Latest Odisha News

BREAKING NEWS

Browsing Category

ରାଜନୀତି

ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନ ପତ୍ର ଦାଖଲ କଲେ ବାସନ୍ତୀ ହେମ୍ବ୍ରମ

ମୟୂରଭଞ୍ଜ: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନରେ ବାଜିମାତ କରିବା ପାଇଁ ବିଭିନ୍ନ ଦଳ ମଧ୍ୟରେ ଆରମ୍ଭ ହୋଇଛି ସେତିକି କସରତ । ତେବେ କିଛି ଦଳ ନିଜ ନିଜର କର୍ମୀମାନଙ୍କୁ ନେଇ ନିର୍ବାଚନ ବୈତରଣୀ ପାର ହେବା ପାଇଁ ଉଦ୍ୟମ ଚଳାଇଥିବା ବେଳେ କରଞ୍ଜିଆରେ ଶୁଭିଲା ଯୋଡିଶଙ୍ଖର…

ସାଧାରଣ ନିର୍ବାଚନ ୨୦୨୪: ବରଗଡରେ ନାମାଙ୍କନ ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାସ ଓ ସ୍ୱାଧୀନ ପ୍ରାର୍ଥୀ ନନ୍ଦନ…

ବରଗଡ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଆଜି ଅଷ୍ଟମ ତଥା ଶେଷ ଦିନ । ଶେଷ ଦିନରେ ବରଗଡ ବିଧାନସଭା ଆସନ ପାଇଁ କଂଗ୍ରେସ ଦଳର ବିଧାୟକ ପ୍ରାର୍ଥୀ ନିପନ ଦାସ ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି ଏହି ଆସନରେ ସ୍ୱାଧୀନ ପ୍ରାର୍ଥୀ ଭାବେ କୋଶଲ ସମର୍ଥିତ…

ସାଧାରଣ ନିର୍ବାଚନ ୨୦୨୪: ନାମାଙ୍କନ ଶେଷ ଦିନରେ ବିଜେପି ଓ କଂଗ୍ରେସର ଶକ୍ତି ପ୍ରଦର୍ଶନ

ସୁବର୍ଣ୍ଣପୁର: ଓଡ଼ିଶାରେ ଦ୍ବିତିୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ସରୁଛି ନାମାଙ୍କନ ଦାଖାଲ । ଶେଷ ଦିନରେ ଶକ୍ତି ପ୍ରଦର୍ଶନ କରିଛନ୍ତି କଂଗ୍ରେସ ଓ ବିଜେପି । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଜଗନ୍ନାଥ ମନ୍ଦିରରୁ କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରଦୀପ ସେଠୀ ଓ ସାଂସଦ ପ୍ରାର୍ଥୀ ମନୋଜ…

ଭଞ୍ଜନଗରରେ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

ଭଞ୍ଜନଗର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି ଜନସମର୍ଥନ ଦେଖି ବିରୋଧୀଙ୍କ ନିଦ ହଜିଗଲାଣି । ସେମାନେ କେବଳ ଅପପ୍ରଚାରରେ ମାତିଛନ୍ତି । ମିଶନ ଶକ୍ତି ଓ ବିଏସକେୱାଇ ଭଳି ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି । ସେମାନଙ୍କ ବିକାଶକୁ ବିରୋଧ କରୁଛନ୍ତି । ବିରୋଧୀଙ୍କୁ ଭୋଟରେ…

‘ଯିଏ ଅନ୍ୟକୁ କହୁଥିଲେ ଡର ନାହିଁ, ସେ ଆଜି ନିଜେ ଡରିଗଲେ’

ନୂଆଦିଲ୍ଲୀ: ସମସ୍ତ ଚର୍ଚ୍ଚାର ଅନ୍ତଘଟାଇ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ରାୟବରେଲି ଏବଂ ଆମେଠୀ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଦଳ ରାହୁଲ ଗାନ୍ଧୀଙ୍କୁ ରାୟବରେଲିରୁ ପ୍ରାର୍ଥୀ କରିଥିବାବେଳେ, କିଶୋରୀ ଲାଲ ଶର୍ମାଙ୍କୁ ଆମେଠୀ ଲୋକସଭା ଆସନରୁ ପ୍ରାର୍ଥୀ କରିଛି…

ବାପାଙ୍କ ବଳରେ ବଳିଆନ ହେବେକି ସୋଫିଆ ?

କଟକ: ବାରବାଟୀ- କଟକରୁ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭାବେ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋଶ  । ସୋଫିଆ ଫିର୍ଦ୍ଦୋଶ, କଂଗ୍ରେସର ଟାଣୁଆ ନେତା ତଥା କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ । ରିଏଲି ଷ୍ଟେଟରେ ନିଜର ଆଧିପତ୍ୟ ବିସ୍ତାର କରିଥିବା ସୋଫିଆ ଏବେ…

ନାମାଙ୍କନ ଦାଖଲ କଲେ ରାହୁଲ ଗାନ୍ଧୀ ଓ କିଶୋରି ଲାଲ ଶର୍ମା

ନୂଆଦିଲ୍ଲୀ: ରାୟବରେଲି ଲୋକସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି ରାହୁଲ ଗାନ୍ଧୀ । ନାମାଙ୍କନ ଭରିଲା ବେଳେ ତାଙ୍କ ସହ ସୋନିଆ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଏବଂ ଅଶୋକ ଗେହଲୋଟ୍ ଉପସ୍ଥିତ ଥିଲେ। ସେପଟେ ଅମେଠି ଆସନ ପାଇଁ ନାମାଙ୍କନ ଭରିଛନ୍ତି କିଶୋରି ଲାଲ ଶର୍ମା । ଆଜି ସକାଳେ…

ବଙ୍ଗଳାରେ ହିନ୍ଦୁମାନେ ସୁରକ୍ଷିତ ନୁହଁନ୍ତି: ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ପଶ୍ଚିମବଙ୍ଗର ବର୍ଦ୍ଦମାନରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ରାଜ୍ୟର ଟିଏମସି ସରକାର ଉପରେ କଡ଼ା ଆକ୍ରମଣ କରିଛନ୍ତି। ସେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ମଧ୍ୟ ଟାର୍ଗେଟ…

କାଲି ଓଡିଶା ଆସୁଛନ୍ତି ଜୟଶଙ୍କର, ୫ରେ ନଡ୍ଡାଙ୍କ ଗସ୍ତ

ଭୁବେନଶ୍ବର: ୨୪ ନିର୍ବାଚନ ପାଇଁ ଏବେ ସରଗରମ ପ୍ରଚାର ମଇଦାନ । ନିଜ ନିଜ ଦଳ ପାଇଁ କସରତ କରି ସାଧାରଣ ଜନତାଙ୍କୁ ଉଦ୍ବୋଧନ ଦେଉଛନ୍ତି ବିଭିନ୍ନ ନେତା। ଯାହାକୁ ନେଇ ଆସନ୍ତା କାଲି ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର । କଟକ, ଭୁବେନଶ୍ବର ଓ…

ବିଜେଡିରେ ସାମିଲ ହେଲେ ଓଡିଆ ଅଭିନେତ୍ରୀ ଜିନା ସାମଲ୍, ସକାଳେ ବିଜେପିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ଓଡିଆ ଅଭିନେତ୍ରୀ ଜିନା ସାମଲ୍ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି । ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡି ମିଶ୍ରଣ ପର୍ବରେ ଦଳରେ ସାମିଲ ହୋଇଛନ୍ତି ଜିନା । ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ…