Latest Odisha News

BREAKING NEWS

Browsing Category

ରାଜନୀତି

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଆକାଶ ଦାସ ନାୟକ

ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଆକାଶ ଦାସ ନାୟକ । ସେ ଆଜି ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି । ବିଜେଡି ଛାଡ଼ିବା ପରେ ପ୍ରତିକ୍ରିୟା ରଖିଛନ୍ତି ଆକାଶ । ସେ…

ବିଜେଡି ଛାଡିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ବିଜେପିରେ ମିଶିବା ନେଇ ଚର୍ଚ୍ଚା

ଭୁବନେଶ୍ବର: ବିଜେଡି ଛାଡିଲେ ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି । ଦଳରେ ନିରନ୍ତର ଅବହେଳା ଅଭିଯୋଗ କରି ସେ ଇସ୍ତଫା ଦେଇଥିବା ଜଣାପଡିଛି । ପ୍ରିୟଦର୍ଶୀ ମିଶ୍ର ହେଉଛନ୍ତି ପୂର୍ବତନ…

ଆସ୍କା ଲୋକସଭା: ଦୁଇ ସାଙ୍ଗଙ୍କ ଦୁଇ ଝିଅ ଆମ୍ନାସାମ୍ନା

ବ୍ରହ୍ମପୁର: ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ମୈଦାନ କୁହାଯାଉଥିବା ଗଞ୍ଜାମ ଜିଲ୍ଲାର ଆସ୍କା ଲୋକସଭା ନିର୍ବାଚନ ମଣ୍ଡଳୀ ବ୍ରହ୍ମପୁରରେ ଦେଖିବାକୁ ମିଳିଛି ଏକ ନିଆରା ନିର୍ବାଚନୀ ଲଢ଼େଇ। ଜନତା ଦଳ, ବିଜେଡି ଓ ବିଜେପିର ଅଭିଜ୍ଞ ନେତା ସ୍ୱର୍ଗତ ରାମକୃଷ୍ଣ…

ପ୍ରଚାର ବେଳେ ନେତା ଆଇନ୍ ନମାନିଲେ ସି-ଭିଜିଲ ଆପରେ ଲୋକେ କରୁଛନ୍ତି ଅଭିଯୋଗ

ନୂଆଦିଲ୍ଲୀ: ଶୁକ୍ରବାର ଦିନ ନିର୍ବାଚନ ଆୟୋଗ କହିଛନ୍ତି ଯେ ଲୋକସଭା ନିର୍ବାଚନ ଘୋଷଣା ହେବା ପରଠାରୁ ସି-ଭିଜିଲ ଆପ୍ ମାଧ୍ୟମରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନର ୭୯ ହଜାରରୁ ଅଧିକ ଅଭିଯୋଗ ଆସିଛି। ନିର୍ବାଚନ ଆୟୋଗ ଏକ ସରକାରୀ ବିଜ୍ଞପ୍ତିରେ କହିଛି ଯେ ଏହି ଅଭିଯୋଗଗୁଡ଼ିକ ମଧ୍ୟରୁ ୯୯% ରୁ…

ପ୍ରାର୍ଥୀ ଘୋଷଣା କରିବାରେ କାହିଁକି ବିଳମ୍ବ କରୁଛି ରାଜ୍ୟ କଂଗ୍ରେସ?

ଭୁବନେଶ୍ୱର: ଓଡ଼ିଶାରେ ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିବାରେ ବିଳମ୍ବ କାହିଁକି କରୁଛି ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଦଳ ନିଜ ସ୍ଥିତିକୁ ସୁଧାରିବା ପାଇଁ ଉପଯୁକ୍ତ ପ୍ରାର୍ଥୀ ଚିହ୍ନଟ କରିବାକୁ ସଂଘର୍ଷ କରୁଛି ବୋଲି ଚର୍ଚ୍ଚା ଜୋର ଧରିଛି। ଶାସକ ବିଜେଡି ଓ ମୁଖ୍ୟ…

ବିଜେଡି ଛାଡି ବିଜେପିରେ ମିଶିଲେ ପୂର୍ବତନ ସାଂସଦ ଧନେଶ୍ୱର ମାଝୀ

ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲାର ପୁରୁଖା ନେତା ତଥା ପୂର୍ବତନ ସାଂସଦ ଧନେଶ୍ୱର ମାଝୀ ବିଜୁ ଜନତା ଦଳରୁ ଇସ୍ତଫା ଦେଇ ଭାରତୀୟ ଜନତା ପାର୍ଟି (ବିଜେପି)ରେ ସାମିଲ ହୋଇଛନ୍ତି। ବିଧାନସଭା ଓ ଲୋକସଭା ନିର୍ବାଚନ ପୂର୍ବରୁ ଦଳ ବଦଳାଇଛନ୍ତି ଧନେଶ୍ୱର। ପୂର୍ବରୁ ରାଜ୍ୟସଭା ସଦସ୍ୟ ଥିବା ତଥା…

ଅପରାଜିତାଙ୍କୁ ମନ୍ମଥ ଚେକ୍ !

ଭୁବନେଶ୍ୱର: ଭୁବନେଶ୍ୱର ରାଜନୀତିରେ ମନ୍ମଥ ଟୁଇଷ୍ଟ । ଅପରାଜିତାଙ୍କୁ ଚେକ୍ ଦେବେ କି ମନ୍ମଥ ? ବିଜେଡିର ପଲିିଟିକାଲ ସରପ୍ରାଇଜରେ ଦଳକୁ କେତେ ଲାଭ ? ସମୀକରଣ ଓଲଟପାଲଟ କରିବ କି ସୁର ଫ୍ୟାକ୍ଟର ? ମନ୍ମଥଙ୍କ ସପକ୍ଷରେ ଯିବ କି କଂଗ୍ରେସ ଭୋଟ୍ ବ୍ୟାଙ୍କ ? ଚବିଶ ରଣଭୂମିରେ ଏଥର ଭୁବନେଶ୍ୱର…

“ମିଥ୍ୟା ପ୍ରଗତିର ଅଭିନବ ପ୍ରଚାରକ ନବୀନ ସରକାର”

ଭୁବନେଶ୍ୱର: ରାଜସ୍ୱ ବଳକା ରାଜ୍ୟର ଡିଣ୍ଡିମ ପିଟୁଥିବା ନବୀନ ଶାସନରେ ଓଡ଼ିଶାର ଶ୍ରମିକ ଅନ୍ୟାନ୍ୟ ରାଜ୍ୟ ତୁଳନାରେ ସର୍ବନିମ୍ନ ମଜୁରୀ ପାଇବାକୁ କାହିଁକି ବାଧ୍ୟ ହେଉଛି? ଗୋଆ ଭଳି ଛୋଟିଆ ରାଜ୍ୟର ଶ୍ରମିକ ଦୈନିକ ୩୫୭ଟଙ୍କା ମଜୁରୀ ପାଉଥିବାବେଳେ ଓଡ଼ିଆ ଶ୍ରମିକଙ୍କୁ ୨୫୪ଟଙ୍କା ମଜୁରୀ ‘ଶ୍ରମିକ…

ମୋଦି ଗ୍ୟାରେଂଟି ସଫଳ, ନବୀନଙ୍କ ଯୋଜନାର ଗ୍ୟାରେଂଟି ନାହିଁ କି ୱାରେଂଟି ନାହିଁ: ବିଜେପି

ଭୁବନେଶ୍ୱର: ମୋଦି ଗ୍ୟାରେଂଟି ପାଇଁ ଆଜି ଓଡିଶାର ଗରିବ ଲୋକଙ୍କ ଜୀବନ ଧାରଣମାନରେ ପରିବର୍ତ୍ତନ ଆସିଛି । ଗରିବ ଲୋକଙ୍କର ମୌଳିକ ଆବଶ୍ୟକତା ଯଥା ପକ୍କାଘର, ଚାଉଳ, ବିଜୁଳି, ପିଇବା ପାଣି, ରାସ୍ତା, ନିଯୁକ୍ତି ଆଦି ପ୍ରସଙ୍ଗରେ ମୋଦି ସରକାରଙ୍କ ଯୋଜନା ଓଡିଶା ଲୋକଙ୍କୁ ଲାଭ ଦେଇଛି । କିନ୍ତୁ…

‘ପୋଲିସ ଓ ପ୍ରଶାସନକୁ ବ୍ୟବହାର କରି ଜନତାଙ୍କୁ ଧମକାଇ ଭୋଟ୍ ହାତେଇବାର ଅପଚେଷ୍ଟା କରୁଛି ବିଜେଡି’

ଭୁବନେଶ୍ୱର: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ବିଜୁ ଜନତା ଦଳ ସରକାର ନିର୍ବାଚନ ଜିତିବା ପାଇଁ କ୍ଷମତା ଅପବ୍ୟବହାର କରୁଛି । ବିଡିଓ, ପୋଲିସ ଅଧିକାରୀ ତଥା ବଡ ବଡ ପୋଲିସ ଅଫିସରମାନଙ୍କୁ ବିଜେଡି ନିଜର ଦଳୀୟ କାର୍ଯ୍ୟରେ ଲଗାଉଛି । ନିର୍ବାଚନ ଆସିଲେ ପ୍ରଶାସନ ଅଧିକାରୀମାନେ ବିଜେଡିର କର୍ମୀଭଳି…