Latest Odisha News

BREAKING NEWS

Browsing Category

ରାଜନୀତି

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ହତ୍ୟା ଧମକ

କୋଟା: ରାଜସ୍ଥାନର କୋଟାର ଜଣେ ଯୁବକ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ହତ୍ୟା ଧମକ ଦେଇଛନ୍ତି। କଂଗ୍ରେସ ନେତା ପବନ ଖେରା ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏହି ଧମକର ଏକ ଭିଡିଓ ସେୟାର କରିଛନ୍ତି। ଉକ୍ତ ଭିଡିଓରେ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସମେତ ୨୫ ଜଣ…

ଯେକୌଣସି ମୁହୂର୍ତ୍ତରେ ଯୁଦ୍ଧ; ଇରାନ ଉପରେ ଆକ୍ରମଣ ପାଇଁ ଆମେରିକାର ପ୍ରସ୍ତୁତି

ନୂଆଦିଲ୍ଲୀ: ମଧ୍ୟ-ପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର କଳାବାଦଲ ଘୋଟି ଆସୁଛି। ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସାମରିକ ଆକ୍ରମଣ ପାଇଁ ସବୁ ପ୍ରକାର ପ୍ରସ୍ତୁତି ଶେଷ କରିଛନ୍ତି। ପେଣ୍ଟାଗନ୍ ଏବଂ ପ୍ରଶାସନିକ ଅଧିକାରୀଙ୍କ…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ

ଭୁବନେଶ୍ୱର: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ। ପିସିସି ସଭାପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ ପାଙ୍ଗୀ। ଦଳକୁ ସମୟ ଦେଇ ପାରୁନଥିବାରୁ ଇସ୍ତଫା ଦେଇଥିବା କହିଲେ। ଦଣ୍ଡକାରଣ୍ୟ ପର୍ବତାଞ୍ଚଳ ବିକାଶ ପରିଷଦ ଗଠନ କରି ନେତୃତ୍ବ ନେଉଛନ୍ତି ଜୟରାମ। ଆଜି ତାଙ୍କର…

ବିଧାନସଭାରେ ହଟ୍ଟଗୋଳ; ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର: ରାଜ୍ୟରେ ଧାନ ସଂଗ୍ରହରେ ତ୍ରୁଟିପୂର୍ଣ୍ଣ ପରିଚାଳନା ଅଭିଯୋଗରେ ବିରୋଧୀ ଦଳ ଗୃହରେ ହଟ୍ଟଗୋଳ କରିବା ଯୋଗୁଁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଓଡ଼ିଶା ବିଧାନସଭାକୁ ମୁଲତବୀ ରଖାଯାଇଛି। ଚଳିତ ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ଗୃହ ଆରମ୍ଭ ହେବା ମାତ୍ରେ ବିଜୁ ଜନତା ଦଳ (ବିଜେଡି) ଏବଂ…

ବାବ୍ରୀ ଶୈଳୀରେ ମସଜିଦ ନିର୍ମାଣ ନେଇ ବର୍ଷିଲେ ଆସାମ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ସୋମବାର ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲ୍ଲାରେ ବାବ୍ରୀ ମସଜିଦ ନିର୍ମାଣ ପାଇଁ ନିଲମ୍ବିତ ତୃଣମୂଳ କଂଗ୍ରେସ (ଟିଏମସି) ବିଧାୟକ ହୁମାୟୁନ କବୀରଙ୍କ ଘୋଷଣାକୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଉପରେ ତୀବ୍ର ମନ୍ତବ୍ୟ ଦେଇଛନ୍ତି। ଏହା କେବଳ ବାବ୍ରୀ ମସଜିଦର ଏକ…

ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେଲେ ତାରିକ ରହମାନ, ସାମିଲ ହେଲେ ଭାରତର…

ଢାକା: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟିର ମୁଖ୍ୟ ତାରିକ ରହମାନ ମଙ୍ଗଳବାର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଶେଖ ହାସିନାଙ୍କ ବିଦ୍ରୋହ ପରେ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇ ସେ ସରକାର ଗଠନ କରିବେ। ତ୍ରୟୋଦଶ ସଂସଦୀୟ ନିର୍ବାଚନରେ BNP ୨୯୭ ଆସନରୁ ୨୦୯ ଆସନ ଜିତିଥିଲା।…

ମାର୍ଚ୍ଚରେ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମାର୍ଚ୍ଚ ୭ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ତେବେ ସେ ଦୁଇଟି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ନେଇ ସୂଚନା ମିଳିଛି। ସୂତ୍ର ଅନୁଯାୟୀ, କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (CRPF) କ୍ୟାମ୍ପସରେ ପ୍ରତିଷ୍ଠା ଦିବସ ପାଳନରେ…

କର୍ଣ୍ଣାଟକ ହାଇକୋର୍ଟରୁ ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି…

ନୂଆଦିଲ୍ଲୀ: କର୍ଣ୍ଣାଟକ ହାଇକୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ଏକ ଫୌଜଦାରୀ ମାନହାନି ମାମଲାକୁ ମଙ୍ଗଳବାର ଦିନ ଖାରଜ କରିଦେଇଛନ୍ତି। ୨୦୨୩ କର୍ଣ୍ଣାଟକ ବିଧାନସଭା ନିର୍ବାଚନ ସମୟରେ କଂଗ୍ରେସର "୪୦% କମିଶନ" ବିଜ୍ଞାପନ ଏବଂ ସ୍ଲୋଗାନକୁ ନେଇ ବିଜେପି ପକ୍ଷରୁ ଏହି ମାମଲା ଦାୟର…

ମୋଦିଙ୍କ ରାଜନୈତିକ କ୍ୟାରିୟର ବର୍ବାଦ କରିବାକୁ ଚାହୁଁନି: ଟ୍ରମ୍ପ 

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦିଙ୍କ ରାଜନୈତିକ କ୍ୟାରିୟର ସମ୍ପର୍କରେ ଆମେରିକା ରାଷ୍ଟ୍ରପତିଙ୍କ ମନ୍ତବ୍ୟ ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MEA) ପ୍ରତିକ୍ରିୟା ପ୍ରକାଶ କରିଛି। MEA ମୁଖପାତ୍ର ରଣଧୀର ଜୟସୱାଲ କହିଛନ୍ତି ଯେ ସେମାନେ ଏହି ପୁରୁଣା ଭାଇରାଲ ଭିଡିଓ ଉପରେ ଉପଯୁକ୍ତ…