ମଶାଳାରୁ ସ୍ୱାଧୀନ ଭାବେ ବିଜୟୀ ହୋଇଥିବା ବିଧାୟକ ହିମାଂଶୁ ଶେଖର ସାହୁ ପୁଣି ବିଜେପିରେ ଯୋଗଦେଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ଆନୁଷ୍ଠାନିକ ଭାବେ ଦଳରେ ସାମିଲ ହୋଇଛନ୍ତି ହିମାଂଶୁ । ସୂଚନାଯୋଗ୍ୟ, ନିର୍ବାଚନର କିଛି ମାସ…

୮ରେ ଶପଥ ନେବେ ମୋଦି !

ନୂଆଦିଲ୍ଲୀ: ତୃତୀୟଥର ପାଇଁ ଜୁନ୍‌ ୮ରେ ଶପଥ ନେଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି । ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ମୋଦି ୮ରେ ଶପଥ ନେବେ  । ୮ ତାରିଖ ସନ୍ଧ୍ୟାରେ ହୋଇପାରେ ଶପଥ ଗ୍ରହଣ ଉତ୍ସବ । ଲୋକସଭା ନିର୍ବାଚନରେ ବିଜେପି ମ୍ୟାଜିକ୍‌ ନମ୍ବର ୨୭୨ ହାସଲ କରିବାରେ ବିଫଳ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ପତ୍ର ପ୍ରଦାନ କଲେ ନବୀନ ପଟ୍ଟନାୟକ । ଦଳର ପରାଜୟ ପରେ ଇସ୍ତଫା ଦେଲେ ନବୀନ । ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ ।  ଅପ୍ରତିଦ୍ୱନ୍ଦୀ ନେତା ନବୀନ ପଟ୍ଟନାୟକଙ୍କ ହାତରୁ ଦୀର୍ଘ  ୨୪ ବର୍ଷ ଶାସନ କ୍ଷମତା…

ହାରିଗଲେ ହେଭିଓ୍ବେଟ, ସବୁଠୁ ଅଧି୍କ ବିଜେଡି ନେତା

ଭୁବନେଶ୍ବର: ଓଡିଶାରେ ପରିବର୍ତ୍ତନର ସ୍ବର । ୨୫ ବର୍ଷର ଟ୍ରେଣ୍ଡି ସରକାରଙ୍କୁ ଇତିହାସ କରିଦେଲା ବିଜେପି । ଯାହା କେବେ କେହି କଳ୍ପନା କରିନଥିଲେ ଆଜି ତାହା ବାସ୍ତବତାରେ ପରିଣତ ହୋଇଛି । ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଇତିହାସ ହୋଇଯାଇଛନ୍ତି । ଖାଲି ଯେ ଦଳୀୟ ହାର ହୋଇଛି…

ଆଜି ଇଣ୍ଡିଆ ମେଣ୍ଟର ସହଯୋଗୀ ଦଳ ନେତାମାନଙ୍କର ଜରୁରୀ ବୈଠକ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟର ଆଶାତୀତ ସଫଳତା ପରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ମଙ୍ଗଳବାର ଦିଲ୍ଲୀ ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସେ କହିଛନ୍ତି, ଦେଶ ଆଉ ମୋଦୀ-ଶାହଙ୍କୁ ଚାହୁଁନି ବୋଲି ଫଳାଫଳରୁ ସ୍ପଷ୍ଟ ହୋଇଛି। ଏହି ଲଢେଇ…

ଏହା ମୋର ଶେଷ ନିର୍ବାଚନ, ଭବିଷ୍ୟତରେ ନିର୍ବାଚନ ଲଢିବିନି: ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର: ୨୦୨୪ ନିର୍ବାଚନରେ ଓଡିଶାରେ ବିଜେପିକୁ ବହୁମତ ମିଳିଛି । ଏଥର ବିଜେପି ରାଜ୍ୟରେ ସରକାର ଗଢିବ। ଅନ୍ୟପଟେ ଚଳିତ ଥର ମଧ୍ୟ କଂଗ୍ରେସ ଭଲ ପ୍ରଦର୍ଶନ କରିନାହିଁ। ଏହାରି ଭିତରେ କଂଗ୍ରେସ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଭଣ୍ଡାରୀପୋଖରୀରୁ ପରାଜିତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି।…