Latest Odisha News

BREAKING NEWS

Browsing Category

ରାଜନୀତି

୩୯୬ ଭୋଟରେ ବିଜୟ ଲାଭ କଲେ ନୟାଗଡ ବିଜେଡି ପ୍ରାର୍ଥୀ ଅରୁଣ ସାହୁ

ନୟାଗଡ: ନୟାଗଡର ନିଜର ବଜାୟ ଜାରି ରଖିଲା ବିଜେଡି । ବିଜେଡି ପ୍ରାର୍ଥୀ ଅରୁଣ ସାହୁ ନୟାଗଡରେ ବିଜୟଲାଭ କରିଛନ୍ତି । ୮୧,୪୭୦ ଭୋଟ ପାଇ ସେ ବିଜେପି ପ୍ରର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କୁ ପରାସ୍ତ କରିଛନ୍ତି। ତେବେ ସେଠାରେ ଦୁହିଁଙ୍କ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଥିବା ବେଳେ ଅରୁଣ…

ଜିତିଲେ ବଲିଉଡ କୁଇନ୍ କଙ୍ଗନା ,କହିଲେ ଏହି ବିଜୟ ମୋର ନୁହେଁ ଏହା ମଣ୍ଡିର ସମ୍ମାନର ବିଜୟ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ଫଳାଫଳ ଉପରେ ସମଗ୍ର ଦେଶର ନଜର ରହିଛି । ଏହାରି ଭିତରେ  ହିମାଚଳ ପ୍ରଦେଶର ମଣ୍ଡି ଆସନରୁ ରହିଛି ଖୁସି ଖବର । ହିମାଚଳ ପ୍ରଦେଶର ମଣ୍ଡି ଆସନରୁ ଜିତିଲେ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ । ବିଜେପି ପ୍ରାର୍ଥୀ କଙ୍ଗନା ୭୨,୦୮୮ ଟି ଭୋଟ ପାଇ କଂଗ୍ରେସର…

ହାରିଲେ ବିଜେପିର ଭେଟ୍‌ରାନ୍‌ ଦିଲ୍ଲୀପ ରାୟ,ଜିତିଲେ ବିଜେଡି ପ୍ରାର୍ଥୀ ସାରଦା ନାୟକ

ସୁନ୍ଦରଗଡ: ହାରିଲେ ବିଜେପିର ଭେଟ୍‌ରାନ୍‌ ଦିଲ୍ଲୀପ ରାୟ । ରାଜ୍ୟର ଚର୍ଚ୍ଚିତ ବିଧାନସଭା ଆସନ ରାଉରକେଲା ବିଧାନସଭାରେ ବିଜେଡି ପ୍ରାର୍ଥୀ ସାରଦା ନାୟକ ବିଜୟୀ ହୋଇଛନ୍ତି । ସାରଦା ପ୍ରସାଦ ନାୟକ ୬୪୩୫୫ ଖଣ୍ଡ ଭୋଟ୍‌ ପାଇ ବିଜୟୀ ହୋଇଛନ୍ତି । ସାରଦା ନାୟକ ବିଜୟୀ ନିକଟତମ ପ୍ରତିଦ୍ବନ୍ଦୀ…

ଖୋର୍ଦ୍ଧା ଆସନରୁ ବିଜୟୀ ହେଲେ ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା: ଖୋର୍ଦ୍ଧାରୁ ଜିତିଲେ ବିଜେପି ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ । ସେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁଙ୍କୁ ପରାସ୍ତ କରି ବିଜୟୀ ହେଇଛନ୍ତି । ରାଜେନ୍ଦ୍ର କୁମାରଙ୍କୁ ୮ ହଜାର ୫୯୮ ଭୋଟରେ ପରାସ୍ତ କରିଛନ୍ତି ପ୍ରଶାନ୍ତ । ପ୍ରଶାନ୍ତ ଜଗଦ୍ଦେବ ୮୦ ହଜାର ୫୬୪ ଭୋଟ…

ଖଣ୍ଡପଡାରେ ଜିତିଲେ ବିଜେପି ପ୍ରାର୍ଥୀ ଦୁଷ୍ମନ୍ତ ସ୍ୱାଇଁ

ନୟାଗଡ: ଖଣ୍ଡପଡାରେ ଫୁଟିଲା ପଦ୍ମ । ଖଣ୍ଡପଡାରୁ ଜିତିଲେ ବିଜେପି ପ୍ରାର୍ଥୀ ଦୁଷ୍ମନ୍ତ ସ୍ୱାଇଁ । ବିଜେଡି ପ୍ରାର୍ଥୀ ସାବିତ୍ରୀ ପ୍ରଧାନକୁ ପରାସ୍ତ କରି ବିଜୟର ବାନା ଉଡେଇଛନ୍ତି ଦୁଷ୍ମନ୍ତ ସ୍ୱାଇଁ । ୭ ହଜାର ୧୨୦ ଭୋଟରେ ଜିତିଛନ୍ତି ଦୁଷ୍ମନ୍ତ । ୨୦୦୦ ମସିହାରୁ ଖଣ୍ଡପଡା ଆସନରେ…

ସମ୍ବଲପୁର ଲୋକସଭା ଆସନରୁ ବିଜୟୀ ହେଲେ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ସମ୍ବଲପୁର ଆଲୋକସଭା ଆସନରୁ ବିଜୟୀ ହୋଇଛନ୍ତି ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ । ୧ ଲକ୍ଷ ୧୨ ହଜାର ୯୮୪ ଭୋଟ୍ ବ୍ୟବଧାନରେ ପ୍ରଣବ ପ୍ରକାଶ ଦାସଙ୍କୁ ହରାଇ ବିଜୟ ହୋଇଛନ୍ତି ଧର୍ମେନ୍ଦ୍ର । ଧର୍ମେନ୍ଦ୍ର ପ୍ରଧାନଙ୍କୁ ମୋଟ ୫ ଲକ୍ଷ ୫୩ ହଜାର ୭୭୭ ଭୋଟ ମିଳିଥିବା ବେଳେ…

ଫୁଲବାଣୀରେ ବାଜି ମାରିଲା ବିଜେପି

କନ୍ଧମାଳ: ଓଡିଶା ବିଧାନସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଜାରି ରହିଛି  । ଏହାରି ଭିତରେ ଫୁଲବାଣୀର ବିଜେପି  ପ୍ରାର୍ଥୀ ଉମାଚରଣ ମଲ୍ଲିକ ବିଜୟୀ ହୋଇଛନ୍ତି । ଚଳିତ ନିର୍ବାଚନରେ  ହାରି ଯାଇଛନ୍ତି ବିଜେଡିର ଅନେକ ହେଭି ୱେଟ୍ । ବିଜେଡିର ଜୟଶ୍ରୀ କହଁରଙ୍କୁ ହରାଇ ଉମାଚରଣ ମଲ୍ଲିକ…

ବିଜେଡିର ଗଡ ପିପିଲିରେ ଫୁଟିଲା ପଦ୍ମ; ବିଜୟ ଧ୍ବଜା ଉଡାଇଲେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ

ପିପିଲି/ଡେଲାଙ୍ଗ: ପୁରୀ ଜିଲ୍ଲାର ପିପିଲିରେ ବିଜେଡି ଯୁଗର ଅବଶାନ, ଫୁଟିଲା ପଦ୍ମ । ବିଜେପିର ଗଡ ଭାବେ ପରିଚତ ପିପିଲି ଓ ଡେଲାଙ୍ଗ ନିର୍ବାଚନମଣ୍ଡଳୀରେ ବିଜେପିର ବିଜୟ ହୋଇଛି । ବିଜେଡି ପ୍ରାର୍ଥୀ ତଥା ଦିବଙ୍ଗତ ବିଜେଡି ନତା ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀଙ୍କୁ ମାତ୍…

ଏକାମ୍ର ଭୁବନେଶ୍ୱରରେ ଜିତିଲେ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ

ଭୁବନେଶ୍ବର: ବାଜି ମାରିଲା ବିଜେପି । ଏକାମ୍ର ଭୁବନେଶ୍ୱରରେ ଜିତିଲେ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ ।ଚଳିତ ନିର୍ବାଚନରେ  ହାରି ଯାଇଛନ୍ତି ବିଜେଡିର ଅନେକ ହେଭି ୱେଟ୍ ନେତା। ବିଜେଡି ପ୍ରାର୍ଥୀ ଅଶୋକ ପଣ୍ଡାଙ୍କୁ ହରାଇ ବିଜୟୀ ହୋଇଛନ୍ତି ବାବୁ ସିଂ । ଲଗାତାର ବିଧାୟକ ଭାବେ…

ବିଞ୍ଝାରପୁରରୁ ବିଜେଡି ପ୍ରାର୍ଥୀ ପ୍ରମିଳା ମଲ୍ଲିକ ଓ ବରୀରୁ ବିଶ୍ବରଂଜନ ମଲ୍ଲିକ ବିଜୟୀ

ଯାଜପୁର: ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ବିଜେଡିର ବିଜୟ । ବିଞ୍ଝାରପୁର ବିଧାନସଭା ଆସନରେ ବିଜୟ ହୋଇଛନ୍ତି ବିଜେଡି ପ୍ରାର୍ଥୀ ପ୍ରମିଳା ମଲ୍ଲିକ । ସେହିପରି ବରୀରୁ ବିଜେଡି ପ୍ରାର୍ଥୀ ବିଶ୍ବରଂଜନ ମଲ୍ଲିକ ବିଜୟୀ ହୋଇଛନ୍ତି । ୫୨ ହଜାର ଭୋଟ୍‌ ରେ ବିଶ୍ବରଂଜନ ବିଜୟୀ ହୋଇଛନ୍ତି ।