Latest Odisha News

BREAKING NEWS

Browsing Category

ରାଜନୀତି

ଓଡ଼ିଶାର ଅବଶିଷ୍ଟ ୩ ଲୋକସଭା ଆସନର ପାର୍ଥୀଙ୍କ ନାମ ଘୋଷଣା କଲା ବିଜେପି

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟି (ବିଜେପି) ଓଡ଼ିଶାରେ ଲୋକସଭା ନିର୍ବାଚନ ପାଇଁ ନିଜର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। କଟକ, କନ୍ଧମାଳ ଓ ଯାଜପୁର ଲୋକସଭା ଆସନ ପାଇଁ ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ପ୍ରାର୍ଥୀ ଘୋଷଣା କରିଛି। ୧୯୯୮ ମସିହାରୁ କଟକରୁ ୬ ଥର ନିର୍ବାଚିତ…

ବିଜେଡ଼ିରେ ଯୋଗଦେଲେ ପାରଳାଖେମୁଣ୍ଡିର ପୂର୍ବତନ କଂଗ୍ରେସ ବିଧାୟକ କେ. ସୁରିଆ ରାଓ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲା ପାରଳାଖେମୁଣ୍ଡି ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ କେ. ସୁରିଆ ରାଓଙ୍କ ସମେତ ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚନ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ମାନ୍ୟବର ମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ ଓ ରାଜ୍ୟସଭା ସାଂସଦ…

ଭି.କେ.ପାଣ୍ଡିଆନଙ୍କ ପାଇଁ ୭୪ ଜଣ ପୋଲିସ ନିୟୋଜିତ ପ୍ରସଙ୍ଗ: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦାବିପତ୍ର…

ଭୁବନେଶ୍ୱର: ବିଜୁ ଜନତା ଦଳର ଜଣେ ସାଧାରଣ କର୍ମୀ ଭିକେ ପାଣ୍ଡିଆନଙ୍କ ସୁରକ୍ଷା ଦାୟିତ୍ୱରେ ୭୪ଜଣ ପୋଲିସ କର୍ମଚାରୀ ନିୟୋଜିତ ହେବା ସମ୍ପର୍କରେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଅଭିଯୋଗ କଲା ବିଜେପି ପ୍ରତିନିଧିମଣ୍ଡଳୀ । ରାଜ୍ୟରେ ନିର୍ବାଚନ ଆଚରଣବିଧି ଲାଗୁ ହୋଇସାରିଥିବାବେଳେ ଅବାଧ,…

ବିଜେପିର ଡବଲ ଇଂଜିନ ସରକାର ଗଠନ ପାଇଁ ଓଡିଶାବାସୀ ମନ ସ୍ଥିର କରିଛନ୍ତି: ବିଜୟପାଲ୍ ସିଂହ ତୋମାର

ଭୁବନେଶ୍ୱର: ଅଙ୍କୁଠ ସମର୍ଥନ ଯୋଗାଇବା ପରେ ମଧ୍ୟ ଗଂଜାମବାସୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାରମ୍ବାର ପ୍ରତାରଣାର ଶିକାର ହୋଇଛନ୍ତି । ଜୀବନ ଜୀବିକା ପାଇଁ ବାହାର ରାଜ୍ୟକୁ ବାଧ୍ୟ ହୋଇ ଦାଦନ ଖଟିବା ପାଇଁ ଯାଉଛନ୍ତି । କୈାଣସି ପ୍ରକାରର ବିକାଶ ହେଉ ନାହିଁ, ବରଂ ଅସାଧୁ କର୍ମଚାରୀ,…

ବିଜେପିର ଶୃଙ୍ଖଳିତ କାର୍ଯ୍ୟକର୍ତା ଭାବେ କାର୍ଯ୍ୟ କରିବି: ପ୍ରିୟଦର୍ଶୀ ମିଶ୍ର

ଭୁବନେଶ୍ୱର: ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ନିଜ ସମର୍ଥକଙ୍କ ସହ ଆଜି ବିଜୁ ଜନତା ଦଳ ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି । ଶ୍ରୀ ମିଶ୍ର କହିଛନ୍ତି ଯେ,ମୋଦିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇଛି । ଭାରତକୁ ସାରା ବିଶ୍ୱରେ ବିକାଶଶୀଳ କରିବା ପାଇଁ…

ମୟୂରଭଞ୍ଜ ଦେଖିବ ମହାଲଢେଇ: ବିଜେଡିରୁ ସୁଦାମ ମାରାଣ୍ଡି ବିଜେପିରୁ ନବଚରଣ ମାଝି

ଭୁବନେଶ୍ଵର: ମୟୂରଭଞ୍ଜ ପଶାପାଲିରେ ଗୋଟି ଚଳାଇଛନ୍ତି ବିଜେଡି ଓ ବିଜେପି । କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ଜାଗାରେ ରାଇରଙ୍ଗପୁର ବିଧାୟକ ନବରଚରଣ ମାଝୀଙ୍କୁ ଭରସା କରିଛି ବିଜେପି । ବିଜେପିର ଇଂଟରନାଲ ରିପୋର୍ଟ ଅନୁସାରେ ବିଶ୍ୱେଶ୍ୱରଙ୍କ ବିଜୟ ସମ୍ଭାବନା କମ୍ ଥିଲା । ତେଣୁ…

‘ଦଳର ସୁପ୍ରିମୋଙ୍କ ବିକାଶ ମୂଳକ କାମରେ ଅନୁପ୍ରାଣିତ ହୋଇ ବିଜେଡିରେ ମିଶିଲି’

ଭୁବନେଶ୍ବର: ଶଙ୍ଖ ଧରିଲେ କେ. ସୂର୍ଯ୍ୟ ରାଓ । ନିଜ ସମର୍ଥକଙ୍କ ସହ ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଯୋଗଦେଇ ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ କେ ସୂର୍ଯ୍ୟ ରାଓ । ଏହି ସମୟରେ ସାଂସଦ ସସ୍ମିତ ପାତ୍ର ଓ ଗଜପତି ବିଜେଡି ପର୍ଯ୍ୟବେକ୍ଷକ ଅତନୁ ସବ୍ୟସାଚୀ ନାୟକ ତାଙ୍କୁ…

ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର

ଭୁବନେଶ୍ବର: ପଦ୍ମ ଧରିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ଆଜି ସକାଳେ ବିଜେଡିରୁ ଇସ୍ତଫା ଦେଇଥିଲେ ପ୍ରିୟଦର୍ଶୀ ମିଶ୍ର । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସେ ଦଳରେ ସାମିଲ ହୋଇଛନ୍ତି । ଏହି ସମୟରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ବିଜେପି…

ବିଜେଡି ଛାଡିଲେ ସାଂସଦ ଅନୁଭବ ମହାନ୍ତି, ଦଳର ସୁପ୍ରିମୋଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର

ଭୁବନେଶ୍ବର: କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କୁ ନେଇ ଚାଲିଥିବା ଚର୍ଚ୍ଚାର ଆଜି ଅବସାନ ଘଟିଛି । ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସ ନାୟକ ଙ୍କ ପରେ ବିଜେଡିକୁ ଅଲବିଦା କହିଛନ୍ତି ଅନୁଭବ । ସେ ଆଜି ତାଙ୍କ ଇସ୍ତଫାପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି ।…

କଂଗ୍ରେସକୁ ଶକ୍ତ ଧକ୍କା, ଇସ୍ତଫା ଦେଲେ ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ବର: କଂଗ୍ରେସକୁ ଶକ୍ତ ଝଟକା । ଦଳରୁ ଇସ୍ତଫା ଦେଲେ କଂଗ୍ରେସର ବରିଷ୍ଠ ନେତା ତଥା ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ । ସେ ଆଜି ପିସିସି ସଭାପତିଙ୍କ ନିକଟକୁ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି । ଚିରଞ୍ଜୀବ ହେଉଛନ୍ତି ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସ୍ୱର୍ଗତ…