Latest Odisha News

BREAKING NEWS

Browsing Category

ରାଜନୀତି

ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର: ବ୍ରହ୍ମପୁର ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଗିରଫ କରିଛି ପୋଲିସ । ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ଗିରଫ କରିଛି ପୋଲିସ । ହତ୍ୟା ଉଦ୍ୟମ ମାମଲା ରୁଜୁ କରି ଶିବଶଙ୍କରଙ୍କୁ ଗିରଫ କଲା ପୋଲିସ  । କୋର୍ଟରେ ଜାମିନ ନାମଞ୍ଜୁର ପରେ…

ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ନାଁରେ ଫେକ୍ ଫଟୋ ଭାଇରାଲ୍

ଭୁବନେଶ୍ୱର: ଓଡ଼ିଶାରେ ସରିଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏବେ ଦ୍ବିତୀୟ ପର୍ଯ୍ଯାୟ ନିର୍ବାଚନ ଲାଗି ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଚାଲିଛି ଜୋରଦାର ପ୍ରଚାର ପ୍ରସାର। ଅଣ୍ଟା ଭିଡିଲେଣି ରେଜନେତା। ଗୋଟେ ଦଳ ଅନ୍ୟଦଳକୁ କାଦୁଅ ଫିଙ୍ଗାଫିଙ୍ଗି ମଧ୍ୟ ଜାରି ରହିଛି। ଏହାରି ଭିତରେ ସୋସିଆଲ…

ସୋର ବିଧାନସଭା ପ୍ରାର୍ଥୀ ବଦଳାଇଲା ବିଜେପି, ପର୍ଶୁରାମ ଧଡ୍ଡାଙ୍କୁ ପ୍ରାର୍ଥୀ ଘୋଷଣା କଲା ଦଳ

ଭୁବନେଶ୍ୱର: ଗତକାଲି ସରିଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଆଉ ଆଜି ବିଜେପି ସୋର ବିଧାନସଭା ପ୍ରାର୍ଥୀ ବଦଳାଇଛି । ରାଜୁ ଦାସଙ୍କୁ ପରିବର୍ତ୍ତନ କରି ପର୍ଶୁରାମ ଧଡ୍ଡାଙ୍କୁ ବିଜେପି ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ ସୋର ବିଧାନସଭା ପାଇଁ ରାଜୁ ଦାସଙ୍କୁ ପ୍ରାର୍ଥୀ କରିଥିଲା ବିଜେପି।…

ନାମାଙ୍କନ ଭରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଲକ୍ଷ୍ନୋ : ନାମାଙ୍କନ ଭରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନାମାଙ୍କନ ପାଇଁ ବାରାଣସୀର ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ପ୍ରଧାନମନ୍ତ୍ରୀ । ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ  ଗଙ୍ଗାରେ ପୂଜାର୍ଚ୍ଚନା କରିଥିଲେ ପ୍ରଧାନମନ୍ତ୍ରୀ ।…

କାଲି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

କଟକ: ଆସୁଛି ସାଧାରଣ ନିର୍ବାଚନ । ଗଣତନ୍ତ୍ରର ମହାପର୍ବ ପାଇଁ ନେତାଙ୍କ ପ୍ରସ୍ତୁତି ଜୋରଦାର । ଏହାର ମଧ୍ୟରେ କାଲି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । କଟକରେ ଏକ ରୋଡ ଶୋ ରେ ଯୋଗ ଦେବେ ଅମିତ ଶାହ । ଏହି ରୋଡ ଶୋ ଅପରାହ୍ନ ୪ ଟାରୁ ଗୋପବନ୍ଧୁବାଗ ଠାରୁ ଆରମ୍ଭ…

ପ୍ରଦୀପ ପାଣିଗ୍ରାହୀଙ୍କ ପଞ୍ଜରା ହାଡ଼ ଓ ଫୁସ୍‌ଫୁସ୍‌ରେ ଆଘାତ, ଏମ୍ସ ସ୍ଥାନାନ୍ତର

ବ୍ରହ୍ମପୁର: ବିଜେପିର ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଗତକାଲି ସାମାନ୍ୟ ଆହତ ହୋଇ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି ହୋଇଥିଲେ। ତେବେ ସେଠାରେ ଚିକିତ୍ସା ହେବା ପରେ ତାଙ୍କର ପଞ୍ଜରା ହାଡ଼ ଓ ଫୁସ୍‌ଫୁସ୍‌ରେ ଆଘାତ ଲାଗିଥିବା ଜଣାପଡିଛି। ଅଧିକ…

ଆଜି ଆସୁଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟରାମ ରମେଶ

ଭୁବନେଶ୍ୱର: କଂଗ୍ରେସ ସପକ୍ଷରେ ପ୍ରଚାର କରିବାକୁ ଆଜି ଓଡ଼ିଶା ଆସୁଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ହେବିୱେଟ୍ ନେତା ଜୟରାମ ରମେଶ। କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ଓଡ଼ିଶାରେ ପହଞ୍ଚିବା ପରେ ଦିନ ୧୨ଟାରେ ସାମ୍ବାଦିକ ସମ୍ମିଳନୀ କରିବେ। ତେବେ ଜୟରାମ ଗସ୍ତ ପୂର୍ବରୁ…

ବ୍ରହ୍ମପୁରରେ ବିଜେପିର ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଅଭିଯୋଗ

ବ୍ରହ୍ମପୁର: ବିଜେପିର ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଅଭିଯୋଗ। ସ୍ବାଧୀନ ବିଧାୟକ ଶିବସୁନ୍ଦର ଦାସ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ଉତ୍କଳମଣି ୟୁପି ସ୍କୁଲର ବୁଥରେ ମତଦାନ ଚାଲିଥିବା ବେଳେ ପ୍ରଦୀପ ପାଣିଗ୍ରାହୀ…

ଚାଲିଗଲେ ବିହାରର ‘ମୋଦୀ’, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀଙ୍କ ସମେତ ବରିଷ୍ଠ ନେତା

ନୂଆଦିଲ୍ଲୀ: ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସୁଶୀଲ କୁମାର ମୋଦୀଙ୍କର ୭୨ ବର୍ଷ ବୟସରେ ପରଲୋକ ଘଟିଛି। ସୁଶୀଲ କୁମାର ମୋଦୀ ଚଳିତ ବର୍ଷ ଏପ୍ରିଲରେ ଏକ୍ସରେ କହିଥିଲେ ଯେ ସେ କର୍କଟ ରୋଗରେ ପୀଡ଼ିତ ଏବଂ ତାଙ୍କ ସ୍ୱାସ୍ଥ୍ୟଗତ ଅବସ୍ଥା କାରଣରୁ ସେ ୨୦୨୪ ଲୋକସଭା…

କାହାର ହେବ ଭଞ୍ଜନଗର ?

ଭୁବନେଶ୍ବର : ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ବିଧାନସଭା ଆସନ । ଦିନେ କଂଗ୍ରେସର ଗଡ ଥିବା ଏହି ସିଟ୍ ପାଲଟିଛି ବିଜେଡିର ଅଭେଦ୍ୟ ଦୁର୍ଗ। ଭଞ୍ଜନଗରରେ ବିଜେଡିରୁ ପୁଣି ପ୍ରାର୍ଥୀ ହୋଇଛନ୍ତି ଦଳର ଟାଣୁଆ ନେତା ବିକ୍ରମ କେଶରୀ ଆରୁଖ। ଗତ ଛଅ ଥର ହେଲା ଏଠାରୁ ଜିତି ଆସୁଛନ୍ତି ଆରୁଖ । ଏଥର ସପ୍ତମ ଥର…