Latest Odisha News

BREAKING NEWS

Browsing Category

ରାଜନୀତି

ଏନଡିଏ ବୈଠକରେ ନେତା ନିର୍ବାଚିତ ହେଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ଏନଡିଏ ମେଣ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଉପସ୍ଥିତ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଶେଷରେ ନିଜର ମତ ଜଣାଇଛନ୍ତି । ବୈଠକରେ ବିଜେପିକୁ ସମର୍ଥନ କରିଛନ୍ତି ନୀତୀଶ କୁମାର…

ବିଏସକେୱାଇକୁ ନେଇ ଦ୍ବନ୍ଦ୍ବ ସୃଷ୍ଟି ନ କରିବାକୁ କହିଲା ବିଜେପି

ଭୁବନେଶ୍ବର: ଚଳିତ ଥର ନିର୍ବାଚନ ସମସ୍ତଙ୍କୁ ଚମକାଇ ଦେଇଛି । ରାଜ୍ୟରେ ବିଜେପିକୁ ମିଳିଛି ବଡ଼ ବିଜୟ । ଓଡ଼ିଶାରେ ବିଜେପିକୁ ସ୍ପଷ୍ଟ ବହୁମତ। ଓଡ଼ିଶାରେ ସକରକାର ଗଠନର ମ୍ୟାଜିକ ନମ୍ୱର ୭୪ଥିବା ବେଳେ ବିଜେପି ଏହାକୁ ପାର୍‌ କରି ପାଇଛି ୭୮ଆସନ। ସେପଟେ ଲୋକସଭାରେ ମଧ୍ୟ ବିଜେପି ବାଜି ମାରିଛି…

ବିଜେଡି ସୁପ୍ରିମୋ ନବୀନଙ୍କୁ ଭେଟିବାକୁ ଚାହୁଁଛନ୍ତି ବିଜେପି ନେତା ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ରାଜ୍ୟରେ ୨୪ ବର୍ଷ ୯୦ ଦିନ ସରକାରର ପତନ ହୋଇଛି। ଏହା ଓଡିଶାବାସୀଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ନିର୍ବାଚନ ଫଳାଫଳରେ ଏହା ପ୍ରତିଫଳିତ ହୋଇଛି। ଏବେ ବିଜେପି ସରକାର ଗଢ଼ିବାକୁ ଯାଉଛି। ବିଜେଡିର ବିପର୍ଯ୍ୟୟ ପଛରେ ଦଳର ଅନ୍ୟତମ ନେତା ଭି.କେ ପାଣ୍ଡିଆନ ଅନ୍ୟତମ ପ୍ରମୁଖ କାରଣ…

ରାୟବରେଲିରୁ ସାଂସଦ ହେବେ ରାହୁଲ, ଛାଡିବେ କେରଳ ୱାଏନାଡ ଆସନ

ନୂଆଦିଲ୍ଲୀ: ପ୍ରକାଶ ପାଇଛି ୨୦୨୪ ଲୋକସଭା ନିର୍ବାଚନର ଫଳାଫଳ । ଫଳାଫଳରେ ବିଜେପି ଦେଶର ସର୍ବ ବୃହତ ଦଳ ଭାବରେ ଉଭା ହୋଇଛି ଏବଂ ଏନଡିଏ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏହାରିଭିତରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। କେରଳର ୱାଏନାଡ ଲୋକସଭା ଆସନ…

ମନ୍ଦିର ନାଁରେ ରାଜନୀତି: ଏଠି ହାରିଲା ବିଜେଡି, ସେଠି ବିଜେପି!

ଭୁବନେଶ୍ୱର: ମନ୍ଦିର ନାଁରେ ରାଜନୀତି ଚାଲିବ ନାହିଁ। ଚଳିତ ନିର୍ବାଚନ ଫଳାଫଳ ପରେ ଦୁଇ ଦଳକୁ ମିଳିଲା ବଡ଼ ଶିକ୍ଷା। ଓଡ଼ିଶାରେ ବିଜେଡି ଏବଂ ୟୁପିରେ ବିଜେପିକୁ ମିଳିଲା ବଡ଼ ଶିକ୍ଷା। କାରଣ ଉଭୟ ଦଳ ପରାଜୟ ବରଣ କରିଛନ୍ତି ଦୁଇ ରାଜ୍ୟରେ । ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେଡି ଧରାଶୟୀ…

ପରାଜୟ ପାଇଁ ନିଜକୁ ଦାୟୀ କଲେ ଦେବେନ୍ଦ୍ର ଫଡନଭିସ୍; କହିଲେ, ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଦେବି

ମୁମ୍ବାଇ: ଲୋକସଭା ନିର୍ବାଚନରେ ମହାରାଷ୍ଟ୍ରରେ ବିଜେପିର ଶୋଚନୀୟ ପରାଜୟ ଦେଖିବାକୁ ମିଳିଛି । ଆଉ ଏଥିପାଇଁ ନିଜକୁ ଦାୟୀ କରିଛନ୍ତି ବିଜେପିର ବରିଷ୍ଠ ନେତା ତଥା ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ । ଏହା ସହ ଦଳର ମୁଖ୍ୟ ଙ୍କୁ କହିଛନ୍ତି ଯେ, ତାଙ୍କୁ ସରକାରୀ ଦାୟିତ୍ୱରୁ ମୁକ୍ତ…

ପୁଣି ଇଣ୍ଡିଆ ମେଣ୍ଟକୁ ଫେରିବେ କି ନୀତିଶ କୁମାର? ଗୋଟିଏ ବିମାନରେ ନଜର ଆସିଲେ ନୀତିଶ ଓ ତେଜସ୍ୱୀ

ନୂଆଦିଲ୍ଲୀ: ଗତକାଲି ଲୋକସଭା ନିର୍ବାଚନ ୨୦୨୪ର ଫଳାଫଳ ସାମ୍ନାକୁ ଆସିବା ପରେ କିଏ ସରକାର ଗଢିବ ସେନେଇ ଏବେ ଚର୍ଚ୍ଚା ଯୋର ଧରିଛି । ବିଜେପି ନେତୃତ୍ୱାଧୀନ ଏନଡିଏ ମେଣ୍ଟ ବହୁମତ ପାଇଥିବାବେଳେ, ବିରୋଧୀ ଦଳ ଇଣ୍ଡିଆ ମେଣ୍ଟ ବହୁମତରୁ ଖୁବ୍ କମ୍ ଆସନ ପାଇଛି । ତେବେ ଏନଡିଏ ମେଣ୍ଟ ସରକାର…

ରାଜ୍ୟରେ ବନ୍ଦ ହେବ ବିଏସକେୱାଇ ,ଲାଗୁ ହେବ ଆୟୁଷ୍ମାନ ଯୋଜନା:ମନମୋହନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ କିଏ ହେବ ପାର୍ଲାମେଣ୍ଟ ପାର୍ଟି ନିଷ୍ପତ୍ତି ନେବ । ସରକାର ଆସିବା ମାତ୍ରେ ଯାହା ପ୍ରତିଶ୍ରୁତି ଦେଇଥିଲୁ ତାହା କରିବୁ । ଆୟୁଷ୍ମାନ ଯୋଜନା ଲାଗୁ କରିବୁ, ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲିବୁ ବୋଲି ନିଜର ପ୍ରତିକ୍ରିୟା ରଖିଛନ୍ତି ମନମୋହନ ସାମଲ । ବିଜେପିର…

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମୋଦୀ

ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେଲେ ନରେନ୍ଦ୍ର ମୋଦି । ନୂଆ ସରକାର ଗଠନ ପୂର୍ବରୁ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ମୋଦି ।। ବୁଧବାର ମୋଦି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଭବନରେ ପହଞ୍ଚି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟରେ ଦାଖଲ…

ଜିତିବା ପରେ ବିଜେପିକୁ ଫେରିଲେ ସ୍ୱାଧୀନ ବିଧାୟକ ହିମାଂଶୁ ଶେଖର ସାହୁ

ଭୁବନେଶ୍ବର: ଘର ବାହୁଡା ହେଲେ ହିମାଂଶୁ । ଧର୍ମଶାଳାରୁ ସ୍ୱାଧୀନ ଭାବେ ବିଜୟୀ ହୋଇଥିବା ବିଧାୟକ ହିମାଂଶୁ ଶେଖର ସାହୁ ପୁଣି ବିଜେପିରେ ଯୋଗଦେଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ଆନୁଷ୍ଠାନିକ ଭାବେ ଦଳରେ ସାମିଲ ହୋଇଛନ୍ତି ହିମାଂଶୁ । ସୂଚନାଯୋଗ୍ୟ, ନିର୍ବାଚନର କିଛି ମାସ…