Latest Odisha News

BREAKING NEWS

Browsing Category

ରାଜନୀତି

ପୁରୀରେ ଶଙ୍ଖ ଚିହ୍ନକୁ ଘୋଡ଼ାନଯାଉ ବୋଲି ବିଜେଡି କଲା ନିବେଦନ

ଭୁବନେଶ୍ୱର: ନିକଟରେ ବିଜୁ ଜନତା ଦଳର ଏକ ପ୍ରତିନିଧି ଦଳ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇ ପୁରୀ ବଡ଼ଦାଣ୍ଡରେ ଥିବା ଶଙ୍ଖ ଚିହ୍ନର ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ଦାବି କରିଛନ୍ତି। ଓଡ଼ିଶା ବିଜେପିର ଅଭିଯୋଗର ଜବାବରେ ନିର୍ବାଚନ ଆୟୋଗ (ଇସି) ପୂର୍ବରୁ ଗ୍ରାଣ୍ଡ…

ଏପ୍ରିଲ ୧୫ରେ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା, ‘୯ରୁ ୯୦’ ନାରା ସଫଳ ହେବ କହିଲେ ପିସିସି…

ଭୁବନେଶ୍ୱର: ଓଡ଼ିଶାରେ ଏପ୍ରିଲ ୧୫ ତାରିଖରେ ପ୍ରଥମ ପର୍ଯ୍ୟାୟରେ ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ କଂଗ୍ରେସ ନିଜର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଘୋଷଣା କରିଛନ୍ତି। ଶନିବାର ଦଳର ସମ୍ଭାବ୍ୟ ପ୍ରାର୍ଥୀଙ୍କ…

ଜଗଦ୍ଦେବ ନିର୍ବାଚନ ଲଢ଼ିବେନି: ବିଜେଡି ନା ବିଜେପି କିଏ ପଡ଼ିବ ଘାଟାରେ?

ଚିଲିକା: ଫେବ୍ରୁଆରି ମାସରେ ବିଜେପିରେ ଯୋଗ ଦେଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଚଳିତ ନିର୍ବାଚନରେ ଲଢ଼ିବେ ନାହିଁ ବୋଲି ଘୋଷଣା କରିଛନ୍ତି। ଶୁକ୍ରବାର ଗଣମାଧ୍ୟମ ସହ ଆଲୋଚନା କରିବା ବେଳେ ପ୍ରତିକ୍ରିୟା ଦେଇ ଜଗଦେବ ହିଞ୍ଜିଳି ବିଧାନସଭା ଆସନରୁ ବିଜେଡି ସଭାପତି ତଥା…

ଲୋକସଭା ନିର୍ବାଚନ ୨୦୨୪: ୯ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଏସପି

ଲକ୍ଷ୍ନୌ: ବହୁଜନ ସମାଜ ପାର୍ଟି (ବିଏସପି) ଶୁକ୍ରବାର ତା'ର ଚତୁର୍ଥ ତାଲିକା ପ୍ରକାଶ କରିଛି । ଏହି ତାଲିକାରେ ୯ଟି ଆସନରେ ନାମ ରହିଛି । ଆଜମଗଡ, ଗୋରଖପୁର ଏବଂ ଫୌଜାବାଦ ସମେତ ଉତ୍ତରପ୍ରଦେଶର ୯ଟି ଲୋକସଭା ଆସନ ପାଇଁ ବିଏସପି ପ୍ରାର୍ଥୀ ଘୋଷଣା କରିଛି । ବିଏସପି ଆଜମଗଡରୁ ଭୀମ ରାଜଭାର,…

ଜୋରସୋରରେ ଚାଲିଛି ନିର୍ବାଚନୀ ପ୍ରଚାର, ଚାଷ ଜମିରେ ପଶି ଗହମ କାଟିଲେ ଡ୍ରିମଗାର୍ଲ

ଉତ୍ତରପ୍ରଦେଶ: ଲୋକସଭା ନିର୍ବାଚନକୁ ନେଇ ସାରା ଦେଶରେ ରାଜନୈତିକ ମାହୋଲ ସରଗରମ ରହିଛି । ଆସନ୍ତା ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ । ସେଥିପାଇଁ ସମସ୍ତ ରାଜନୈତିକ ଦଳ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି । ନିର୍ବାଚନୀ ପ୍ରଚାର ପାଇଁ ପାର୍ଥୀମାନେ ଭିନ୍ନ ଭିନ୍ନ ଉପାୟ ଅବଲମ୍ବନ…

ବିଜେଡିକୁ ଆଉ ଏକ ଝଟକା, ହାତ ଧରିଲେ ଅସିତ୍ ପଟ୍ଟନାୟକ

ଭୁବନେଶ୍ବର: ହାତ ଧରିଲେ ପୂର୍ବତନ ମନ୍ତ୍ରୀ ଯୁଗଳ ପଟ୍ଟନାୟକଙ୍କ ପୁଅ ଅସିତ୍ ପଟ୍ଟନାୟକ । ନିଜ ସମର୍ଥକଙ୍କ ସହ ଆସି ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ କଂଗ୍ରେସରେ ମିଶିଲେ ଅସିତ୍ । ଅସିତ୍ ବର୍ତ୍ତମାନ ଭଦ୍ରକ ଜିଲ୍ଲା ବିଜେଡି ଉପସଭାପତି ତଥା ବର୍ତ୍ତମାନ…

ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା

ଭୁବନେଶ୍ବର: ବିଜେପିରେ ଯୋଗ ଦେଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ସେ ଦଳରେ ସାମିଲ ହୋଇଛନ୍ତି । କୈଳାଶ କୁଲେସିକାଙ୍କୁ ଏଥର ଲକ୍ଷ୍ମୀପୁର ପାଇଁ ଟିକେଟ୍ ଦେଇନି ବିଜେଡି ।…

ବିଜେପିର ପ୍ରଥମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା ପରେ ଦଳ ଭିତରେ ଅସନ୍ତୋଷର ନିଆଁ

ଭୁବନେଶ୍ବର: କୋଉଠି ବିରୋଧ ତ କେଉଁଠି ବିଦ୍ରୋହ l କେଉଁଠି ଚାପା ଗୁଞ୍ଜରଣ ତ କେଉଁଠି ଖୁଲମଖୁଲା ପ୍ରତିବାଦ l ଉପକୂଳରୁ ଉପାନ୍ତ, ଉତ୍ତରରୁ ପଶ୍ଚିମ-ଅନେକ ଜାଗାରେ ବିଜେପି ଘୋଷଣା କରିଥିବା ବିଧାନସଭା ପ୍ରାର୍ଥୀ ପାଇଁ ଅସନ୍ତୋଷ ହିଁ ଅସନ୍ତୋଷ l ଦଳ ଭିତରେ ଦଳ ପ୍ରତି ରଣହୁଙ୍କାର l ଆଉ କିଛି…

ନିର୍ବାଚନ ଲଢ଼ିବେ ଇନ୍ଦିରା ହତ୍ୟାକାରୀଙ୍କ ପୁଅ ସରବଜିତ ସିଂ

ଚଣ୍ଡିଗଡ: ନିର୍ବାଚନ ଲଢିବେ ଇନ୍ଦିରା ଗାନ୍ଧୀଙ୍କ ହତ୍ୟାକାରୀ ବିଅନ୍ତ ସିଂଙ୍କ ପୁଅ ସରବଜିତ ସିଂ । ୪୫ ବର୍ଷୀୟ ସରବଜିତ ସିଂ ପଞ୍ଜାବର ଫରିଦକୋଟ ଲୋକସଭା ଆସନରୁ ପ୍ରତିଦ୍ବନ୍ଦିତା କରିବେ । ସେ ସ୍ବାଧୀନ ଭାବେ ନିର୍ବାଚନ ଲଢିବେ । ଏନେଇ ସେ ଗୁରୁବାର ସୂଚନା ଦେଇଛନ୍ତି । ପୂର୍ବରୁ ସେ…