Latest Odisha News
Browsing Category

ରାଜନୀତି

ହ୍ୟାଟ୍ରିକ କରିବେ କି କ୍ୟାପଟେନ୍ ?

ଭୁବନେଶ୍ବର : କିଏ ଜିତିବ ଜୁନାଗଡ? ବିଜେଡିରୁ ତୃତୀୟ ଥର ପାଇଁ ପ୍ରାର୍ଥୀ ହୋଇଛନ୍ତି କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର । ମମିତା ମେହେର ହତ୍ୟା ମାମଲାରେ ବିରୋଧୀଙ୍କ ଟାର୍ଗେଟକୁ ଆସିଥିଲେ ଦିବ୍ୟଶଙ୍କର । ହେଲେ ବିବାଦ ସତ୍ତ୍ବେ ତାଙ୍କୁ ପୁଣି ଭରସା କରିଛି ବିଜେଡି । ବିଜେପିର ପାରମ୍ପରିକ ଗଡ…

ଉମରକୋଟ ଗସ୍ତବେଳେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲେ ନିର୍ବାଚନ ଅଧିକାରୀ

ନବରଙ୍ଗପୁର: ନିର୍ବାଚନ ପ୍ରଚାର ପାଇଁ ଉମରକୋଟ ଯାଇଥିବା ବେଳେ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ନିବାର୍ଚନ ଅଧିକାରୀ । ହେଲେ ଯାଞ୍ଚ ସମୟରେ କିଛି ମିଳିନଥିବା ସୂଚନା ରହିଛି । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର ମଧ୍ୟ ଯାଞ୍ଚ…

ସାଧାରଣ ନିର୍ବାଚନ ୨୦୨୪: ବରଗଡରେ ବିପୁଳ ସଂଖ୍ୟାରେ ନାମାଙ୍କନ ଭରିଲେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ

ବରଗଡ଼: ସାଧାରଣ ନିର୍ବାଚନ ପାଇଁ ଆଜି ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି । ବରଗଡ଼ ଲୋକସଭା ଏବଂ ପଦ୍ମପୁର, ବିଜେପୁର, ବରଗଡ଼ ଅତାବିରା ଏବଂ ଭଟଲି ବିଧାନସଭା ଆସନ ପାଇଁ ଆଜି ଅର୍ଥାତ୍ ୨୬ ଏପ୍ରିଲ ରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ସେହିପରି ମେ' ମାସ ୩ ତାରିଖ…

ଉମରକୋଟ ଓ ଝରିଗାଁରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର, କହିଲେ ଶଙ୍ଖ ବିକାଶର ପରିଚୟ

ନବରଙ୍ଗପୁର: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକସଭା ନିର୍ବାଚନ ମଣ୍ଡଳୀର ଉମରକୋଟ ଓ ଝରିଆଁରେ ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ପରିମାଣର ଭୋଟଦେଇ…

ଏପ୍ରିଲ ୨୭ରୁ ଦିଲ୍ଲୀରେ ନିର୍ବାଚନ ପ୍ରଚାର ଆରମ୍ଭ କରିବ ଆପ୍, ସୁନୀତା କେଜ୍ରିୱାଲ ସମ୍ଭାଳିବେ ମୋର୍ଚ୍ଚା

ନୂଆଦିଲ୍ଲୀ: ମେ ୨୫ ତାରିଖ ଦିନ ଦିଲ୍ଲୀରେ ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହେବ। ଏହି ଦିନ ରାଜଧାନୀର ସମସ୍ତ ୭ଟି ଆସନରେ ମତଦାନ ଅନୁଷ୍ଠିତ ହେବ। ତିହାର ଜେଲରେ ରହୁଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପତ୍ନୀ ସୁନୀତା କେଜ୍ରିୱାଲ ଏପ୍ରିଲ ୨୭ ଶନିବାର…

ଉତ୍ତରାଧିକାରୀ ଟିକସକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଜ୍ଞାନ ନାହିଁ: ଭୂପେଶ ବାଘେଲ

ରାୟପୁର: ରାଜନନ୍ଦଗାଓଁରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉତ୍ତରାଧିକାର ଟିକସ ଉପରେ ମନ୍ତବ୍ୟକୁ ଖୋଲାଖୋଲି ସମାଲୋଚନା କରିଛନ୍ତି। ବାଘେଲ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦୀ ଜଣେ ମିଛ କହୁଥିବା ବ୍ୟକ୍ତି।…

ମୁଖ୍ଯମନ୍ତ୍ରୀ ଦୁଇଟି ଆସନରୁ ନିର୍ବାଚନ ଲଢ଼ି ଉତ୍ତରାଧିକାରୀ ଚୟନ କରିବାକୁ ଚାହୁଁଛନ୍ତି: ସମୀର ମହାନ୍ତି

ଭୁବନେଶ୍ୱର: ହିଞ୍ଜଳି ଏବଂ କଣ୍ଟାବାଞ୍ଜିରୁ ନିର୍ବାଚନ ଲଢି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଉତ୍ତରାଧିକାରୀଙ୍କ ପାଇଁ ରାସ୍ତା ତିଆରି କରିବାକୁ ଚାହୁଁଛନ୍ତି ବୋଲି ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି କହିଛନ୍ତି। ଭି.କେ ପାଣ୍ଡିଆନଙ୍କ ହାତରେ ଓଡ଼ିଶା ଶାସନ ଭାର ଦେବା…

ବିଜେଡି ଛାଡି କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ସାଂସଦ ନଗେନ୍ଦ୍ର ପ୍ରଧାନ

ସମ୍ବଲପୁର: ବିଜେଡିର ପୂର୍ବତନ ସାଂସଦ ନଗେନ୍ଦ୍ର କୁମାର ପ୍ରଧାନ ବିଜୁ ଜନତା ଦଳରୁ ଇସ୍ତଫା ଦେବା ପରେ ଆଜି ଆନୁଷ୍ଠାନିକ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ଦଳର ରାଜ୍ୟ ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ସାମିଲ ହୋଇଛନ୍ତି। ଅଜୟ କୁମାର ନଗେନ୍ଦ୍ରଙ୍କ ନିଷ୍ପତ୍ତିରେ ଖୁସି…

ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ଵର: ଆସନ୍ତା ମେ’ ୨୦ରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟ। ଏଥିପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁନ୍ଦରଗଡ, ବଲାଙ୍ଗୀର, ଆସ୍କା, କନ୍ଧମାଳ, ବରଗଡ ପାଇଁ ବିଜ୍ଞପ୍ତି ଜାରି ହୋଇଛି । ସୂଚନା ଅନୁସାରେ, ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼,…

ଆପଣଙ୍କ ଭୋଟ, ଆପଣଙ୍କ ସ୍ଵର…ଜାଣନ୍ତୁ ମତଦାନ ପୂର୍ବରୁ କ’ଣ କହିଲେ ମୋଦୀ

ନୂଆଦିଲ୍ଲୀ: ଦ୍ଵିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟକ ଭୋଟ ଦେବାକୁ ଭୋଟରଙ୍କୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦୀ । ପିଏମ ମୋଦୀ ସାସିଆଲ ମିଡିଆରେ ଏକ ପୋଷ୍ଟ କରି କହିଛନ୍ତି ଯେ, ଆଜି ଲୋକସଭାର ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟରେ ସମସ୍ତ ଆସନର ମତଦାତା ମାନଙ୍କୁ ରେକର୍ଡ ସଂଖ୍ୟକ…