Latest Odisha News

BREAKING NEWS

Browsing Category

ରାଜନୀତି

ମୋଦୀଙ୍କ ଦୁଇ ଦିବସୀୟ ବାରଣାସୀ ଗସ୍ତ, ୧୪ ରେ ଭରିବେ ନାମାଙ୍କନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୩ ତାରିଖ ଅର୍ଥାତ ଆସନ୍ତାକାଲି ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ବାରଣାସୀରେ ପହଞ୍ଚିବେ। ଭାରତୀୟ ଜନତା ପାର୍ଟି (ବିଜେପି) କର୍ମୀ ତଥା ସାଧାରଣ ଲୋକ ତାଙ୍କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ପରିପେକ୍ଷୀରେ ପ୍ରଧାନମନ୍ତ୍ରୀ…

ବଲାଙ୍ଗୀରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ; ‘ବିରୋଧୀ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି’

ବଙ୍ଗୋମୁଣ୍ଡା: ‘ମିଛ କହୁଛନ୍ତି ବିରୋଧୀ’, ‘କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ।’ କିଛି ଏଭଳି କହି ବିରୋଧୀଙ୍କୁ ସମାଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡାଠାରେ ବିରାଟ ଜନସଭାକୁ ଉଦବୋଧନ ଦେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…

ଖୋଲା ବିତର୍କ ଚ୍ୟାଲେଞ୍ଜ ଗ୍ରହଣ କଲେ ରାହୁଲ ଗାନ୍ଧୀ, ପ୍ରଧାନମନ୍ତ୍ରୀଙ୍କ ଜବାବକୁ ଅପେକ୍ଷା

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଖୋଲା ବିତର୍କ ପାଇଁ ଚ୍ୟାଲେଞ୍ଜ ଗ୍ରହଣ କରିଛନ୍ତି ଏବଂ ଏହି ଆଲୋଚନାରେ ପ୍ରଧାନମନ୍ତ୍ରୀ ଅଂଶଗ୍ରହଣ କରିବେ ବୋଲି ସେ ଆଶା ପ୍ରକଟ କରିଛନ୍ତି। ସୂଚନା ଥାଉକି ଯେ ଅବସରପ୍ରାପ୍ତ ଜଷ୍ଟିସ ମଦନ ବି…

ଆଜି ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଓ ବରଗଡ଼ ଗସ୍ତ, ଜନସଭାକୁ କରିବେ ସମ୍ବୋଧନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ବଲାଙ୍ଗିର ଓ ବରଗଡ଼ ଗସ୍ତରେ ଆସିବେ। ସେ ବଲାଙ୍ଗିରର ସିନ୍ଧେକେଲା, ମୁରିବାହାଲ ଓ ବଲାଙ୍ଗିରର ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ଯୋଗଦେବେ। ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ। ଏଥିଲାଗି ସେ ପ୍ରଥମେ ଭୁବନେଶ୍ୱର…

ମୋଦି ନା ନବୀନ…କାହା ସହ ଜନମତ ?

ଭୁବନେଶ୍ବର : ନବୀନଙ୍କ ନାଁ ନେଇ ସିଧା ଟାର୍ଗେଟ୍ । ଚବିଶ ମଇଦାନରେ ବିଜେଡି ସହ ମୋଦିଙ୍କ ଟାର୍ଗେଟରେ ନବୀନ । ପ୍ରଥମ ଥର ବିଜେଡି ସରକାରର ଏକ୍ସପାରୀ ଡେଟ୍ କହିଥିଲେ ମୋଦି । ଏଥର ରତ୍ନଭଣ୍ଡାରରୁ ସ୍ବାସ୍ଥ୍ୟ ବୀମା, ସିଧାସଳଖ ନବୀନଙ୍କୁ ନିଶାନା କରିଛନ୍ତି ମୋଦି। କହିଛନ୍ତି, ଓଡିଶାର ଜିଲ୍ଲା…

ବିଜେଡିରୁ ଇସ୍ତଫା ଦେଲେ ସାଧୁ ନେପାକ

ବରଗଡ଼: ବିଜେଡିରୁ ଇସ୍ତଫା ଦେଲେ ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ତଥା ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ । ସେ ଆଜି ତାଙ୍କ ଇସ୍ତଫାପତ୍ର ଦଳର ସୁପ୍ରିମୋଙ୍କ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି । ଦଳ ତାଙ୍କୁ ଅଣଦେଖା କରିଥିବା ନେଇ ସେ କହିଛନ୍ତି । ଯାହାକୁ ନେଇ ସେ ରାଜ୍ୟ ଯୋଜନା…

ଜନସଭାରୁ ମୋଦୀଙ୍କ ଗର୍ଜନ, ରତ୍ନଭଣ୍ଡାର କଥା ଉଠାଇ ରାଜ୍ୟ ସରକାରଙ୍କୁ କଲେ ଟାର୍ଗେଟ

କନ୍ଧମାଳ: କନ୍ଧମାଳ, ବଲାଙ୍ଗୀର ଓ ବରଗଡ଼ରେ ମାରାଥନ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ସେଠାରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଉକ୍ତ ସଭାରୁ ରାଜ୍ୟ ସରକାରଙ୍କୁ ସିଧାସଳଖ ଟାର୍ଗେଟ୍ କରି ରତ୍ନ…

‘ଜେଲ୍ ରେ ମୋର ଇନସୁଲିନ୍ ବନ୍ଦ କରିଦେଇଥିଲେ, ମୋର ଭୁଲ କଣ ଥିଲା?’

ନୂଆଦିଲ୍ଲୀ: ମୁଁ ବହୁତ୍ ଛୋଟ ଲୋକ । ଏହି ଲୋକମାନେ ବହୁତ ଶକ୍ତିଶାଳୀ ଅଟନ୍ତି । ମୋର ଦୋଷ ହେଉଛି ଯେ, ମୁଁ ଦିଲ୍ଲୀର ବିଦ୍ୟାଳୟଗୁଡ଼ିକୁ ଭଲ କରିଥିଲି । ଡାକ୍ତରଖାନାରେ ମାଗଣା ଚିକିତ୍ସା ପାଇଁ ବ୍ୟବସ୍ଥା କରାଇଥିଲି, କିନ୍ତୁ ଯେତେବେଳେ ମୁଁ ତିହାରକୁ ଗଲି, ମୋର ଔଷଧ ୧୫ ଦିନ ପାଇଁ ବନ୍ଦ…

ପ୍ରଦୀପ ମାଝୀ ଓ ତ୍ରିନାଥ ଭଟ୍ଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି କରି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା…

ଭୁବନେଶ୍ୱର: ବିଜେଡିକୁ ଘାରିଛି ପରାଜୟର ଭୟ । ଅଭ୍ୟାସଗତ ଭାବେ ନିର୍ବାଚନରେ ଦଳୀୟ କାର୍ଯ୍ୟ ପାଇଁ ସରକାରୀ କର୍ମଚାରୀଙ୍କୁ ବ୍ୟବହାର କରୁଛି ବିଜେଡି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାତ୍ର ୨ଦିନ ବାକି ଥିବାବେଳେ ଭୋଟ ବିକଳରେ ବିଜେଡି ଟଙ୍କା ବାଣ୍ଟିବା ଆରମ୍ଭ କରିଛି । ଗତ ଥରକ…

‘ଓଡ଼ିଶାରେ ସବୁଆଡ଼େ ନବୀନ ହାୱା ବୋହୁଛି, ତେଣୁ ରାଜ୍ୟକୁ ୧ ନମ୍ୱର କରିବାକୁ ନବୀନ ବାବୁ ଯଥେଷ୍ଟ’

ଭୁବନେଶ୍ୱର: ଅପପୁଷ୍ଟି ହାରକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଲେ ବିଜେଡିର ବରିଷ୍ଠ ନେତା ଭିକେ ପାଣ୍ଡିଆନ । ଆଜି ପ୍ରଚାର ସମୟରେ ସୁନ୍ଦରଗଡର ବିରମିତ୍ରପୁରରେ ପାଣ୍ଡିଆନ ବିରାଟ ଜନସଭାକୁ ଉଦବୋଧନ ଦେଇ କହିଥିଲେ ଯେ, ପ୍ରଧାନମନ୍ତ୍ରୀ କହୁଛନ୍ତି ଆଜି ତାଙ୍କ ଦଳ…