Latest Odisha News

BREAKING NEWS

Browsing Category

ରାଜନୀତି

ପହଞ୍ଚିଲେ କେନ୍ଦ୍ରୀୟ ବିଜେପି ପର୍ଯ୍ୟବେକ୍ଷକ; ଆରମ୍ଭ ହେଲା ସମୟ ଗଣତି, କାହାଙ୍କ ନାଁରେ କରିବେ ମୁଖ୍ୟମନ୍ତ୍ରୀ ଗାଦି?

ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ । କାହାକୁ ବାଛିବେ ଓଡିଶାର ନୂଆ ତଥା ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ? ମୁଖ୍ୟମନ୍ତ୍ରୀ ଚୟନ ବୈଠକରେ ବିଧାୟକଙ୍କ ସହ କରିବେ ଆଲୋଚନା । ତାପରେ ଘୋଷଣା କରିବା ଓଡିଶା ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ।…

ରାଜ୍ୟରେ କିଏ ହେବେ ନୂଆ ମୁଖ୍ୟମନ୍ତ୍ରୀ? ଆଜି ହେବ ସ୍ପଷ୍ଟ

ଭୁବନେଶ୍ବର: ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ବିଧାୟକ ଦଳ ବୈଠକ । ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୁପିନ୍ଦର ଯାଦବ ଓଡ଼ିଶାରେ ପହଞ୍ଚିବା ପରେ ୪ଟା ୩୦ ମିନିଟ୍‌ରେ ବିଧାୟକ ଦଳ ବୈଠକ ବସିବ । ବୈଠକରେ ବିଜେପି ସରକାରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ…

ମୋଦୀ କ୍ୟାବିନେଟ ୩.୦: ଜାଣନ୍ତୁ କାହାକୁ ମିଳିଲା କେଉଁ ପଦ

ନୂଆଦିଲ୍ଲୀ: ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ରୂପେ ଶପଥ ନେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ରାଷ୍ଟ୍ରପତି ଭବନରେ ଗତକାଲି ସନ୍ଧ୍ୟାରେ ମୋଦୀ ଏବଂ ତାଙ୍କ ନୂଆ କ୍ୟାବିନେଟର ଅନ୍ୟ ୭୨ ସଦସ୍ୟଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମନ୍ତ୍ରିମଣ୍ଡଳରେ…

କାହିଁକି ସହଯୋଗୀ ଚାହୁଁଛନ୍ତି ବାଚସ୍ପତି ପଦ ?

ଭୁବନେଶ୍ବର : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି । ୭୨ଜଣ ମନ୍ତ୍ରୀ ବି ଶପଥ ଗ୍ରହଣ କରିଛନ୍ତି। ବିଜେପି ଏଥର ବହୁମତଠାରୁ ଦୂରରେ ରହିଥିବା ବେଳେ ମେଣ୍ଟ ସହଯୋଗୀଙ୍କ ସାହାରାରେ ସରକାର ଗଠନ କରିଛି । ପ୍ରମୁଖ ସହଯୋଗୀ ଦଳ ଟିଡିପି ଓ ଜେଡିୟୁକୁ ଦୁଇଟି ଲେଖାଏଁ…

ଓଡିଶାରେ ସିଏମ୍ ସସପେନ୍ସ

ଭୁବନେଶ୍ବର : ଓଡିଶାରେ କିଏ ହେବେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ? ଦିନ ଗଡ଼ିବା ସହ ବଢୁଛି ସସପେନ୍ସ। ରାଜ୍ୟରେ ବିଜେପିକୁ ବହୁମତ ମିଳିବା ପରଠୁ ମୁଖ୍ୟମନ୍ତ୍ରୀ କିଏ ହେବେ, ସେନେଇ ଚର୍ଚ୍ଚା ଚାଲିଛି। ପୂର୍ବରୁ ରାଜସ୍ଥାନ, ମଧ୍ୟପ୍ରଦେଶ ଭଳି ବିଭିନ୍ନ ରାଜ୍ୟରେ ସିଏମ୍ ପଦ ନେଇ ସରପ୍ରାଇଜ୍…

ସରକାର ଗଠନ ପରେ ଆକ୍ସନ ମୋଡରେ ମୋଦୀ, ପିଏମ ଆବାସ ଯୋଜନାରେ ମିଳିବ ଆଉ ୩ କୋଟି ଘର

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ ପାଳିର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ଵରେ ବସିଥିବା ଏହି ବୈଠକରେ ପ୍ରଧାନମନ୍ତ୍ରୀ ୨ଟି ବଡ଼ ଘୋଷଣା କରିଛନ୍ତି। ପ୍ରଥମତଃ ପିଏମ୍ କିସାନ ନିଧିର ୧୭ତମ କିସ୍ତି ରିଲିଜ୍ କରାଯିବା ନେଇ…

ପାଣ୍ଡିଆନଙ୍କ ବାସଭବନ ଆଗରୁ ହଟିଲା ସୁରକ୍ଷା ବ୍ୟାରିକେଡ଼

ଭୁବନେଶ୍ବର: ଭିକେ ପାଣ୍ଡିଆନଙ୍କ ବାସଭବନ ଆଗରୁ ହଟିଲା ବ୍ୟାରିକେଡ୍ । ପୂର୍ବରୁ ବିଜେଡି ସରକାରଙ୍କ ସମୟରେ ଭୁବନେଶ୍ୱର ୟୁନିଟ୍ ୬ରେ ଥିବା କ୍ୱାର୍ଟର ନଂ ଭିଆଇଆର ୭ର ଆଗରେ ବ୍ୟାରିକେଡ୍ କରାଯାଇଥିଲା । ହେଲେ ବିଜେଡି ସରକାରଙ୍କ ଶୋଚନୀୟ ପରାଜୟ ପରେ ତାହାକୁ ଏବେ ହଟାଇଦିଆଯାଇଛି । ପୂର୍ବରୁ…

କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେବାପରେ ମହାପ୍ରଭୁ ଜଗନ୍ନାଥଙ୍କ ପୂଜର୍ଚ୍ଚନା କଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ: ମୋଦି ସରକାରର ତୃତୀୟ ପାଳିରେ ପୁଣିଥରେ କେନ୍ଦ୍ର କ୍ୟାବିନେଟରେ ସ୍ଥାନ ପାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଗତକାଲି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲାପରେ ଆଜି ନୂଆଦିଲ୍ଲୀ ହଜଖାସ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଓଡିଶାର ୩ ମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ବର: ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି । ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ପାଠ କରାଇବା ପରେ ଆରମ୍ଭ ହୋଇଛି ମୋଦି ସରକାର ୩.୦ । ଏନେଇ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ତାଙ୍କ…

ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀଙ୍କୁ ନେଇ ବଢୁଛି ଉତ୍କଣ୍ଠା, ଦିଲ୍ଲୀରୁ ଫେରି କିଛି ଏମିତି କହିଲେ ସୁରେଶ ପୂଜାରୀ…….

ଭୁବନେଶ୍ବର: ରବିବାର ସରିଯାଇଛି ମୋଦୀ ସରକାରଙ୍କ ତୃତୀୟ ପାଳି ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ । ଏହାରି ଭିତରେ ଓଡିଶାର ମୁଖ୍ୟମନ୍ତ୍ରୀ ବାଛିବା ପାଇଁ ନିଯୁକ୍ତ ହୋଇଛନ୍ତି ଦୁଇଜଣ ପର୍ଯ୍ୟବେକ୍ଷକ । ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛି…