Latest Odisha News

BREAKING NEWS

Browsing Category

ରାଜନୀତି

ମୁଖ୍ଯମନ୍ତ୍ରୀ ଦୁଇଟି ଆସନରୁ ନିର୍ବାଚନ ଲଢ଼ି ଉତ୍ତରାଧିକାରୀ ଚୟନ କରିବାକୁ ଚାହୁଁଛନ୍ତି: ସମୀର ମହାନ୍ତି

ଭୁବନେଶ୍ୱର: ହିଞ୍ଜଳି ଏବଂ କଣ୍ଟାବାଞ୍ଜିରୁ ନିର୍ବାଚନ ଲଢି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଉତ୍ତରାଧିକାରୀଙ୍କ ପାଇଁ ରାସ୍ତା ତିଆରି କରିବାକୁ ଚାହୁଁଛନ୍ତି ବୋଲି ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି କହିଛନ୍ତି। ଭି.କେ ପାଣ୍ଡିଆନଙ୍କ ହାତରେ ଓଡ଼ିଶା ଶାସନ ଭାର ଦେବା…

ବିଜେଡି ଛାଡି କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ସାଂସଦ ନଗେନ୍ଦ୍ର ପ୍ରଧାନ

ସମ୍ବଲପୁର: ବିଜେଡିର ପୂର୍ବତନ ସାଂସଦ ନଗେନ୍ଦ୍ର କୁମାର ପ୍ରଧାନ ବିଜୁ ଜନତା ଦଳରୁ ଇସ୍ତଫା ଦେବା ପରେ ଆଜି ଆନୁଷ୍ଠାନିକ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ଦଳର ରାଜ୍ୟ ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ସାମିଲ ହୋଇଛନ୍ତି। ଅଜୟ କୁମାର ନଗେନ୍ଦ୍ରଙ୍କ ନିଷ୍ପତ୍ତିରେ ଖୁସି…

ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ଵର: ଆସନ୍ତା ମେ’ ୨୦ରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟ। ଏଥିପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁନ୍ଦରଗଡ, ବଲାଙ୍ଗୀର, ଆସ୍କା, କନ୍ଧମାଳ, ବରଗଡ ପାଇଁ ବିଜ୍ଞପ୍ତି ଜାରି ହୋଇଛି । ସୂଚନା ଅନୁସାରେ, ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼,…

ଆପଣଙ୍କ ଭୋଟ, ଆପଣଙ୍କ ସ୍ଵର…ଜାଣନ୍ତୁ ମତଦାନ ପୂର୍ବରୁ କ’ଣ କହିଲେ ମୋଦୀ

ନୂଆଦିଲ୍ଲୀ: ଦ୍ଵିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟକ ଭୋଟ ଦେବାକୁ ଭୋଟରଙ୍କୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦୀ । ପିଏମ ମୋଦୀ ସାସିଆଲ ମିଡିଆରେ ଏକ ପୋଷ୍ଟ କରି କହିଛନ୍ତି ଯେ, ଆଜି ଲୋକସଭାର ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟରେ ସମସ୍ତ ଆସନର ମତଦାତା ମାନଙ୍କୁ ରେକର୍ଡ ସଂଖ୍ୟକ…

ଭୁବନେଶ୍ବରରେ ଶାହ କହିଲେ ଓଡ଼ିଶାରେ ସରକାର ଗଢ଼ିବା ପାଇଁ ବିଜେପି ପାଖରେ ସୁଯୋଗ

ଭୁବନେଶ୍ୱର: ସୋନପୁରରେ ସମାବେଶ ପରେ ରାଜଧାନୀରେ ଏକ ହୋଟେଲରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡ଼ିଶାର ବିଜେପି ନେତା ଓ ସଦସ୍ୟମାନଙ୍କୁ ଆଶ୍ୱାସନା ଦେଇ ନିଜ କାର୍ଯ୍ୟରେ ଯୋଗ ଦେବାକୁ ଉତ୍ସାହିତ କରିଛନ୍ତି। ଏହି ବୈଠକରେ ଉତ୍ତର ଓଡ଼ିଶା, ଦକ୍ଷିଣ ଓଡ଼ିଶା ଏବଂ ଉପକୂଳ ଓଡ଼ିଶାର ନେତା…

ସୋନପୁର ରାଲିରୁ ବିଜେଡି ବିରୋଧରେ ଅମିତ ଶାହଙ୍କ ଏପରି ଆକ୍ରମଣାତ୍ମକ ଆଭିମୁଖ୍ୟ, ଆଗକୁ କେତେ?

ସୋନପୁର: ଗୁରୁବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସୋନପୁର ରାଲି ଉପରେ ସମସ୍ତଙ୍କର ନଜର ଥିଲା । କାରଣ ମେଣ୍ଟ ଚର୍ଚ୍ଚାରେ ବିରାମ ଲାଗିବା ପରେ ବିଜେପିର ଆକ୍ରମଣାତ୍ମକ ଆଭିମୁଖ୍ୟକୁ ଅପେକ୍ଷା ଥିଲା । ଯାହା ଶାହ ଦେଖାଇଛନ୍ତି। ଅନ୍ତିମ ନିର୍ବାଚନ ଶୈଳୀରେ ଅଭିଭାଷଣ ରଖି ରାଜ୍ୟରେ…

ବିଜେଡିର ମିଶ୍ରଣ ପର୍ବ: ଦଳରେ ଯୋଗଦେଲେ କଂଗ୍ରେସର ବହୁ ନେତା ଓ କର୍ମୀ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । କଂଗ୍ରେସର ବହୁ ନେତା ଓ କର୍ମୀ ବିଜେଡିରେ ଯୋଗଦେଇଛନ୍ତି । ତେବେ ବୀରମହାରାଜପୁର ନିର୍ବାଚନମଣ୍ଡଳୀର ଜିଲ୍ଲା କଂଗ୍ରେସ ଉପସଭାପତି ରାଜଗୋପାଳ ପାଣିଗ୍ରାହୀ ଓ ପୂର୍ବତନ ବିଜେପି ରାଜ୍ୟ କିଷାନ ମୋର୍ଚ୍ଚା କୋଷାଧ୍ୟକ୍ଷ ରଘୁବୀର…

‘ଆପଣମାନଙ୍କ ଏତେ ସଂଖ୍ୟାରେ ଉପସ୍ଥିତି ଓ ଉତ୍ସାହ ଦେଖି ବିରୋଧୀଙ୍କ ନିଦ ହଜିଯାଇଛି’

ରାୟଗଡା: ଆଜି ଗୋଟିଏ ଦିନରେ ଦୁଇ ଦୁଇଟା ଜିଲ୍ଲାର ନିର୍ବାଚନମଣ୍ଡଳୀରେ ପ୍ରଚାର ଆରମ୍ଭ କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ଭିକେ ପାଣ୍ଡିଆନ । ପ୍ରଥମେ କୋରାପୁଟର ପଟାଙ୍ଗୀ ପରେ ଏବେ ରାୟଗଡା ଜିଲ୍ଲାର ବିଷମକଟକ ଓ ଗୁଣୁପୁରରେ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି ପାଣ୍ଡିଆନ । ଏହା ସହ…

ସାଧାରଣ ନିର୍ବାଚନ ୨୦୨୪: ନାମାଙ୍କନ ପତ୍ର ଦାଖଲର ଶେଷ ଦିନରେ ବିଜେପି ଓ କଂଗ୍ରେସର ଶକ୍ତି ପ୍ରଦର୍ଶନ

ନବରଙ୍ଗପୁର: ନବରଙ୍ଗପୁର ଲୋକସଭା ଆସନ ଓ ୪ ଗୋଟି ବିଧାନସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲର ଆଜି ଶେଷ ଦିନ ଥିବା ବେଳେ, ବିଜେପି ଓ କଂଗ୍ରେସ ଦଳ ନିଜ ନିଜ ଶକ୍ତି ପ୍ରଦର୍ଶନ କରିଛନ୍ତି । ଏଥି ସହ ଉଭୟ ବିଜେପି ଓ କଂଗ୍ରେସର ସମସ୍ତ ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।…

ମିଶ୍ରଣ ପର୍ବ: ବିଜେଡି ଛାଡି ବିଜେପିରେ ସାମିଲ ହେଲେ ରଣପୁର ବିଧାନସଭା ମଣ୍ଡଳୀର ଶତାଧିକ ନେତା ଓ କର୍ମୀ

ଭୁବନେଶ୍ୱର: ବିଜେଡି ଛାଡି ବିଜେପିରେ ସାମିଲ ହେଲେ ପୁରୀ ଲୋକସଭା ଅନ୍ତର୍ଗତ ରଣପୁର ବିଧାନସଭା ମଣ୍ଡଳୀର ଶତାଧିକ ନେତା ଓ କର୍ମୀ । ଏହା ମଧ୍ୟରେ ରହିଛନ୍ତି ରଣପୁର ବିଧାନସଭା ମଣ୍ଡଳୀର ବିଭିନ୍ନ ପଞ୍ଚାୟତ ଯଥା- ଗୋପାଳପୁର, ବଡିପୋରଡା, ନରେନ୍ଦ୍ରପୁର, ବରସାହି, ହରିହରପୁର ଓ ବଳଭଦ୍ରପୁରର ବହୁ…