Latest Odisha News

BREAKING NEWS

Browsing Category

ରାଜନୀତି

ବିଜେଡିରେ ମିଶିଲେ ଶତାଧୀକ ବିଜେପି ନେତା ଓ କର୍ମୀ

ଭୁବନେଶ୍ଵର: ଆସନ୍ତା ଲୋକସଭା ନିର୍ବାଚନ ପାଇଁ ଚାଲିଛି ରାଜନେତା ମାନଙ୍କର ଦଳଡିଆଁ କାର୍ଯ୍ୟକ୍ରମ । ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି ବିଜେଡିର ମିଶ୍ରଣ ପର୍ବ । ବିଜେଡିରେ ମିଶିଲେ କୋରାପୁଟ ଜିଲ୍ଲା ପଟାଙ୍ଗୀ ନିର୍ବାଚନ ମଣ୍ଡଳୀ କୋଟିଆ ବ୍ଲକର ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ରାମ ଚନ୍ଦ୍ର…

ବିଜେଡିରୁ ଇସ୍ତଫା ଦେଲେ ଅସିତ୍ ପଟ୍ଟନାୟକ, ଦଳ ଛାଡିବା ପଛର କାରଣ କହିଲେ…

ଭଦ୍ରକ: ବିଜେଡି ଛାଡିଲେ ଭଦ୍ରକ ଜିଲ୍ଲାର ବରିଷ୍ଠ ବିଜେଡ଼ି ନେତା ତଥା ପୂର୍ବତନ ମନ୍ତ୍ରୀ ଯୁଗଳ କିଶୋର ପଟ୍ଟନାୟକଙ୍କ ପୁତ୍ର ଅସିତ୍ ପଟ୍ଟନାୟକ । ସେ ତାଙ୍କର ଇସ୍ତଫା ପତ୍ର ବିଜେଡ଼ି ଦଳର ରାଜ୍ୟ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ଯେଉଁଠି ସମ୍ମାନ ନାହିଁ ସେ…

କଂଗ୍ରେସ ଛାଡିଲେ ବାପି ସର୍ଖେଲ

ଭୁବନେଶ୍ଵର: କଂଗ୍ରେସ ଛାଡିଲେ ବାପି ସର୍ଖେଲ । କଂଗ୍ରେସର ସମସ୍ତ ପଦବୀ ଓ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବାପି ସର୍ଖେଲ । ନିଜର ଇସ୍ତଫା ପତ୍ର ସେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ଏଥିସହ ଲୋକଙ୍କ ସେବା କରିବାର ସୁଯୋଗ ଦେଇଥିବାରୁ ସେ କଂଗ୍ରେସକୁ…

ବିଜେଡି ଛାଡିଲେ ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା

ଭୁବନେଶ୍ଵର: ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡିକୁ ଝଟକା । ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର । ରାମଚନ୍ଦ୍ର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ…

ନକଲି ଜାତିଗତ ପ୍ରମାଣପତ୍ର ମାମଲାରେ ନବନୀତ୍ ରାଣାଙ୍କୁ ଅଶ୍ଵସ୍ତି

ମୁମ୍ବାଇ: ନକଲି ଜାତିଗତ ପ୍ରମାଣପତ୍ର ମାମଲାରେ ସୁପ୍ରିମକୋର୍ଟ ଗୁରୁବାର (ଏପ୍ରିଲ ୪) ଅମ୍ରାବତୀ ର ସ୍ୱାଧୀନ ସାଂସଦ ନବନୀତ୍ ରାଣାଙ୍କୁ ଦେଇଛି ବଡ ଅଶ୍ଵସ୍ତି । ଏହି ମାମଲାରେ ବମ୍ବେ ହାଇକୋର୍ଟଙ୍କ ଆଦେଶକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ହାଇକୋର୍ଟଙ୍କ ଦ୍ୱାରା ନବନୀତ୍ ରାଣାଙ୍କ…

ସତ୍ୟପାଠ ଦାଖଲ କଲେ ରାହୁଲ, ତାଙ୍କ ପାଖରେ ଅଛି ମାତ୍ର ନଗଦ ୫୫ ହଜାର ଟଙ୍କା

ନୂଆଦିଲ୍ଲୀ: ବୁଧବାର କେରଳର ଓ୍ବାୟନାଡ଼ ଲୋକ ସଭା ଆସନରୁ ନାମାଙ୍କନ ଦାଖଲ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ନାମାଙ୍କନ ଭରିବା ସମୟରେ ସତ୍ୟପାଠରେ ତାଙ୍କ ସମ୍ପତ୍ତି ବାବଦରେ ଉଲ୍ଲେଖ କରିଛନ୍ତି । ସତ୍ୟପାଠ ଅନୁସାରେ, ତାଙ୍କ ପାଖରେ ଏବେ ମାତ୍ର ୫୫ହଜାର ଟଙ୍କା ନଗଦ ଟଙ୍କା ରହିଛି ।…

ନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇବେ ରାମ, ସୀତା ଓ ଲକ୍ଷ୍ମଣ

ମେରୁଟ: ରାମଙ୍କ ପାଇଁ ପ୍ରଚାର କରିବେ ସୀତା ଓ ଲକ୍ଷ୍ମଣ । ପ୍ରଚାର ମଇଦାନକୁ ଓହ୍ଲାଇବେ ରାମାନନ୍ଦ ସାଗରଙ୍କ ରାମାୟଣରେ ସୀତା ଏବଂ ଲକ୍ଷ୍ମଣଙ୍କ ଭୂମିକାରେ ଅଭିନୟ କରିଥିବା ଅଭିନେତା ଦୀପିକା ଚିଖଲିଆ ଏବଂ ସୁନୀଲ ଲାହରୀ । ଦୁହେଁ ବିଜେପି ପ୍ରାର୍ଥୀ ଅରୁଣ ଗୋଭିଲଙ୍କ ପାଇଁ ପ୍ରଚାର କରିବେ। ଏହା…

ମହିଳାମାନଙ୍କୁ କିପରି ସମ୍ମାନ ଦିଆଯାଏ ତାହା ପ୍ରଧାନମନ୍ତ୍ରୀଙ୍କ ଠାରୁ ଶିଖ: ହେମା ମାଳିନୀ

ନୂଆଦିଲ୍ଲୀ: କଂଗ୍ରେସ ନେତା ରଣଦୀପ ସୁରଜେୱାଲାଙ୍କ ବୟାନକୁ ନେଇ ସିଧାସଳଖ ଟାର୍ଗେଟ କଲେ ବିଜେପି ସାଂସଦ ହେମା ମାଳିନୀ । ଉତ୍ତରପ୍ରଦେଶର ମଥୁରା ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ହେମା ମାଳିନୀ ତାଙ୍କ ନାମାଙ୍କନ ଭରିବା ପୂର୍ବରୁ କଂଗ୍ରେସ ନେତା ରଣଦୀପଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ସେ…

କଂଗ୍ରେସରୁ ଇସ୍ତଫା ଦେଲେ ଗୌରବ ବଲ୍ଲଭ, କହିଲେ, ‘ମୁଁ ସନାତନ ବିରୋଧୀ ସ୍ଲୋଗାନ ଦେଇପାରିବି ନାହିଁ’

ନୂଆଦିଲ୍ଲୀ: କଂଗ୍ରେସକୁ ପୁଣି ଏକ ବଡ ଝଟ୍‌କା । ଇସ୍ତଫା ଦେଲେ ଦଳର ପ୍ରବକ୍ତା ଗୌରବ ବଲ୍ଲଭ । ସେ ଆଜି ସକାଳୁ ତାଙ୍କର ଇସ୍ତଫା ପତ୍ର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ନିକଟକୁ ପଠାଇ ଦେଇଛନ୍ତି । ଦଳରେ ରହିବା କଷ୍ଟସାଧ୍ୟ କହି ଦଳରୁ ଇସ୍ତଫା ଦେଇଥିବା ଜଣାପଡିଛି । ଗୌରବ ବହ୍ଲବ…

ଓଡିଆ ଭାଷା, ଅସ୍ମିତା ଓ ସ୍ୱାଭିମାନ ଆଜି ସଂକଟରେ: ବିଜେପି

ଭୁବନେଶ୍ୱର: ମା', ମାଟି ଓ ମାତୃଭାଷା ନେଇ ପ୍ରତ୍ୟେକ ବ୍ୟକ୍ତି ଗର୍ବ କରେ । ‘ମା’ ଯିଏ ମୋତେ ଜନ୍ମ ଦେଇଛି, ‘ମାଟି’ ଯାହା ଉପରେ ପାଦ ଦେଇ ମୁଁ ବଡ ହୋଇଛି ଓ ‘ମାତୃଭାଷା’ ଯିଏ ମୋତେ ପ୍ରଥମ ପରିଚୟ ଦେଇଛି । ମୁଁ ମୋ ଭାଷାରେ କଥା ନହେଲେ ମୋର ପରିଚୟ କେହି ଜାଣିପାରିବେ ନାହିଁ । ତେଣୁ ମା’,…