Latest Odisha News

BREAKING NEWS

Browsing Category

ରାଜନୀତି

ବିଜେଡିରେ ମିଶିଲେ ବଲାଙ୍ଗୀର ପୂର୍ବତନ ବିଜେପି ଜିଲ୍ଲା ସଭାପତି ପ୍ରଭାସ ପାଣିଗ୍ରାହୀ

ଭୁବନେଶ୍ଵର: ବିଜେଡିରେ ମିଶିଲେ ବଲାଙ୍ଗୀରର ପୂର୍ବତନ ବିଜେପି ଜିଲ୍ଲା ସଭାପତି ପ୍ରଭାସ ପାଣିଗ୍ରାହୀ । ସେ ବଲାଙ୍ଗୀର ଜିଲ୍ଲା ବିଜେପି ସଭାପତି ଥିବା ସହ ଜଣେ ଶିକ୍ଷାବିତ ମଧ୍ୟ । ସେ ଦୀର୍ଘ ୩୬ ବର୍ଷ ଧରି ବିଜେପିରେ ରହିଥିଲେ । ଦଳ ଅଣଦେଖା କରିବାରୁ ସେ ବିଜେପିର ପ୍ରାଥମିକ ସଦସ୍ଯ ପଦରୁ…

ବିଜେଡିରେ ମିଶିଲେ ରଘୁନାଥପାଲୀର ପ୍ରଫୁଲ୍ଲ ସୁନିଆନି

ଭୁବନେଶ୍ବର: ବିଜେଡିରେ ମିଶିଲେ ସୁନ୍ଦରଗଡ଼ ଜିଲ୍ଲା ରଘୁନାଥପାଲୀର ପ୍ରଫୁଲ୍ଲ ସୁନିଆନି । ସେ କଂଗ୍ରେସ ଛାଡି ବିଜେଡିରେ ମିଶିଛନ୍ତି । ୨୦୦୯ ରେ ସେ କଂଗ୍ରେସ ଟିକେଟରୁ ରଘୁନାଥପାଲୀ ବିଧାନସଭା ନିର୍ବାଚନ ଲଢ଼ି ପରାସ୍ତ ହୋଇଥିଲେ । ସେ ସୁନ୍ଦରଗଡ଼ ଛାତ୍ର ଓ ଯୁବ କଂଗ୍ରେସର ସଭାପତି ଭାବେ…

ରାଜନୀତିରୁ ସନ୍ୟାସ ନେଲେ ଭେଟରାନ କଂଗ୍ରେସ ନେତା ବିରପ୍ପା ମୋଇଲି

ନୂଆଦିଲ୍ଲୀ: ସକ୍ରିୟ ରାଜନୀତିରୁ ସନ୍ୟାସ ନେଲେ ବରିଷ୍ଠ କଂଗ୍ରେସ ନେତା ତଥାୀ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିରପ୍ପା ମୋଇଲି । ଚିକ୍କାବାଲାପୁର ଆସନରୁ ଟିକେଟ୍ ଆଶାୟୀ ଥିବା ବିରପ୍ପାଙ୍କୁ ଦଳ ଅଣଦେଖା କରି ରାଧା ରମେୟାଙ୍କୁ ପ୍ରାର୍ଥୀ କରିବାରୁ ସେ ଏଥିରେ ନିରାଶ ହୋଇ ଆଉ ନିର୍ବାଚନ ଲଢିବେନି…

ନିର୍ବାଚନ ପ୍ରଚାର ସମୟରେ ଆହତ ହେଲେ ବାଂସୁରୀ ସ୍ୱରାଜ

ନୂଆଦିଲ୍ଲୀ: ନିର୍ବାଚନ ପ୍ରଚାର ସମୟରେ ଆହତ ହେଲେ ବାଂସୁରୀ ସ୍ୱରାଜ । ନୂଆଦିଲ୍ଲୀ ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ବାଂସୁରୀ ସ୍ୱରାଜ ପ୍ରଚାର ସମୟରେ ଆହତ ହୋଇଛନ୍ତି । ବାଂସୁରୀଙ୍କ ଆଖିରେ ଆଘାତ ଲାଗିଛି । ଏନେଇ ସେ ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି । ତୃତୀୟ ଥର ପାଇଁ…

ହାଇକୋର୍ଟରୁ ଝଟକା ପରେ ସୁପ୍ରିମକୋର୍ଟର ଦ୍ଵାରସ୍ତ ହେଲେ କେଜ୍ରିୱାଲ

ନୂଆଦିଲ୍ଲୀ: ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟର ଦ୍ଵାରସ୍ତ ହେଲେ ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଆଜି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିୱାଇ. ଚନ୍ଦ୍ରଚୁଡଙ୍କୁ ଏହି ମାମଲାର ଶୀଘ୍ର ଶୁଣାଣି କରିବା ପାଇଁ…

୫୫ ନମ୍ବର ଜାତୀୟ ରାଜପଥ ପ୍ରସଙ୍ଗରେ ଧର୍ମେନ୍ଦ୍ରଙ୍କୁ ପ୍ରଣବଙ୍କ ପ୍ରଶ୍ନ, ଖଟିଆରେ କାହିଁକି ରୋଗୀ ଯାଉଛନ୍ତି ପଚାରିଲେ…

ଭୁବନେଶ୍ୱର: ବିଜେଡିର ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ କହିଛନ୍ତି ଯେ, ସମ୍ବଲପୁର-କଟକ ମଧ୍ୟରେ ଥିବା ୫୫ ନମ୍ବର ଜାତୀୟ ରାଜପଥର ବିପଜ୍ଜନକ ଅବସ୍ଥା ଯୋଗୁଁ ଗତ ଦଶନ୍ଧି ମଧ୍ୟରେ ୨୦୦ରୁ ଅଧିକ ଦୁର୍ଘଟଣା ଘଟିଛି ଏବଂ ୪୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ବିଜେଡି ସାଂଗଠନିକ ସମ୍ପାଦକ ତଥା…

ଖଟିଆରେ ରୋଗୀ ବୁହାହେବା ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟସେବାର କି ପରିବର୍ତ୍ତନ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜେଡି ସରକାରକୁ କଡ଼ା ସମାଲୋଚନା କରିବା ସହ ଗତ ୨୫ ବର୍ଷ ଧରି ରାଜ୍ୟରେ ଶାସନ କରିବା ସତ୍ତ୍ୱେ ବିଶେଷ କରି ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ଦୃଢ଼ ଭିତ୍ତିଭୂମି ପ୍ରତିଷ୍ଠା କରିବାରେ ବିଫଳ ହୋଇଥିବା ଅଭିଯୋଗ…

ବଲାଙ୍ଗୀରରେ ବିଗ୍ ଫାଇଟ୍

ଭୁବନେଶ୍ୱର: ବଲାଙ୍ଗୀର ଦେଖିବ ବଡ ଲଢେଇ । ବିଜେଡି, କଂଗ୍ରେସରୁ ନୂଆ ସିପାହୀ । ରାଣୀଙ୍କୁ ରିପିଟ୍ କଲା ବିଜେପି । କିଏ ଜିତିବ ବଲାଙ୍ଗୀର ବାଜି ? ପୁଣି ପଦ୍ମ ଫୁଟାଇବେ ସଂଗୀତା ସିଂହଦେଓ ? ନା ଶଙ୍ଖନାଦ କରିବେ ସୁରେନ୍ଦ୍ର ସିଂ ଭୋଇ ? କଂଗ୍ରେସକୁ କମବ୍ୟାକ୍ କରାଇ ପାରିବେ କି ମନୋଜ ମିଶ୍ର ?…

ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗ, ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର: ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୈତିକ ଦଳ ସେତେ ଜୋର ଅଣ୍ଟା ଭିଡୁଛନ୍ତି। ରାଜ୍ୟରେ ନିର୍ବାଚନ ଆଚରଣ ବିଧିର ଧଜିଆ ଉଡାଉଛି ବିଜେଡି। ଏପରି ଅଭିଯୋଗ ଆଣିଛି ବିଜେପି। ବ୍ରହ୍ମପୁର ବିଜେଡି ଲୋକସଭା ପ୍ରାର୍ଥୀଙ୍କ ପାଇଁ ଆଶା ଓ ଅଙ୍ଗନୱାଡି କର୍ମୀଙ୍କୁ ପ୍ରଚାର କରିବା ପାଇଁ ବାଧ୍ୟ…

ଓଡ଼ିଶାରେ ବିଜେପି ସରକାର ଗଠନ କଲେ ଅଗ୍ରାଧିକାର ଭିତ୍ତିରେ ପାନୀୟ ଜଳ ସମସ୍ୟାର ସମାଧାନ କରାଯିବ: ବିଜେପି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଅବହେଳା କାରଣରୁ ଓଡ଼ିଶାବାସୀ ଶୁଦ୍ଧ ପାନୀୟ ଜଳ ପାଇବାରୁ ବଞ୍ଚିତ ହେଉଛନ୍ତି। ମୋଦୀ ସରକାର ଓଡ଼ିଶାବାସୀଙ୍କୁ ସ୍ୱଚ୍ଛ, ନିର୍ମଳ ପାନୀୟ ଜଳ ପାଇଁ ପ୍ରଚୁର ମାତ୍ରାରେ ଆର୍ଥିକ ଅନୁଦାନ ପ୍ରଦାନ କରୁଛନ୍ତି କିନ୍ତୁ ରାଜ୍ୟ ସରକାରଙ୍କ ଅପାରଗତା କାରଣରୁ ତାହା…