Latest Odisha News

BREAKING NEWS

Browsing Category

ରାଜନୀତି

ଦିନରେ ଲଣ୍ଠନ ଦେଖାଉଛନ୍ତି ମୋଦୀ, ବଲାଙ୍ଗୀର ସଭାରେ ବିରୋଧିଙ୍କୁ ନବୀନଙ୍କ ଟାର୍ଗେଟ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିର ବଙ୍ଗୋମୁଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜୋରଦାର ପ୍ରଚାର । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ବିରୋଧିଙ୍କୁ ଟାର୍ଗେଟ କରିଛନ୍ତି ନବୀନ । ବିରୋଧୀ ଦଳ ନେତାମାନେ ମିଛ କହୁଛନ୍ତି, ବିଜେପି ନେତା ମାନେ କୁମ୍ଭୀର କାନ୍ଦଣା…

ଭୋଟ ହାତେଇବାକୁ ବିଜେଡି କଳା ଟଙ୍କା ବାଣ୍ଟୁଛି ଅଭିଯୋଗ ଆଣି ଇସିଙ୍କ ଆଗରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର: ବିଜେଡିକୁ ଘାରିଛି ପରାଜୟର ଭୟ । ଅଭ୍ୟାସଗତ ଭାବେ ନିର୍ବାଚନରେ ଦଳୀୟ କାର୍ଯ୍ୟ ପାଇଁ ସରକାରୀ କର୍ମଚାରୀଙ୍କୁ ବ୍ୟବହାର କରୁଛି ବିଜେଡି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆସନ୍ତାକାଲି ଥିବାବେଳେ ଭୋଟ ବିକଳରେ ବିଜେଡି ଟଙ୍କା ବାଣ୍ଟିବା ଆରମ୍ଭ କରିଦେଇଛି । ଲୋକମାନେ ଜୋଡି…

ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ  

ସୁନ୍ଦରଗଡ଼: ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ  । ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି । ଦଳ ବିରୋଧି କାର୍ଯ୍ୟ ପାଇଁ ବହିଷ୍କାର କଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ସୁନ୍ଦରଗଡ଼ ଜିଲ୍ଲାର ତଲସରା ନିର୍ବାଚନ…

‘ମୁଖ୍ୟମନ୍ତ୍ରୀଙ୍କୁ କଣ୍ଢେଇ ଭଳି ନଚାଉଛନ୍ତି’; ବୈଜୟନ୍ତ ପଣ୍ଡା

ଭୁବନେଶ୍ବର: ‘ମୁଖ୍ୟମନ୍ତ୍ରୀଙ୍କୁ କଣ୍ଢେଇ ଭଳି ନଚାଉଛନ୍ତି’, ‘ଏଆଇ ଭିଡିଓ ଏବଂ ମୁଖ୍ୟମନ୍ତ୍ରୀଙ୍କ ପ୍ରକୃତ ଭିଡିଓ ଭିତରେ ଆକାଶ ପାତାଳ ଫରକ’ । ଏଭଳି କିଛି ନିଜର ଏକ୍ସ ଆକାଉଣ୍ଟରେ ରାଜ୍ୟବାସୀଙ୍କ ଆଗରେ ଅପିଲ୍ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ଲୋକସଭା…

ଆସନ୍ତା ୧୫ ତାରିଖରେ ଓଡିଶା ଆସିବେ ରାହୁଲ ଗାନ୍ଧି

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର କାର୍ଯ୍ୟକ୍ରମକୁ ଜୋରଦାର କରିଛି କଂଗ୍ରେସ। ଭୋଟର ମାନଙ୍କୁ ନିଜ ଆଡକୁ ଆକୃଷ୍ଟ କରିବାକୁ ଯୋଜନା ଚଲାଇଛି କଂଗ୍ରେସ ।ଏହି ଅବସରରେ ପୁଣି ଥରେ  ଓଡିଶା ଆସିବେ ରାହୁଲ ଗାନ୍ଧି । ଆସନ୍ତା ୧୫ ତାରିଖରେ ବଲାଙ୍ଗିର ଆସିବେ ରାହୁଲ ।…

ଆସନ୍ତା ୧୪ ତାରିଖରେ ଓଡ଼ିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱ ଶର୍ମା

ଭୁବନେଶ୍ୱର: ବିଜେପି ଫୋକସରେ ଓଡିଶା । ନିର୍ବାଚନ ପାଇଁ ଘନ ଘନ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପିର ହେଭିଓ୍ବେଟ ନେତା । ଓଡିଶାରେ ଜନସାଧାରଣଙ୍କୁ ଭୋଟ ଭିକ୍ଷା କରିବେ କେନ୍ଦ୍ରୀୟ ନେତା । ଏହାରି ଭିତରେ ଓଡିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ଵ ଶର୍ମା । ନିର୍ବାଚନ ପ୍ରଚାରକୁ…

୨୩୦ ରୁ ଅଧିକ ଆସନ ପାଇବ ନାହିଁ ବିଜେପି:ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: ଜେଲ୍ ରୁ ବାହାରିବା ପରେ ଗତକାଲି ତଥା ଶନିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବିଜେପି ଉପରେ ଖୁବ ବର୍ଷିଛନ୍ତି । ସେ କହିଛନ୍ତି ଚଳିତ ଲୋକସଭା ନିର୍ବାଚନରେ ଶାସକ ଦଳ ୨୩୦ ରୁ ଅଧିକ ଆସନ ପାଇବ ନାହିଁ । ଅରବିନ୍ଦ କେଜ୍ରିୱାଲ  କହିଛନ୍ତି ମୁଁ ଜେଲରୁ ମୁକୁଳିବା ପରେ…

ମୋଦୀଙ୍କ ଦୁଇ ଦିବସୀୟ ବାରଣାସୀ ଗସ୍ତ, ୧୪ ରେ ଭରିବେ ନାମାଙ୍କନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୩ ତାରିଖ ଅର୍ଥାତ ଆସନ୍ତାକାଲି ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ବାରଣାସୀରେ ପହଞ୍ଚିବେ। ଭାରତୀୟ ଜନତା ପାର୍ଟି (ବିଜେପି) କର୍ମୀ ତଥା ସାଧାରଣ ଲୋକ ତାଙ୍କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ପରିପେକ୍ଷୀରେ ପ୍ରଧାନମନ୍ତ୍ରୀ…

ବଲାଙ୍ଗୀରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ; ‘ବିରୋଧୀ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି’

ବଙ୍ଗୋମୁଣ୍ଡା: ‘ମିଛ କହୁଛନ୍ତି ବିରୋଧୀ’, ‘କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ।’ କିଛି ଏଭଳି କହି ବିରୋଧୀଙ୍କୁ ସମାଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡାଠାରେ ବିରାଟ ଜନସଭାକୁ ଉଦବୋଧନ ଦେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…

ଖୋଲା ବିତର୍କ ଚ୍ୟାଲେଞ୍ଜ ଗ୍ରହଣ କଲେ ରାହୁଲ ଗାନ୍ଧୀ, ପ୍ରଧାନମନ୍ତ୍ରୀଙ୍କ ଜବାବକୁ ଅପେକ୍ଷା

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଖୋଲା ବିତର୍କ ପାଇଁ ଚ୍ୟାଲେଞ୍ଜ ଗ୍ରହଣ କରିଛନ୍ତି ଏବଂ ଏହି ଆଲୋଚନାରେ ପ୍ରଧାନମନ୍ତ୍ରୀ ଅଂଶଗ୍ରହଣ କରିବେ ବୋଲି ସେ ଆଶା ପ୍ରକଟ କରିଛନ୍ତି। ସୂଚନା ଥାଉକି ଯେ ଅବସରପ୍ରାପ୍ତ ଜଷ୍ଟିସ ମଦନ ବି…