Latest Odisha News

BREAKING NEWS

Browsing Category

ରାଜନୀତି

ବାଚସ୍ପତି ସୁରମା ପାଢ଼ୀ: କିଏ ହେବେ ଉପବାଚସ୍ପତି, ମୁଖ୍ୟ ସଚେତକ ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର: ବିଧାନସଭାର ବାଚସ୍ପତି ପଦ ପାଇଁ ବିଜେପିର ସୁରମା ପାଢ଼ୀ ବୁଧବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆଜି ଅନ୍ୟ କୌଣସି ରାଜନୈତିକ ଦଳରୁ ନାମାଙ୍କନ ପତ୍ର ଦାଖଲ ହୋଇନଥିବାରୁ ସୁରମା ପାଢ଼ୀ ସପ୍ତଦଶ ବିଧାନସଭାର ବାଚସ୍ପତି ହେବା ପ୍ରାୟ ନିଶ୍ଚିତ। ତେବେ ଉପ ବାଚସ୍ପତି କିଏ ହେବେ…

କ’ଣ ହେବ କାଳିଆ ଯୋଜନାର ଭବିଷ୍ୟତ? କୃଷିମନ୍ତ୍ରୀଙ୍କ ଜବାବ ବଢ଼ାଇଲା ଦ୍ବନ୍ଦ୍ବ

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ଗଠନ କରିବା ପରେ ବିଦାୟୀ ବିଜେଡି ସରକାର ଆରମ୍ଭ କରିଥିବା କାଳିଆ ଯୋଜନାର ଭବିଷ୍ଯତ କଣ ହେବ ତାକୁ ନେଇ ଚର୍ଚ୍ଚା ଜାରି ରହିଛି। କାଳିଆ ଯୋଜନା ବିଜେଡି ସରକାରର ଅନ୍ୟତମ ଲୋକପ୍ରିୟ ଯୋଜନା ଯଦି ଏହା ଚାଲୁ ରହେ ତାହେଲେ ଶାସକ ଦଳ ଭବିଷ୍ୟତରେ ଭୋଟ୍…

ବିଧାନସଭା ନିର୍ବାଚନ: ତିନି ପ୍ରମୁଖ ଦଳକୁ କନ୍ଦାଇଦେଲେ ସ୍ବାଧୀନ ପ୍ରାର୍ଥୀ

ଭୁବନେଶ୍ବର : ନା କୌଣସି ଦଳର ଟିକେଟ୍ ନା ପାର୍ଟି ଫଣ୍ଡିଂ। ମଇଦାନରେ ରାଜ୍ୟର ତିନି ପ୍ରମୁଖ ଦଳଙ୍କୁ ସିଧା ଟକ୍କର । ଦଳୀୟ ସଂଗଠନ ନାହିଁ କି ପ୍ରଚାର ମଇଦାନରେ ନାହାନ୍ତି ଷ୍ଟାର ପ୍ରଚାରକ । ନିଜେ ହିଁ ପ୍ରାର୍ଥୀ ନିଜେ ହିଁ କ୍ୟାମ୍ପେନର । ତଥାପି ବଡ଼ ରାଜନୈତିକ ଦଳର ପ୍ରାର୍ଥୀଙ୍କ ଉପରେ…

ମହାନଦୀ ପ୍ରସଙ୍ଗ ଉଠାଇ ମୋହନ ସରକାର ଆଗରେ ବଡ ଆହ୍ବାନ ରଖିଲା ବିଜେଡି ଓ କଂଗ୍ରେସ

ଭୁବନେଶ୍ବର: ପୁଣି ତେଜିଲା ମହାନଦୀ ବିବାଦ । ବିଜେପି ସରକାରକୁ ଆସିବା ପରେ ମହାନଦୀ ପାଣି ପ୍ରସଙ୍ଗକୁ ତେଜି ବିରୋଧୀଙ୍କ ଆରମ୍ଭ ହୋଇଛି ବୟାନ ବାଜି ।  ଧିରେ ଧିରେ ଶୁଖିଯିବାକୁ ବସିଲାଣି ମହାନଦୀ ପାଣି । ସେହି ପୁରୁଣା ପ୍ରସଙ୍ଗ ଉଠାଇ ନୂଆ ସରକାରଙ୍କୁ ଆହ୍ବାନ ଦେଇଛନ୍ତି ବିରୋଧୀ ।…

କଂଗ୍ରେସକୁ ଜାଣିଶୁଣି ବୁଡ଼ାଇଦେଲେ !

ଭୁବନେଶ୍ବର: ମଉକା ଥିଲା, ଚଉକା ମାରି ପାରିଲାନି କଂଗ୍ରେସ । ନିର୍ବାଚନରେ ହାତରୁ ଖସିଗଲା ବଡ ସୁଯୋଗ। ବିଜେଡି ହାତରୁ କ୍ଷମତା ଛଡାଇନେଲା ବିଜେପି, ହେଲେ ସେମିତି ଚାହିଁ ରହିଗଲା କଂଗ୍ରେସ । ବିଜେଡି ବିରୋଧୀ ଜନ ଅସନ୍ତୋଷର ଫାଇଦା ନେଇ ପାରିଲାନି ଦଳ। ନା ଦଳୀୟ ପ୍ରାର୍ଥୀଙ୍କ ପାଖରେ ପହଞ୍ଚି…

ସୋସିଆଲ ମିଡିଆରେ ଅଫିସିଆଲ ହ୍ୟାଣ୍ଡେଲ ଖୋଲିବାକୁ ସମସ୍ତ ହସ୍ପିଟାଲକୁ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଅଫିସିଆଲ ହ୍ୟାଣ୍ଡେଲ ଖୋଲିବାକୁ ରାଜ୍ୟର ସମସ୍ତ ହସ୍ପିଟାଲକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତ ଆଜି ଏକ ସରକାରୀ ଚିଠି ଲେଖି ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ,…

ସୋଶିଆଲ ମିଡିଆରେ ଚର୍ଚ୍ଚା ସାଉଁଟିଲା ଲକ୍ଷ୍ଣଣ ବାଗ ଏବଂ ନବୀନଙ୍କ ଭେଟଘାଟ

ଭୁବନେଶ୍ୱର: ଆଜି ବିଧାନସଭାରେ ନବ ନିର୍ବାଚିତ ବିଧାୟକଙ୍କ ଶପଥ ଗ୍ରହଣ ସମାରୋହରେ କିଛି ମୁହୂର୍ତ୍ତ ଦେଖିବାକୁ ମିଳିଛି ଯାହା ଏବେ ସୋଶିଆଲ ମିଡିଆରେ ଚର୍ଚ୍ଚା ପାଲଟିଛି। ଗୃହରେ ମୁହାଁମୁହିଁ ହୋଇଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କଣ୍ଟାବାଞ୍ଜିର ନବନିର୍ବାଚିତ ବିଜେପି…

ପାଣ୍ଡିଆନଙ୍କ ଜନବିରୋଧୀ କାର୍ଯ୍ୟକଳାପର ତଦନ୍ତ କରିବେ ସରକାର: ଜୟନାରାୟଣ ମିଶ୍ର

ଭୁବନେଶ୍ୱର: ପୂର୍ବତନ ପ୍ରଶାସନିକ ଅଧିକାରୀ ତଥା ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଜନବିରୋଧୀ କାର୍ଯ୍ୟକଳାପର ତଦନ୍ତ ଆରମ୍ଭ କରିବେ ରାଜ୍ୟ ସରକାର। ବିଜେପିର ବରିଷ୍ଠ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଏହା କହିଛନ୍ତି। ଜୟନାରାୟଣ ମିଶ୍ର କହିଛନ୍ତି ଯେ ପାଣ୍ଡିଆନ କେବଳ…

ସାଂସଦରୁ ବିଧାୟକ, ବିଧାୟକରୁ ସରପଞ୍ଚ ହେବା ମୋର ଶେଷ ଇଚ୍ଛା: ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ବର: ମାନ୍ୟବର ମୁଖ୍ୟମନ୍ତ୍ରୀ ସରପଞ୍ଚରୁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ମୁଁ ବିଧାୟକ ଅଛି କିନ୍ତୁ ଥରୁଟେ ସରପଞ୍ଚ ହୋଇ ସେ ଅନୁଭୂତି ନେବାକୁ ଚାହୁଁଛି । ବିଧାନସଭାର ପ୍ରଥମ ଦିନରେ କିଛି ଏପରି ପ୍ରତିକ୍ରିୟା ଦେଇଛନ୍ତି ବ୍ରହ୍ମପୁରରୁ ଦୁଇ ଦୁଇ ଥର ସାଂସଦ ହୋଇଥିବା ଦିଗପହଣ୍ଡି ବିଧାୟକ…

‘ପାଣ୍ଡିଆନ୍ ପାଇଁ ବିଜେଡି ନିର୍ବାଚନରେ ହାରିଗଲା କି, ଦଳରେ ଆଲୋଚନା ହେବ’

ଭୁବନେଶ୍ୱର: ବିଜେଡି କାହିଁକି ହାରିଲା ଏହାର କାରଣ ଖୋଜାଯିବ ବୋଲି ଦଳର ନେତା କହି ଆସୁଛନ୍ତି। କିନ୍ତୁ ରାଜନୀତିରୁ ସନ୍ୟାସ ନେଇଛନ୍ତି ବୋଲି ଘୋଷଣା କରିଥିବା ଭି.କେ ପାଣ୍ଡିଆନ୍ ବିପର୍ଯ୍ୟୟ କାରଣ କି ଏଯାବତ ବିଜେଡିର ପ୍ରମୁଖ ନେତା ଖୋଲି କରି କହି ନାହାନ୍ତି। ଏହାରି ଭିତରେ ଘଷିପୁରା…