Latest Odisha News

BREAKING NEWS

Browsing Category

ରାଜନୀତି

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଏସକେଓ୍ବାଇ ବନ୍ଦ ପାଇଁ ଯୋଜନା କରୁଛନ୍ତି: ବିଜେଡି

ଭୁବନେଶ୍ବର: ବିଏସକେଓ୍ବାଇ କୁ ନେଇ ଧର୍ମେନ୍ଦ୍ରଙ୍କୁ ବିଜେଡିର ତେରଛା ବାଣ । ବିଏସକେଓ୍ବାଇ ବନ୍ଦ କରିବାକୁ ଯୋଜନା କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୋଲି କହିଲା ବିଜେଡି । ଓଡିଶା ବାହାରେ ବି ବିଏସକେଓ୍ବାଇ ଲାଭ ପାଇଛନ୍ତି ଜନତା । ବିଏସକେଓ୍ବାଇ ନଥିଲେ ୩୮୫ କୋଟିରୁ ଅଧିକ…

ନିର୍ବାଚନ ୨୦୨୪: ବିଧାନସଭା ପାର୍ଥୀ ତାଲିକା ଘୋଷଣା କଲା ବିଜେପି

ଭୁବନେଶ୍ଵର: ବିଜେପି ଘୋଷଣା କଲା ବିଧାନସଭା ପ୍ରାର୍ଥୀ ତାଲିକା । ପୂର୍ବରୁ ୧୧୨ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଥିବା ବେଳେ ଆଜି ଆଉ ୨୧ଟି ବିଧାନସଭା ପାର୍ଥୀ ତାଲିକା ଘୋଷଣା କରିଛି ବିଜେପି । ବର୍ତ୍ତମାନ ସୁଦ୍ଧା ୧୩୩ ବିଧାନସଭା ଆସନରୁ ବିଜେପି ପାର୍ଥୀ ଘୋଷଣା କରିଥିବା ବେଳେ…

ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ନିର୍ବାଚନରୁ ଓହରିଲେ କିରଣ

ମୁମ୍ବାଇ: ଦୁଇଥର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତା କିରଣ ଖେର ୨୦୨୪ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁନାହାଁନ୍ତି। ସେ ପଞ୍ଜାବର ଶାସକ ବିଜେପିର ଅନ୍ୟତମ ଶକ୍ତିଶାଳୀ ତଥା ପ୍ରିୟ ନେତା ଅଟନ୍ତି ଏବଂ ଚଣ୍ଡିଗଡ଼ ନିର୍ବାଚନମଣ୍ଡଳୀରୁ ଗତ ଦୁଇଟି ଲୋକସଭା ନିର୍ବାଚନରେ ବହୁ…

ଦଳ ବହିଷ୍କାର କଲେ ବି ମଲା ଯାଏ କଂଗ୍ରେସରେ ରହିଛି, ରହିବି: ସୁର ରାଉତରାୟ

ଭୁବନେଶ୍ୱର: ଭୁବନେଶ୍ୱର ଲୋକସଭାର ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ପ୍ରଚାର କରି ଦଳୀୟ ଅନୁଶାସନକୁ ଭଙ୍ଗ କରିଥିବା ଅଭିଯୋଗରେ କଂଗ୍ରେସର ଶୀର୍ଷ ନେତୃତ୍ବ ଜଟଣୀ ବିଧାୟକ ତଥା ବିଜେଡି ପ୍ରାର୍ଥୀଙ୍କ ବାପା ସୁରେଶ ଚନ୍ଦ୍ର ରାଉତରାୟଙ୍କୁ ଛଅ ବର୍ଷ ପାଇଁ ବହିଷ୍କାର କରିଛନ୍ତି।…

ଇଲେକ୍ଟୋରାଲ ବଣ୍ଡ୍ ସ୍କିମ୍ ଏକ ସଫଳତାର କାହାଣୀ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର କହିଛନ୍ତି ଯେ ଇଲେକ୍ଟୋରାଲ ବଣ୍ଡ୍ ସ୍କିମ୍ ଏକ ସଫଳତାର କାହାଣୀ। ଦୁଇ ମାସ ତଳେ ସୁପ୍ରିମକୋର୍ଟ ଏକ ଐତିହାସିକ ରାୟରେ ଇଲେକ୍ଟୋରାଲ ବଣ୍ଡକୁ ଅସାମ୍ବିଧାନିକ ଏବଂ ସ୍ପଷ୍ଟ ଭାବରେ ମନମୁଖୀ ବୋଲି ଦର୍ଶାଇ ଏହାକୁ ରଦ୍ଦ କରିଥିଲେ। ଏଏନଆଇକୁ…

କାହାକୁ ଭୟଭୀତ ହେବାର ଆବଶ୍ୟକତା ନାହିଁ, ଯାହା କରୁଛି ବିକଶିତ ଭାରତ ପାଇଁ: ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ନିର୍ବାଚନୀ ଭାଷଣରେ ଦେଶ ପାଇଁ ବଡ଼ ଯୋଜନା ରହିଛି ବୋଲି କହିବା ପରେ ଲୋକଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ସେମାନେ ଭୟଭୀତ ହେବାର ଆବଶ୍ୟକତା ନାହିଁ। ନିଜ ମନ୍ତବ୍ୟ କୁ ସ୍ପଷ୍ଟ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ସେ କାହାକୁ ଭୟଭୀତ…

କଂଗ୍ରେସରୁ ଇସ୍ତଫା ଦେଲେ କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ବଳଭଦ୍ର ଦାସ

ଯାଜପୁର: ଭାରତୀୟ ଜାତୀୟ କଂଗ୍ରେସର ଜଣେ ଟାଣୁଆ ସଂଗଠକ ତଥା ଯାଜପୁର ଜିଲ୍ଲା କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ବଳଭଦ୍ର ଦାସ ଆଜି ଦଳରୁ ଇସ୍ତଫା ଦେଇଛନ୍ତି । ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକଙ୍କୁ ଏ ନେଇ ବଳଭଦ୍ର ଦାସ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି।…

କେନ୍ଦ୍ରମନ୍ତ୍ରୀ ଭାବେ ଧର୍ମେନ୍ଦ୍ରଙ୍କ ବିଫଳତା ସମସ୍ତେ ଜାଣିଛନ୍ତି: ବିଜେଡି

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତାକୁ ସମସ୍ତେ ଜାଣିଛନ୍ତି । ଢେଙ୍କାନାଳ, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାରେ ସେ ଗୋଟିଏ ବି ଜାତୀୟ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା କରିନାହାନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସୋସିଆଲ ମିଡିଆ ପୋଷ୍ଟ ଉପରେ ଗଣମାଧ୍ୟମରେ ମତ ରଖି…

କାହାକୁ ନେତା ବାଛିବ ନୂଆପଡା?

ନୂଆପଡା: ନୂଆପଡା ଦେଖିବ ବଡ ଲଢେଇ । ବସନ୍ତଙ୍କ ବିଦାୟ, ଶରତଙ୍କ ଏଣ୍ଟ୍ରି । ଭେଟେରାନ୍ ବନାମ ଯୁବ ଚେହେରା । ପିସିସି ସଭାପତି ଶରତ ପଟ୍ଟନାୟକ କଂଗ୍ରେସକୁ ଦେବେ କି ବିଜୟ ଉପହାର? ବସନ୍ତ ପଣ୍ଡାଙ୍କ ଗଡ ଦଖଲ କରିବେ କି ପୁଅ ଅଭିନନ୍ଦନ? ବିଜେଡିର ଭେଟେରାନ ରାଜେନ୍ଦ୍ର ଢୋଲକିଆ ପୁଣି କରିବେ କି…

“ବିଜେପିର ସଂକଳ୍ପ ପତ୍ର-୨୦୨୪, ମୋଦିଙ୍କ ଗ୍ୟାରେଂଟି” ପ୍ରସଙ୍ଗରେ ସର୍ବାଧିକ ଲାଭାନ୍ୱିତ ହେବ ଓଡିଶା: ରାଜ୍ୟ ସଭାପତି

ଭୁବନେଶ୍ୱର: ୨୦୦୧୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତୀୟ ଜନତା ପାର୍ଟି କ୍ଷମତାକୁ ଆସିବା ପରେ ଦେଶବାସୀଙ୍କୁ ଦିଆଯାଇଥିବା ଅଧିକାଂଶ ପ୍ରତିଶୃତି ପୂରଣ କରାଯାଇଛି । ଏହା ପରେ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ଦିଆଯାଇଥିବା ସମସ୍ତ ପ୍ରତିଶୃତିକୁ ପାଳନ…