Latest Odisha News

BREAKING NEWS

Browsing Category

ରାଜନୀତି

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ବଣ୍ଟାଯିବ ଅନ୍ତ୍ୟୋଦୟ ଯୋଜନାରେ ଘର

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ତଥା ସେପ୍ଟେମ୍ବର ୧୭ ତାରିଖରେ ୫୦,୦୦୦ ଅନ୍ତ୍ୟୋଦୟ ଘର ଯୋଗ୍ୟ ହିତାଧିକାରୀଙ୍କୁ ବଣ୍ଟନ କରିବା ନେଇ ଓଡ଼ିଶା ସରକାର ଗୁରୁବାର ଦିନ ଘୋଷଣା କରିଛନ୍ତି। ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ବର୍ଗର ଲୋକଙ୍କୁ ଆଶ୍ରୟ ପ୍ରଦାନ କରିବା…

ସ୍ନେହାଙ୍ଗିନି ଛୁରିଆ ବିଜୁ ମହିଳା ଜନତା ଦଳର ସଭାପତି, ଜାଣନ୍ତୁ ଆଉ କାହାକୁ କେଉଁ ଦାୟିତ୍ଵ…

ଭୁବନେଶ୍ୱର: ବରିଷ୍ଠ ନେତା ତଥା ଓଡିଶାର ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନି ଛୁରିଆ ଗୁରୁବାର ଦିନ ବିଜୁ ମହିଳା ଜନତା ଦଳ (ବିଏମଜେଡି) ର ସଭାପତି ଭାବରେ ନିଯୁକ୍ତ ହୋଇଛନ୍ତି। ତୁରନ୍ତ ପ୍ରଭାବରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ବିଏମଜେଡିର ସଭାପତି ଭାବରେ ନିଯୁକ୍ତ କରିଛନ୍ତି…

Bhupinder Singh: ବିଜେଡି ଛାଡ଼ିବା ନେଇ ସଂକେତ ଦେଲେ କି ଭୂପିନ୍ଦର ସିଂ: କହିଲେ- ମୋ ପାଇଁ ଲୋକ ହିଁ ଶ୍ରେଷ୍ଠ ଦଳ…

ଭୁବନେଶ୍ବର: ବିଜେଡି ଛାଡ଼ିବା ନେଇ ସଂକେତ ଦେଲେ କି ବରିଷ୍ଠ ନେତା ଭୂପିନ୍ଦର ସିଂ? କାରଣ ଭୂପିନ୍ଦର ହଠାତ୍ ତେରଛା ବାଣ ମାରିଛନ୍ତି। ବିଜେଡିକୁ ନିଜ ଷ୍ଟାଣ୍ଡ କ୍ଲିଅର କରିବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି। ଭୂପିନ୍ଦର କହିଲେ ମୋ ପାଇଁ ଲୋକେ ହିଁ ଶ୍ରେଷ୍ଠ ଦଳ ନୁହେଁ। ମୋର ଭବିଷ୍ୟତ କଣ ହେବ…

୫୬ତମ ଜିଏସଟିି ବୈଠକରେ ଯୋଗ ଦେବେ ଓଡ଼ିଶା ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର: ସାମଗ୍ରୀ ଏବଂ ସେବା ଟିକସ (ଜିଏସଟିି) ପରିଷଦର ୫୬ତମ ବୈଠକ ବୁଧବାର ଦିନ ନୂଆଦିଲ୍ଲୀରେ ଆରମ୍ଭ ହେବାକୁ ଯାଉଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ଦିନିଆ ବୈଠକରେ ଅଧ୍ୟକ୍ଷତା କରିବେ। ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ପରିଷଦର…

ରାଜ୍ୟରେ ସାର ଯୋଗାଣରେ ବ୍ୟତିକ୍ରମ ହୋଇଥିବା ସ୍ପଷ୍ଟ: ବିଜେଡି

ଭୁବନେଶ୍ୱର: ରାଜ୍ୟରେ ସାର ଅଭାବକୁ ନେଇ କୃଷକମାନେ ରାଜରାସ୍ତାକୁ ଓହ୍ଲାଇଥିବା ବେଳେ ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି। ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ଦଳର ଉପସଭାପତି ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଯେ ରାଜ୍ୟରେ ସାରର ଅଭାବକୁ ନେଇ ଚାଷୀମାନେ…

ଯିଏ ଜନତାଙ୍କୁ ଯେତେ ବୋକା ବନାଇପାରିବ, ସେ ସେତେ ସଫଳ ରାଜନେତା: ନୀତିନ ଗଡକରୀ 

ନୂଆଦିଲ୍ଲୀ: ନିଜ ସ୍ପଷ୍ଟବାଦୀ ବକ୍ତବ୍ୟ ପାଇଁ ଜଣାଶୁଣା କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଆଉ ଏକ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ନାଗପୁରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ ସେ ଏଭଳୀ କହି ଯେ ଯାହାକୁ ଖୋଲା ମଞ୍ଚରେ କୌଣସି କେନ୍ଦ୍ରମନ୍ତ୍ରୀ ଗ୍ରହଣ କରିବେ ନାହିଁ। ନୀତିନ…

ସେପ୍ଟେମ୍ବରରେ ମୋଦିଙ୍କ ମଣିପୁର ଗସ୍ତ, ହିଂସା ପରଠୁ ପ୍ରଥମ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ସେପ୍ଟେମ୍ବର ମାସ ୧୨ କିମ୍ବା ୧୩ରେ ମଣିପୁର ଗସ୍ତ ନେଇ ଯୋଜନା ରହିଛି। ଏଠାରେ ମେ ୨୦୨୩ ଠାରୁ କୁକି-ମେଇତେଇ ମଧ୍ୟରେ ଚାଲିଥିବା ହିଂସା ପରେ ଏହା ତାଙ୍କର ପ୍ରଥମ ଗସ୍ତ ହୋଇପାରେ। ତେବେ ସେ ସେପ୍ଟେମ୍ବର ୧୩ ରେ ମିଜୋରାମ ଗସ୍ତ ସହିତ…

ଆମେରିକା ସହ ଲଢିବାକୁ ପ୍ରସ୍ତୁତ ସତ୍ୟ ସାଇଙ୍କ ଭକ୍ତ !

ନୂଆଦିଲ୍ଲୀ: ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶରେ ଭେନେଜୁଏଲା ଉପରେ ଆକ୍ରମଣ କରିପାରେ ଆମେରିକା ସେନା। ତେଲ ଉତ୍ପାଦନକାରୀ ଏହି ଦେଶ ନିକଟରେ ଆମେରିକା ପ୍ରାୟ ପ୍ରତିଦିନ ସେନା ଉପସ୍ଥିତି ବଢାଇବାରେ ଲାଗିଛି। ଶୁକ୍ରବାର ରାତିରେ ଆଟଲାଣ୍ଟିକ ମହାସାଗର ଆଡକୁ ଆମେରିକା ଯୁଦ୍ଧ ଜାହାଜ ଆଗଉଥିବା…

ନଭେମ୍ବର କିମ୍ବା ଡିସେମ୍ବରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର: ରାଜ୍ୟରେ ଦଳୀୟ ସଂଗଠନକୁ ମଜବୁତ କରିବା ପାଇଁ କଂଗ୍ରେସ ଦଳର ବରିଷ୍ଠ ନେତା ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଚଳିତ ବର୍ଷ ନଭେମ୍ବର କିମ୍ବା ଡିସେମ୍ବର ମାସରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ରାହୁଲ ଗାନ୍ଧୀଙ୍କ ଏହି ଗସ୍ତ ସମୟରେ ମେଗା କାର୍ଯ୍ୟକ୍ରମ ଆୟୋଜନ…

ଅଶ୍ଳିଳ ସାଇଟରେ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି…

ନୂଆଦିଲ୍ଲୀ: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ପର୍ଣ୍ଣ ସାଇଟରେ ନିଜର ଏବଂ ଅନ୍ୟ ମହିଳାଙ୍କ ଫଟୋ ସେୟାରକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଦୋଷୀ ମାନଙ୍କ ବିରୁଦ୍ଧରେ କଡା କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ୱେବସାଇଟର ନାମ ଫିକା ଥିବା ଜଣାପଡିଛି।…