Latest Odisha News

BREAKING NEWS

Browsing Category

ରାଜନୀତି

ପ୍ରାର୍ଥୀ କଲାନି ବିଜେପି, ବରୀରୁ ସ୍ୱାଧୀନ ଭାବେ ନିର୍ବାଚନ ଲଢ଼ିବେ ଦେବାଶିଷ ନାୟକ

ଯାଜପୁର: ବରୀରୁ ନିର୍ବାଚନ ଲଢ଼ିବେ ଦେବାଶିଷ ନାୟକ। ବିଜେପି ଛାଡ଼ି ସ୍ୱାଧୀନ ଭାବେ ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା ହେଉଛି। ବିଜେପିରୁ ଟିକେଟ୍ ନମିଳିବା ପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ଦେବାଶିଷ। ବିଜେପି ଟିକେଟରେ ନିର୍ବାଚନ ଲଢ଼ିବା ନେଇ କିଛି ଦିନ ତଳେ ବିଜେଡ଼ି ଛାଡ଼ିଥିଲେ ପୂର୍ବତନ…

ରାଜ୍ୟପାଳଙ୍କ ଉପରେ ଲାଗିଲା ଯୌନ ଉତ୍ପୀଡନର ଆରୋପ , ପୋଲିସ୍ ଓ କର୍ମୀଙ୍କୁ ରାଜଭବନ ମନା

କୋଲକାତା : ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଉପରେ ଲାଗିଲା ସଙ୍ଗୀନ ଆରୋପ । ରାଜଭବନର ଏକ ମହିଳା କର୍ମଚାରୀ ଯୌନ ଶୋଷଣ ନେଇ ସ୍ଟ୍ରିଟ୍ ଥାନାରେ ଅଭିଯୋଗ କରି ରାଜ୍ୟପାଳ ବୋସଙ୍କ ବିରୁଦ୍ଧରେ ମାମଲା ରୁଜ୍ଜୁ କରିଛନ୍ତି । ସୂଚନା ଅନୁଯାୟୀ, ଅଭିଯୋଗକାରୀ ମହିଳା ଜଣଙ୍କ…

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ରବି ନାରାୟଣ ମହାପାତ୍ର

ଭୁବନେଶ୍ଵର: ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫ । ରବି ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲ୍ଲା ରଣପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ସେହିପରି ସେ ୨୦୧୨ରୁ…

ବିଜେପି ଛାଡିଲେ ଅଭିନେତ୍ରୀ ଜିନା ସାମଲ

ଭୁବନେଶ୍ଵର: ବିଜେପି ଛାଡିଲେ ଓଡ଼ିଆ ସିନେଜଗତର ଜଣାଶୁଣା ଅଭିନେତ୍ରୀ ଜିନା ସାମଲ । ଦଳର ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଲେ ନିଜର ଇସ୍ତଫାପତ୍ର । ଦଳ ପାଇଁ ସେ ବର୍ଷ ବର୍ଷ ଧରି କଠିନ ପରିଶ୍ରମ କରିଥିଲେ ହେଁ ନେତୃତ୍ୱଙ୍କର ସେ ଆସ୍ଥା ଭାଜନ ହୋଇ ପାରିଲେ ନାହିଁ । ଦଳରେ ତାଙ୍କ ପାଇଁ ଆଉ…

ଅମେଠିରୁ ଟିକେଟ ମିଳିବା ପରେ ଆସିଲା କିଶୋରୀ ଲାଲଙ୍କ ପ୍ରତିକ୍ରିୟା, କହିଲେ ୪୦ ବର୍ଷ ଧରି ସେବା କରିଆସିଛି

ନୂଆଦିଲ୍ଲୀ: ଅମେଠିରୁ ଲୋକସଭା ଆସନରୁ କଂଗ୍ରେସ ପ୍ରାର୍ଥୀ କିଶୋରୀ ଲାଲ ଶର୍ମାଙ୍କୁ ଟିକେଟ ମିଳିବା ପରେ ସାମ୍ନାକୁ ଆସିଛି ତାଙ୍କର ପ୍ରଥମ ପ୍ରତିକ୍ରିୟା । କିଶୋରୀ ଲାଲ କହିଛନ୍ତି ଯେ, ମୁଁ ଗତ ୪୦ ବର୍ଷ ଧରି ଏହି ଅଞ୍ଚଳରେ ସେବା କରିଆସୁଛି । ମୋ ଉପରେ ବିଶ୍ୱାସ କରିଥିବାରୁ ହୃଦୟରୁ ମୁଁ…

ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ

ଭୁବନେଶ୍ଵର: ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ। ଆସନ୍ତାକାଲି ହେବ ପ୍ରାର୍ଥିପତ୍ର ଯାଞ୍ଚ। ଆସନ୍ତା ୬ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ମେ’ ୨୦ତାରିଖରେ ପଞ୍ଚମ ପର୍ଯ୍ୟାୟ ଭୋଟିଂ ଅର୍ଥାତ୍ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ…

ଆଜି ରାୟଗଡ଼ା ଆସିବେନି ରାହୁଲ, ରାୟବରେଲିରେ ନାମାଙ୍କନ ଦାଖଲ ଯୋଗୁଁ ଓଡ଼ିଶା ଗସ୍ତ ବାତିଲ

ରାୟଗଡ଼ା: ଆଜି ରାହୁଲଙ୍କ ରାୟଗଡ଼ା ଗସ୍ତ ବାତିଲ। ଆଜି ସକାଳେ କଂଗ୍ରସର ରାୟବରେଲି ଆସନ ପାଇଁ ରାହୁଲ ଗାନ୍ଧୀଙ୍କ ନାଁ ଏଆଇସିସି ପକ୍ଷରୁ ବିଧିବଦ୍ଧ ଭାବେ ତାଲିକା ଘୋଷଣା କରାଯାଇଛି। ରାହୁଲ ନାଁ ଘୋଷଣା କରିବା ପରେ ଆଜି ରାୟବରେଲିରେ ନାମାଙ୍କନ ଭରିବେ। ଏଥିପାଇଁ ତାଙ୍କ ଓଡିଶା ଗସ୍ତ ବାତିଲ…

ରାୟବରେଲୀରୁ ଲଢ଼ିବେ ରାହୁଲ, ଆମେଠିରୁ ପ୍ରାର୍ଥୀ ହେଲେ କିଶୋରୀଲାଲ ଶର୍ମା

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଦୁଇ ଚର୍ଚ୍ଚିତ ଲୋକସଭା ଆସନ ଆମେଠି ଓ ରାୟବରେଲି ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ନାମାଙ୍କନ ଦାଖଲର ସମୀୟସୀମା ଆଜି ଶେଷ ହେଉଛି। ଏହା ପୂର୍ବରୁ ଆଜି କଂଗ୍ରେସ ଏହି ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିବାକୁ ଯାଉଛି। କଂଗ୍ରେସ ଆମେଠିରୁ କିଶୋରୀଲାଲ…

ଆଜି ରାୟଗଡ଼ା ଆସୁଛନ୍ତି ରାହୁଲ, ପ୍ରଚାରରେ କମ୍ପବ ମୈଦାନ

ରାୟଗଡ଼ା: ଭଟୋରଙ୍କ ମନ କିଣିବାକୁ ରାଜନେତାଙ୍କ ମନଛୁଆଁ ଭାଷଣ। ନିଜ ଦଳ ସପକ୍ଷରେ ଭୋଟ ମାଗିବାକୁ ବିଭିନ୍ନ ପ୍ରତିଶୃତି। ହେବିୱେଟ ନେତାଙ୍କ ପ୍ରଚାରରେ କମ୍ପିବ ମୈଦାନ। କର୍ମୀଙ୍କ ମଧ୍ୟରେ ଉତ୍ସାହ ଭରିବା ସହ ଭୋଟରଙ୍କୁ ସମ୍ବୋଧିତ କରିବାକୁ ଆଜି ରାୟଗଡ଼ା ଆସୁଛନ୍ତି କଂଗ୍ରେସର ଷ୍ଟାର୍‌…

ଭିକେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନଙ୍କ ବଦଳି ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ନିର୍ବାଚନ ଆୟୋଗ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଓଡ଼ିଶା ମିଶନ ଶକ୍ତି ବିଭାଗର ସଚିବ ସୁଜାତା କାର୍ତ୍ତିକେୟନଙ୍କୁ ସିଧାସଳଖ ଲୋକଙ୍କ ସହ ସମ୍ପର୍କ ନଥିବା ବିଭାଗକୁ ବଦଳି ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନରେ ବିଜୁ ଜନତା ଦଳ (ବିଜେଡି)କୁ ସମର୍ଥନ କରିବା ଦିଗରେ…