Latest Odisha News

BREAKING NEWS

Browsing Category

ରାଜନୀତି

ସୋସିଆଲ ମିଡିଆରେ ରାହୁଲ ଗାନ୍ଧୀଙ୍କ ଲୋକପ୍ରିୟତା ଅଧିକ, କଂଗ୍ରେସ ଜାରି କଲା ତଥ୍ୟ

ନୂଆଦିଲ୍ଲୀ: ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୀତି ସେତେ ସରଗରମ ହେବାରେ ଲାଗିଛି। ଏହାରି ଭିତରେ ସୋସିଆଲ ମିଡିଆରେ ରାଜନୈତିକ ଦଳ ମଧ୍ୟରେ ବାକ୍ ଯୁଦ୍ଧ ମଧ୍ୟ ଚାଲିଛି। ସୋସିଆଲ ମିଡିଆରେ ଲୋକପ୍ରିୟତା ସମ୍ପର୍କରେ ବିଜେପି ଏବଂ କଂଗ୍ରେସ ମଧ୍ୟରେ ଚାଲିଛି ତଥ୍ୟଯୁଦ୍ଧ। ଏହି ସମୟରେ କଂଗ୍ରେସର…

‘କ୍ଷମତାକୁ ଆସିଲେ ଲୋକଙ୍କୁ କମ୍ ଦାମରେ ଦେବି କ୍ୱାଲିଟି ମଦ’

ବିଶାଖାପାଟନମ୍: ପାଖେଇ ଆସିଲାଣି ଲୋକସଭା ନିର୍ବାଚନ । ସରଗରମ ହେଲାଣି ରାଜନୈତିକ ମାହୋଲ । ଆରମ୍ଭ ହୋଇଗଲାଣି ରାଜନୈତିକ କସରତ । ନେତା ମନ୍ତ୍ରୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ପନ୍ଥା ଆପଣଉଛନ୍ତି । ଏହାରି ଭିତରେ ତେଲୁଗୁ ଦେଶମ ପାର୍ଟି ମୁଖ୍ୟ ତଥା ଆନ୍ଧ୍ର ପ୍ରଦେଶର ପୂର୍ବତନ…

‘ହିନ୍ଦୁଙ୍କୁ ହତ୍ୟା କରିବାକୁ ତାଲିକା ପ୍ରସ୍ତୁତ କରୁଥିବା ପିଏଫଆଇକୁ ସମର୍ଥନ କରୁଛନ୍ତି ରାହୁଲ’

ନୂଆଦିଲ୍ଲୀ: ଦେଶରେ ଏପ୍ରିଲ ୧୯ ତାରିଖରୁ ଜୁନ୍ ୧ ପର୍ଯ୍ୟନ୍ତ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ । ଦେଶର ବିଭିନ୍ନ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ଆରମ୍ଭ ହୋଇଯାଇଛି ନିର୍ବାଚନୀ ପ୍ରଚାର । ଏହା ଭିତରେ ଦଳୀୟ ପ୍ରାର୍ଥୀ ପାଇଁ ଭୋଟ ଭିକ୍ଷା କରିବା ସହ ପ୍ରଚାର ମୈଦାନରୁ କାଦୁଅ…

ବିଜେଡିରେ ମିଶିଲେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଜନପ୍ରତିନିଧି

ଭୁବନେଶ୍ବର: ବିଜେଡିରେ ମିଶିଲେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଭାଗିରଥୀ ମଲ୍ଲିକ । ସେ ପେସାରେ ଜଣେ ଓକିଲ । ଶତାଧିକ ଲୋକଙ୍କ ସହ ଭାଗିରଥୀ ଆଜି ଶଙ୍ଖ ଭବନରେ ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସଂଗଠନ ସମ୍ପାଦକ ପ୍ରଣବ…

ବିଜେଡି ଛାଡିଲେ ବରଗଡ ପୂର୍ବତନ ସାଂସଦ ପ୍ରଭାସ ସିଂ

ଭୁବନେଶ୍ଵର: ବିଜେଡି ଛାଡିଲେ ବରଗଡ ପୂର୍ବତନ ସାଂସଦ ପ୍ରଭାସ ସିଂ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରଭାସ । ପୂର୍ବତନ ସାଂସଦ ତଥା ବରଗଡ଼ ଜିଲ୍ଲା ବିଜେଡି ସଭାପତି ପ୍ରଭାସ ସିଂ ନବୀନ ନିବାସ ଆସି ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ୨୦୧୪ରୁ ୧୯ ପର୍ଯ୍ୟନ୍ତ ବରଗଡ଼ ସାଂସଦ…

ମୋଦିଙ୍କ ହାତରୁ ଶାସନ କ୍ଷମତା ଛଡାଇ ନେବା ଆବଶ୍ୟକ: ଶରଦ ପାଓ୍ବାର

ମୁମ୍ବାଇ: ମହାରାଷ୍ଟ୍ରର ଏକ ରାଲିକୁ ସମ୍ବୋଧିତ କଲା ବେଳେ ମୋଦିଙ୍କୁ ଟାର୍ଗେଟ୍ କରିଛନ୍ତି ଏନସିପି ମୁଖ୍ୟ ଶରଦ ପାୱାର । ସେ କହିଛନ୍ତି ଯେତବେଳେ ମୁଁ କେନ୍ଦ୍ର କୃଷି ମନ୍ତ୍ରୀ ଥିଲି, ସେତେବେଳେ ତତ୍କାଳୀନ ଗୁଜୁରାଟ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୌଣସି ପକ୍ଷପାତ ନକରି ସାହାଯ୍ୟ…

ସମ୍ବର୍ଦ୍ଧନା ସଭା ଓ ସଂକଳ୍ପ ସମାବେଶ ଆଳ ରେ ବିଜେଡି ର ଶକ୍ତି ପ୍ରଦର୍ଶନ

ନୂଆପଡା: ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋର୍ ଧରୁଥିବା ବେଳେ ଆଜି ଖଡ଼ିଆଳ ଠାରେ ତାର ଏକ ଝଲକ ଦେଖିବାକୁ ମିଳିଛି । ବିଜେଡି ତରଫରୁ ନୂଆପଡ଼ା ଜିଲ୍ଲା ଖଡ଼ିଆଳ ରେ କଳାହାଣ୍ଡି ସାଂସଦ ପ୍ରାର୍ଥୀ ଲମ୍ବୋଦର ନିଆଲ ଓ ଖଡିଆଳ ବିଧାୟକ ପ୍ରାର୍ଥୀ ଅଧିରାଜ ମୋହନ ପାଣିଗ୍ରାହୀ ଙ୍କୁ ବିପୁଳ…

ମୁହଁ ଖୋଲିଲେ କଙ୍ଗନା, କହିଲେ ‘ମୁଁ ଗୋମାଂସ ଖାଏନି କି କୌଣସି ମାଂସ ଖାଏନି’

ନୂଆଦିଲ୍ଲୀ: କଂଗ୍ରେସ ନେତା ବିଜୟ ୱାଡେଟିୱରଙ୍କ ଅଭିଯୋଗକୁ ନେଇ ମୁହଁ ଖୋଲିଲେ କଙ୍ଗନା । ହିମାଚଳ ପ୍ରଦେଶର ମାଣ୍ଡି ଲୋକସଭା ଆସନର ବିଜେପି ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ଗୋମାଂସ ଖାଉଥିବା ନେଇ ଅଭିଯୋଗ କରିଥିଲେ କଂଗ୍ରେସ ନେତା ବିଜୟ । ଏହି ଅଭିଯୋଗକୁ ବର୍ତ୍ତମାନ…

ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ନିର୍ବାଚନ କମିଶନଙ୍କ ନୋଟିସ୍

ଅମରାବତୀ: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ମୁଖ୍ୟ ଏନ୍ ଚନ୍ଦ୍ରବାବୁ ନାଇଡୁଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ନିର୍ବାଚନ କମିଶନ ନୋଟିସ୍ ଜାରି କରିଛନ୍ତି। ଏହି ମନ୍ତବ୍ୟକୁ ଆଗାମୀ ଲୋକସଭା ନିର୍ବାଚନ ପାଇଁ…

ମୋଦୀଙ୍କ ପାଦ ନୀତୀଶ ଛୁଇଁବା ଲଜ୍ଜା ଜନକ: ତେଜସ୍ବୀ ଯାଦବ

ପାଟଣା: ଆରଜେଡି ନେତା ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ନୱାଦାରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଠାରୁ ଆଶୀର୍ବାଦ ମାଗିଥିବାରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ସମାଲୋଚନା କରିଛନ୍ତି। ନୀତୀଶ କୁମାର ପ୍ରଧାନମନ୍ତ୍ରୀଙ୍କ ପାଦ…