Latest Odisha News

BREAKING NEWS

Browsing Category

ରାଜନୀତି

‘ଓଡ଼ିଶାରେ ସରକାର ପୂରା ଆଉଟ ସୋର୍ସ ହୋଇଯାଇଛି, ମୁଖ୍ୟମନ୍ତ୍ରୀଙ୍କ ଉପରେ ଜଣେ ସୁପର ସିଏମ୍‌ ହୋଇଗଲେଣି’

ବରଗଡ଼: କନ୍ଧମାଳ ଓ ବଲାଙ୍ଗୀର ପରେ ଏବେ ବରଗଡ଼ରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଠାରେ ସେ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି । ଉକ୍ତ ସଭାରୁ ସିଧାସଳଖ ନବୀନ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଓଡିଶାରୁ ଗରିବୀ…

ମୋଦିଙ୍କ ମାରାଥନ ପ୍ରଚାର: କହିଲେ ନବୀନ ବାବୁ ବିନା କାଗଜରେ କଣ୍ଟାବାଂଜିର ୧୦ଟି ଗାଁ ନାଁ କହିପାରିବେନି

ବଲାଙ୍ଗୀର: ଦକ୍ଷିଣ ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାରାଥନ ପ୍ରଚାର । ଆଜି କନ୍ଧମାଳ ପରେ ବଲାଙ୍ଗୀରରେ ଜନ ସମାବେଶକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ବଲାଙ୍ଗୀର ସଭାରେ ଆସୁ ଆସୁ ରାଜ୍ୟ ସରକାରଙ୍କ ଉପରେ  ବର୍ଷିଛନ୍ତି ମୋଦି । ଏଠିକା ଲୋକଙ୍କ ଉତ୍ସାହ ଦେଖିଲେ…

ବିଜେଡିରେ ଯୋଗଦେଲେ ଅଭିନେତା ରୁଦ୍ର ଶ୍ୟାମ ପାଣିଗ୍ରାହୀ

ଭୁବନେଶ୍ବର: ବିଜେଡିରେ ଯୋଗଦେଲେ ଇଞ୍ଜିନିୟର ତଥା ଅଭିନେତା ରୁଦ୍ର ଶ୍ୟାମ ପାଣିଗ୍ରାହୀ । ଆଜି ଶଙ୍ଖ ଭବନରେ ବିଧିବଦ୍ଧ ଭାବେ ଯୋଗଦେଇଛନ୍ତି ରୁଦ୍ର । ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ଦଳକୁ ସ୍ୱାଗତ…

ନବୀନଙ୍କୁ ନିଶାନା କଲେ ମୋଦି: କହିଲେ ମୁଖ୍ୟମନ୍ତ୍ରୀ ନିଜ ଓଡ଼ିଶାର ଜିଲ୍ଲା ନାଁ ଜାଣି ନାହାଁନ୍ତି

କନ୍ଧମାଳ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୁଲବାଣୀର ବିଜୟ ସଂକଳ୍ପ ସମାବେଶ ବା ନିର୍ବାଚନୀ ସଭାରେ  ରତ୍ନଭଣ୍ଡାର ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। କହିଲେ ଭଗବାନ ଜଗନ୍ନାଥଙ୍କ ବିନା ଆମର ଜୀବନ ହିଁ ନାହିଁ  । ଜଗନ୍ନାଥ ଅଛନ୍ତି ତ ଜୀବନ ଅଛି । ଶ୍ରୀମନ୍ଦିର…

ବ୍ରିଜ ଭୂଷଣଙ୍କୁ ଦଳରୁ ବହିଷ୍କାର କରୁ ବିଜେପି, ତାଙ୍କ ପୁଅର ଟିକେଟ୍ ମଧ୍ୟ କାଟିବା ଉଚିତ୍: ଜୟରାମ ରମେଶ

ନୂଆଦିଲ୍ଲୀ: ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ ପୂର୍ବତନ ରେସଲିଂ ଫେଡେରେସନ୍ ଅଫ୍ ଇଣ୍ଡିଆ (ଡବ୍ଲୁଏଫ୍ଆଇ) ମୁଖ୍ୟ ତଥା ବିଜେପି ସାଂସଦ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗର ବିଚାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ପରେ କଂଗ୍ରେସ ଏବେ ବିଜେପିକୁ ଟାର୍ଗେଟ କରି…

ବିଜେପିରୁ ବିତାଡିତ ହେଲେ ୭ ନେତା

ଭୁବନେଶ୍ବର: ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେପିରୁ ବିଦାହେଲେ ୭ ଜଣ ନେତା । ଏନେଇ ବିଜେପି ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶ କ୍ରମେ ସେମାନଙ୍କୁ ବହିଷ୍କାର କରାଯାଇଥିବା କୁହାଯାଇଛି । ତେବେ ଖୋର୍ଦ୍ଧାର କାଳୁ ଖଣ୍ଡାୟତରାୟଙ୍କୁ ଦଳ…

ବିଜେଡ଼ିର ବଡ଼ ଘୋଷଣା: ଜୁନ ୯ରୁ ଓଡ଼ିଶାକୁ ମିଳିବ ମାଗଣା ବିଜୁଳି

ଭୁବନେଶ୍ୱର: ଦିନକ ପରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଓ ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ହେବ। ଏଥିପାଇଁ ଜୋରସୋର ଚାଲିଛି ପ୍ରଚାର। ଓଡ଼ିଶାରେ ରାଜନୀତି ମାହୋଲ ସରଗରମ ହେବାରେ ଲାଗିଛି । ଭୋଟରଙ୍କ ମନ ଜିତିବା ପାଇଁ ଶାସକ ଦଳ ସହ ବିରୋଧୀ ମଧ୍ୟ ପ୍ରାଣପଣେ ଚେଷ୍ଟା…

ପ୍ରଧାନମନ୍ତ୍ରୀଙ୍କ ରତ୍ନଭଣ୍ଡାର ନିଶାନା, କହିଲେ ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ମର୍ଯ୍ୟାଦା ପ୍ରତିଷ୍ଠା ହେବ

କନ୍ଧମାଳ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡିଶା ୨ ଦିନିଆ ଗସ୍ତର ଆଜି ହେଉଛି ଦ୍ବିତୀୟ ଦିନ । ଆଜି ଅର୍ଥାତ ଶନିବାର ଫୁଲବାଣୀର ବିଜୟ ସଂକଳ୍ପ ସମାବେଶରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର  ମୋଦି। ସେଠାରେ ପହଞ୍ଚିବା ପରେ  ପ୍ରଥମେ ‘ଜୟ ଜଗନ୍ନାଥ’ ଓ ‘ଜୟ ଶ୍ରୀରାମ’ କହି ନିଜ…

କାଲିର ରୋଡ୍‌ ସୋ’ ଭିଡିଓ ପୁଣି ଟୁଇଟ୍‌ କଲେ ମୋଦୀ, କହିଲେ ଏଥର ନିର୍ବାଚନରେ ଓଡ଼ିଶା ଇତିହାସ ରଚିବ

ଭୁବନେଶ୍ୱର: ଗତକାଲି ରାଜଧାନୀରେ ମୋଦୀ ବିଶାଳ ରୋଡ ସୋ କରିବା ପରେ ଆଜି କନ୍ଧମାଳ ଜନସଭାରେ ଯୋଗ ଦେବାକୁ ଭୁବନେଶ୍ୱରରୁ ବାହାରିଛନ୍ତି ପ୍ରଧାନମନ୍ତ୍ରୀ। କନ୍ଧମାଳ ଗସ୍ତ ପୂର୍ବରୁ ସୋସିଆଲ ମିଡିଆ ଏକ୍ସରେ ପୁଣି ଏକ ଭିଡିଓ ପୋଷ୍ଟ କଲେ ପ୍ରଧାନମନ୍ତ୍ରୀ ମୋଦୀ। କାଲିର ରୋଡ୍‌ ସୋ’ ଭିଡିଓ ସହ ପୁଣି…

ପାଣ୍ଡିଆନଙ୍କର ଓଡ଼ିଶା ରାଜନୀତି ସମ୍ପର୍କରେ ଜ୍ଞାନ କମ: ଜୟନାରାୟଣ ମିଶ୍ର

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି ନେତା ଭିକେ ପାଣ୍ଡିଆନ୍ ଦେଇଥିବା ଚ୍ୟାଲେଞ୍ଜର ଜବାବ ନେଇ ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ର ଓଡ଼ିଶାର ରାଜନୈତିକ ଇତିହାସ କଥା ଉଠାଇ ପାଣ୍ଡିଆନଙ୍କ ଓଡ଼ିଶା ସମ୍ପର୍କିତ ରାଜନୀତି ଉପରେ ପ୍ରଶ୍ନ ଉଠାଇଛନ୍ତି। ଜଯନାରାୟଣ…