Latest Odisha News

BREAKING NEWS

Browsing Category

ରାଜନୀତି

ରାଜ୍ୟରେ ସାର ଅଭାବ; କେନ୍ଦ୍ରକୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା, କଳାବଜାର, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁନଥିବାରୁ ଚାଷୀ କୂଳ ଏକପ୍ରକାର ହନ୍ତସନ୍ତ ହେଉଛନ୍ତି। ବିଭିନ୍ନ ସ୍ଥାନରେ ବିଶେଷ କରି ଆଦିବାସୀ ବହୁଳ ଜିଲ୍ଲାରେ ସାର ସମସ୍ୟା ଉତ୍କଟ ହୋଇଛି। ସାର ପାଇଁ ଆଜି ରାସ୍ତାରେ ଚାଷୀ…

ବିବାଦରେ ପିନାକି ମିଶ୍ରଙ୍କ ସାଂସଦ ପତ୍ନୀ, କହିଲେ ଅମିତ ଶାହଙ୍କ ମୁଣ୍ଡକାଟ ହେଉ; ବର୍ଷିଲା ବିଜେପି

ନୂଆଦିଲ୍ଲୀ: ବିବାଦରେ ପୁରୀର ପୂର୍ବତନ ସାଂସଦ ତଥା ବିଜେଡି ନେତା ପିନାକି ମିଶ୍ରଙ୍କ ସାଂସଦ ପତ୍ନୀ ମହୁଆ ମୈତ୍ରା। କୋଲକାତାରେ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଆଲୋଚନା କରିବା ବେଳେ ଦେଇଥିବା ବିବାଦୀୟ ମନ୍ତବ୍ୟ ଏବେ ରାଜନୈତିକ ବିବାଦ ପାଲଟିଛି। ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ ମହୁଆ…

ମୋଦିଙ୍କୁ ଉପହାରରେ ମିଳିଲା ଦାରୁମା କଣ୍ଢେଇ, ଜାଣନ୍ତୁ କଣ ରହିଛି ଖାସ୍

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ବର୍ତ୍ତମାନ୍ ଦୁଇ ଦିନିଆ ଜାପାନ ଗସ୍ତରେ ଅଛନ୍ତି। ସେଠାରେ ସେ ୧୫ତମ ଭାରତ-ଜାପାନ ସମ୍ମିଳନୀରେ ଯୋଗ ଦେବା ନେଇ ଯୋଜନା ମଧ୍ୟ ରହିଛି। ତେବେ ଜାପାନର ରାଜଧାନୀ ଟୋକିଓର ଶୋରିଞ୍ଜାନ ମନ୍ଦିରର ମୁଖ୍ୟ ପୁରୋହିତ ରେଭ. ସେଇଶି ହିରୋସେ ଶୁକ୍ରବାର ପ୍ରଧାନମନ୍ତ୍ରୀ…

Diversion Tactic: ଯେବେ ସୀମା ପାର୍ କରନ୍ତି ନେତା…

ନୂଆଦିଲ୍ଲୀ: ବିହାରର ଦରଭଙ୍ଗାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭୋଟର ଅଧିକାର ଯାତ୍ରା ସମୟରେ ବୟାନକୁ ନେଇ ବଡ଼ ବିବାଦ ସାମନାକୁ ଆସିଛି । ଯାତ୍ରା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଆପତ୍ତିଜନକ ବା ଅପଶବ୍ଦର ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଖାଲି ସେତିକି ନୁହେଁ…

Mahua Moitra Controversial Statement: ଅମିତ ଶାହଙ୍କୁ ନେଇ ବିବାଦୀୟ ବୟାନ ଦେଇ ଫସିଗଲେ ମହୁଆ ମୋଇତ୍ରା, କହିଦେଲେ…

ନୂଆଦିଲ୍ଲୀ: ବିବାଦୀୟ ବୟାନ ଦେଇ ପୁଣି ଚର୍ଚ୍ଚାରେ ଟିଏମସି ସାଂସଦ ମହୁଆ ମୋଇତ୍ରା। ଗୃହମନ୍ତ୍ରୀଙ୍କୁ ନେଇ ଦେଲେ ଆପତ୍ତିଜନକ ବୟାନ। ମହୁଆ ମୋଇତ୍ରା ପଶ୍ଚିମବଙ୍ଗର ନାଦିଆ ଜିଲ୍ଲାରେ ସାମ୍ବାଦିକଙ୍କ ସହ କଥାବାର୍ତ୍ତା ସମୟରେ ଏହି ବୟାନ ଦେଇଥିଲେ। ଯେତେବେଳେ ସାମ୍ବାଦିକମାନେ ତାଙ୍କୁ…

Dissent Brews In BJD: ଏବେ କ’ଣ କରିବେ ନବୀନ ?

ଭୁବନେଶ୍ବର: ବିଜେଡିରେ ଥମୁନି ଅସନ୍ତୋଷ। ଜଣକ ପରେ ଜଣେ ବରିଷ୍ଠ ବିଜେଡି ନେତା ଅସନ୍ତୋଷ ଝାଡୁଛନ୍ତି। ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର ହୁଅନ୍ତୁ କି ବରିଷ୍ଠ ନେତା ଅଶୋକ ପଣ୍ଡା କିମ୍ବା ପ୍ରଫୁଲ୍ଲ ମଲ୍ଲିକ। ଗୋଟେ ପରେ ଗୋଟେ ବିସ୍ଫୋରକ ବୟାନ ଦେଇଛନ୍ତି। 24 ବର୍ଷର ଶାସନ ବେଳେ କେବେ…

ଚୀନକୁ ଧମକାଇଲେ ଟ୍ରମ୍ପ; ଚାହିଁଲେ ଧ୍ଵଂସ କରିଦେବୁ…

ନୂଆଦିଲ୍ଲୀ: ଆମେରିକା ଚୀନ୍ ସହିତ ସମ୍ପର୍କ ବଜାୟ ରଖିବା ସପକ୍ଷରେ। ଏନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ସ୍ପଷ୍ଟ କରିଛନ୍ତି। ଏହା ସତ୍ତ୍ୱେ ହ୍ୱାଇଟ୍ ହାଉସରେ ଦକ୍ଷିଣ କୋରିଆର ରାଷ୍ଟ୍ରପତି ଲି ଜାଏ ମୟୋଙ୍ଗଙ୍କ ସହ ଏକ ଭେଟଘାଟ ସମୟରେ ଟ୍ରମ୍ପ୍ ଚୀନକୁ ସିଧାସଳଖ ଧମକ…

ଇପ୍ସିତା ସାହୁ ଓ ଚିନ୍ମୟ ସାହୁଙ୍କୁ ବିଜେଡିର ନୂଆ ଦାୟିତ୍ଵ

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି) ମଙ୍ଗଳବାର ଦିନ ଦଳର ଯୁବ ଏବଂ ଛାତ୍ର ଶାଖାକୁ ସୁଦୃଢ଼ କରିବା ପାଇଁ ନୂତନ ନିଯୁକ୍ତି ଘୋଷଣା କରିଛି। ଇପ୍ସିତା ସାହୁଙ୍କୁ ତୁରନ୍ତ ପ୍ରଭାବରୁ ବିଜୁ ଛାତ୍ର ଜନତା ଦଳ (ବିସିଜେଡି)ର ସଭାପତି ଭାବରେ ନିଯୁକ୍ତ କରାଯାଇଛି। ସେହିପରି ନୂତନ ବିସିଜେଡି ଦଳରେ…

ଗାଜା ହସ୍ପିଟାଲରେ ଆକ୍ରମଣ ଘଟଣା; ସାମ୍ବାଦିକଙ୍କ ମୃତ୍ୟୁରେ ନେତାନ୍ୟାହୁଙ୍କ ଦୁଃଖ ପ୍ରକାଶ

ନୂଆଦିଲ୍ଲୀ: ଇସ୍ରାଏଲୀ ସେନା ଗାଜା ଷ୍ଟ୍ରିପର ନାସେର ହସ୍ପିଟାଲ ଉପରେ ଦୁଇଥର ଆକ୍ରମଣ କରିଥିଲା। ଯେଉଁଥିରେ ପାଞ୍ଚ ଜଣ ସାମ୍ବାଦିକଙ୍କ ସମେତ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିସହିତ ହସ୍ପିଟାଲର ଅନେକ ସ୍ୱାସ୍ଥ୍ୟ କର୍ମୀ ଏବଂ ଉଦ୍ଧାରକାରୀ ଦଳ ମଧ୍ୟ ପ୍ରାଣ ହରାଇଛନ୍ତି।…

୯ ବରିଷ୍ଠ ଓଏଏସ ଅଧିକାରୀଙ୍କୁ ବଦଳି

ଭୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ସେବା (ଓଏଏସ)ର ନଅ ଜଣ ବରିଷ୍ଠ ଅଧିକାରୀଙ୍କୁ ମଙ୍ଗଳବାର ଦିନ ବଦଳି କରାଯାଇଛି। ସେମାନଙ୍କୁ ନୂତନ ନିଯୁକ୍ତି ଦିଆଯିବା ନେଇ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଗଙ୍ଗାଧର ନାୟକଙ୍କୁ ଗୃହ ନିର୍ଦ୍ଦେଶକ ଏବଂ ଗୃହ ଏବଂ…