Latest Odisha News

BREAKING NEWS

Browsing Category

ରାଜନୀତି

ଖୋର୍ଦ୍ଧାରୁ ପାଣ୍ଡିଆନଙ୍କ ଆକ୍ରମଣ; ‘ଅପରାଜିତା ଯେଉଁ କାମ କରିଛନ୍ତି ତାହ ସରପଞ୍ଚ ସ୍ତରର କାମ’

ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧାରେ ଆଜି ନିର୍ବାଚନୀ ପ୍ରଚାର କରିଛନ୍ତି । ହେବାଳି ପଡ଼ିଆରେ ଆଜି ଏକ ଜନସଭାକୁ ସମ୍ବୋଧନ କରି ବିଜେଡି ପାଇଁ ଭୋଟ୍ ମାଗିଛନ୍ତି । ଏହି ସମୟରେ ଭୁବନେଶ୍ୱର ବିଜେପି ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀଙ୍କୁ ଟାର୍ଗେଟ କରିଛନ୍ତି ନବୀନ…

ନୟାଗଡରୁ ପାଣ୍ଡିଆନଙ୍କ ତେରଚ୍ଛା ବାଣ, ‘ବିରୋଧୀ କେବେହେଲେ ବିକାଶ ଚାହାନ୍ତି ନାହିଁ’

ନୟାଗଡ଼: ୫ ବର୍ଷରେ ଥରେ ସୁଯୋଗ ଆସିଛି ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବା ପାଇଁ, ଶଙ୍ଖ ଚିହ୍ନରେ ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ୍ ଦେବାକୁ ପୁରୀ ଲୋକସଭା କ୍ଷେତ୍ର ନୟାଗଡ଼ରୁ ନିବେଦନ କଲେ ପାଣ୍ଡିଆନ । ଅଲଗା ଲୋକ ସାଂସଦ ହେଲେ ବିକାଶ ରଥ ଅଟକି ଯିବ,…

ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି

ଭୁବନେଶ୍ବର: ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି । ରତ୍ନଭଣ୍ଡାର ଚାବି ହଜିଗଲା  ନବୀନ ବାବୁ  କାହିଁକି ଚୁପ୍ ଅଛନ୍ତି । ତଦନ୍ତ କମିଶନ ରିପୋର୍ଟ କୁଆଡ଼େ ଗଲା? । ସର୍ଟ ଭିଡିଓରେ ନିଜେ କହୁଛନ୍ତି ନା ଏହା ଏଆଇ ମାଧ୍ୟମରେ କରାଯାଉଛି । ଯଦି ନବୀନ…

ମିଥୁନ ଚକ୍ରବର୍ତ୍ତୀଙ୍କ ରୋଡ୍ ସୋ’ରେ ପଥର ମାଡ଼, ଅଭିନେତାଙ୍କ ଉପରେ ଟିଏମସି ସମର୍ଥକ ଫିଙ୍ଗିଲେ ବୋତଲ

କୋଲକାତା: ବଲିଉଡ ଅଭିନେତା ରୋଡ ସୋ ସମୟରେ ବିଜେପି ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ପଶ୍ଚିମବଙ୍ଗର ମେଦିନାପୁର ସହରରେ କିଛି ଲୋକ ପଥରମାଡ଼ କରିଥିଲେ। ଯାହା ପରେ ସଂଘର୍ଷ ଆରମ୍ଭ ହୋଇଥିଲା। ମିଥୁନ ଚକ୍ରବର୍ତ୍ତୀ ମେଦିନାପୁର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅଗ୍ନିମିତ୍ର ପାଲଙ୍କ ପାଇଁ…

ସଚିନ ପାଇଲଟଙ୍କୁ ପ୍ରଶ୍ନ: ଯଦି ଇଣ୍ଡିଆ ମେଣ୍ଟ ଗଠନ ହୁଏ ତେବେ କିଏ ହେବେ ପ୍ରଧାନମନ୍ତ୍ରୀ ?

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ଭୋଟ୍ ପୂର୍ବରୁ ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ୍ ଏବିପି ନ୍ୟୁଜକୁ ଏକ ସାକ୍ଷାତକାର ଦେଇଛନ୍ତି। ଏହି ସାକ୍ଷାତକାରରେ ଯେତେବେଳେ ତାଙ୍କୁ ପଚରାଗଲା ଯଦି ଇଣ୍ଡିଆ ଆଲାଇନ୍ସ ଜିତେ ତେବେ…

ଆଜି ଓଡ଼ିଶା ଆସୁଛନ୍ତି ଅରୁଣ ଗୋଭିଲ, ହିମନ୍ତ ବିଶ୍ୱଶର୍ମା: ୨୩ ରେ ଆସିବେ ଯୋଗୀ

ଭୁବନେଶ୍ୱର: ପ୍ରଚାର କରିବା ପାଇଁ ଓଡିଶା ଆସୁଛନ୍ତି ବିଜେପିର ବହୁ କେନ୍ଦ୍ରୀୟ ନେତା। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୨୩ ତାରିଖରେ ଓଡ଼ିଶା ଆସିବେ। ଏହା ତାଙ୍କର ପ୍ରଥମ ନିର୍ବାଚନୀ ଗସ୍ତ ହେବ। ଯୋଗୀ ଆଦିତ୍ୟନାଥ ୨୩ ତାରିଖ ପୂର୍ବାହ୍ନ ୧୦.୧୫ରେ ଚିଲିକା ନିର୍ବାଚନମଣ୍ଡଳୀର…

କଣ୍ଟାମାଳ ବିଧାନସଭା ଆସନର ୨ଟି ବୁଥରେ ପୁନଃ ମତଦାନ ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବିଧାନସଭା ଆସନର ଦୁଇଟି ବୁଥରେ ପୁନଃ ମତଦାନ ହେବ। ବିଜେପି ଏହାକୁ ନେଇ ଦାବି କରିବାର କିଛି ଘଣ୍ଟା ପରେ ଆଜି ନିର୍ବାଚନ କମିଶନ ପୁନଃ ମତଦାନ ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏକ ପ୍ରେସ୍ ବିଜ୍ଞପ୍ତି…

ବିଜେପି ୪୦୦ ନୁହେଁ ୩୦୦ ଭିତରେ ରହିବ: ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ: ବିଜେପି ଚଳିତ ନିର୍ବାଚନରେ ୪୦୦ ପାରର ନାରା ଦେଇଛି। ଅର୍ଥାତ ୪୦୦ରୁ ଅଧିକ ଆସନରେ ଜିତିବ ବୋଲି ନାରା ଦେଇଛି। କିନ୍ତୁ ଏହି ନାରା ପୂରଣ ହେବନି। ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର ଏକ ଟିଭି ଚ୍ୟାନେଲକୁ ପ୍ରତିକ୍ରିୟା ଦେଇ ଏହା କହିଛନ୍ତି। ପ୍ରଶାନ୍ତ କିଶୋର କହିଛନ୍ତି…

ମହାପ୍ରଭୁଙ୍କ ଅଳଙ୍କାର ସୁରକ୍ଷିତ ଅଛି ବୋଲି ପାଣ୍ଡିଆନ ନିଶ୍ଚିତ କରିପାରିବେ କି: ସମୀର ମହାନ୍ତି

ଭୁବନେଶ୍ବର : ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ରତ୍ନ ଭଣ୍ଡାରରୁ ନକଲି ଚାବି ବ୍ୟବହାର କରି କିଛି ଚୋରି ହୋଇନାହିଁ। ଏହା ଭିକେ ପାଣ୍ଡିଆନ୍ ସ୍ପଷ୍ଟ କରିପାରିବେ କି? ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏହା ପ୍ରଶ୍ନ କରିଛନ୍ତି। ଦୀର୍ଘ ୪ ଦଶନ୍ଧି ପରେ ରତ୍ନଭଣ୍ଡାର ଖୋଲିବାକୁ…

ବଦ୍ରି ପକାଉଛନ୍ତି ଚାପ! ଘଷିପୁରାରେ ପୋଲିସ ବିରୋଧରେ ସୌମ୍ୟ ପଟ୍ଟନାୟକଙ୍କ ବଡ଼ ଅଭିଯୋଗ

କେନ୍ଦୁଝର: ସରଗରମ ଘଷିପୁରା ରାଜନୀତି। ଏଥର ତ୍ରିକୋଣୀୟ ନୁହେଁ ବରଂ ବିଜେଡି ଏବଂ ସ୍ବାଧୀନ ପ୍ରାର୍ଥୀଙ୍କ ମଧ୍ୟରେ ଜୋରଦାର ଲଢ଼େଇ ହେଉଛି ବୋଲି କୁହାଯାଉଛି। ଏବେର ଖଣ୍ଡପଡ଼ା ବିଧାୟକ ତଥା ସ୍ୱାଧୀନ ପ୍ରାର୍ଥୀ ମଙ୍ଗଳବାର ପୁଲିସ ପକ୍ଷପାତିତା କରୁଛି ବୋଲି ଅଭିଯୋଗ ଆଣି ଧାରଣା ଦେଇଛନ୍ତି।…