Latest Odisha News

BREAKING NEWS

Browsing Category

ରାଜନୀତି

ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ୱର: ବିଜେପି ଛାଡିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା । ସେ ଆଜି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି । ପ୍ରକାଶ ଚନ୍ଦ୍ର ବେହେରା କଟକ ଜିଲ୍ଲା ବିଜେପି ସଭାପତି…

ବାପା, ମାଆ ସିଟରେ ଲଢ଼ିବେ ପୁଅ

ଭୁବନେଶ୍ୱର: ବାପା ଲଢୁଥିଲେ । ଏବେ ମୈଦାନରେ ପୁଅ । ରାଜ୍ୟର କିଛି ଭେଟେରାନ ଓ ହେଭିୱେଟ ନେତାଙ୍କ ପୁଅ ଏଥର ନିର୍ବାଚନ ମୈଦାନକୁ ଓହ୍ଲାଉଛନ୍ତି । ବାପା ପ୍ରତ୍ୟକ୍ଷ ନିର୍ବାଚନରୁ ଦୂରେଇ ଯାଉଥିବା ବେଳେ ସେମାନଙ୍କର ଉତ୍ତରାଧିକାରୀ ଏଥର ଭାଗ୍ୟ ପରୀକ୍ଷା କରାଇବେ । ପାଟକୁରାରୁ ଲଢ଼ିବେ ବରିଷ୍ଠ…

ଦୀପାଳି-ବର୍ଷା-ଅଳକା: କାହାକୁ ଟିକେଟ, କାହାର କଟିବ ?

ଭୁବନେଶ୍ୱର: ୩ ଉପନିର୍ବାଚନ ବିଜେତାଙ୍କୁ ପ୍ରଥମ ପର୍ଯ୍ୟାୟରେ କାହିଁକି ମିଳିଲାନି ବିଜେଡି ଟିକେଟ ? ପ୍ରାର୍ଥୀ ଘୋଷଣା ପରେ ବରଗଡ ଲୋକସଭା କ୍ଷେତ୍ରକୁ ନେଇ ବଢ଼ିଛି ଚର୍ଚ୍ଚା । ଗତକାଲି ବିଜେଡି ବରଗଡ ଜିଲ୍ଲା ତଥା ଲୋକସଭା କ୍ଷେତ୍ରର ୪ ବିଧାନସଭା ପାଇଁ ପ୍ରାର୍ଥୀ ଦେଲା । ବାକି ରହିଲା ଆଉ…

ପଦ୍ମ ଧରିଲେ ଭାରତର ସବୁଠାରୁ ଧନୀ ମହିଳା ସାବିତ୍ରୀ ଜିନ୍ଦଲ

ନୂଆଦିଲ୍ଲୀ: ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ଭାରତର ସବୁଠାରୁ ଧନୀ ମହିଳା ତଥା ହରିୟାଣାର ପୂର୍ବ ମନ୍ତ୍ରୀ ସାବିତ୍ରୀ ଜିନ୍ଦଲ(୮୪) ବିଜେପିରେ ସାମିଲ ହୋଇଛନ୍ତି। ବର୍ତ୍ତମାନ ଭାରତର ସବୁଠାରୁ ଧନୀ ମହିଳା ତଥା ଦେଶର ଶ୍ରେଷ୍ଠ ଧନୀ ବ୍ୟକ୍ତିଙ୍କ ତାଲିକାରେ ଥିବା ସାବିତ୍ରୀ ଜିନ୍ଦଲ କଂଗ୍ରେସ…

ବିଜେଡ଼ି ଟିକେଟ ଘୋଷଣା ପରେ ଜଗା ଦର୍ଶନ ସହ ଆଶୀର୍ବାଦ ନେଲେ ପ୍ରଣବ ପ୍ରକାଶ ଓ ସଞ୍ଜୟ ଦାସବର୍ମା

ପୁରୀ: ନିର୍ବାଚନ ପାଇଁ ବିଜେଡି ପ୍ରଥମ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଚଳିତ ବର୍ଷ ବିଜେଡିର ବରିଷ୍ଠ ନେତା ସଞ୍ଜୟ ଦାସବର୍ମା ପୁରୀ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି । ସେ ସତ୍ୟବାଦୀ ନିର୍ବାଚନ ମଣ୍ଡଳୀରୁ ବିଜେଡ଼ି ପ୍ରାର୍ଥୀ ଭାବେ…

ଏମାନଙ୍କର ଟିକେଟ୍ କାଟିଲା ବିଜେଡି ?

ଭୁବନେଶ୍ନର: ଲୋକସଭା ପାଇଁ ୧୫ ଯୋଦ୍ଧା ଘୋଷଣା କରିଛି ବିଜେଡି । ୨୩ ଜିଲ୍ଲାର ୭୨ ବିଧାୟକ ପ୍ରାର୍ଥୀ ତାଲିକା ଜାରି ହୋଇଛି । କଟିଲା ଆସିକା ଓ ଢେଙ୍କାନାଳ ସାଂସଦଙ୍କ ଟିକେଟ । ଢେଙ୍କାନାଳରୁ ମହେଶ ସାହୁଙ୍କୁ ପ୍ରାର୍ଥୀ କରିନି ଦଳ । ତାଙ୍କ ସ୍ଥାନରେ ନବାଗତ ଅବିନାଶ ସାମଲଙ୍କୁ ଲୋକସଭା ଟିକେଟ…

ଶିବସେନାରେ ସାମିଲ ହେଲେ ଗୋବିନ୍ଦା; କହିଲେ, ‘ବନବାସ ସାରି ରାମ ରାଜ୍ୟକୁ ଫେରିଲି’

ମୁମ୍ବାଇ: ଶିବସେନାରେ ସାମିଲ ହେଲେ ବିଲଉଡ ଅଭିନେତା ଗୋବିନ୍ଦା । ଆଜି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଉପସ୍ଥିତିରେ ସେ ଶିବସେନାରେ ଯୋଗ ଦେଇଛନ୍ତି । ଗୋବିନ୍ଦାଙ୍କୁ ଶିବସେନାରୁ ଟିକେଟ ମିଳିପାରେ ବୋଲି ଚର୍ଚ୍ଚା ହେଉଛି । ଏହା ପୂର୍ବରୁ ବୁଧବାର ଗୋବିନ୍ଦା ଶିନ୍ଦେ କ୍ୟାମ୍ପ…

‘ନବୀନଙ୍କ ନାଁ ବିନା ଭର୍ତ୍ତୃହରି ଓ ସିଦ୍ଧାନ୍ତ ୱାର୍ଡମେମ୍ବର ଜିତିବାର କ୍ଷମତା ନାହିଁ’

ଭୁବନେଶ୍ବର: ଆଜି ବିଜେପି ରେ ଯୋଗଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକସଭା ସାସଂଦ ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା । ବିଜେଡିର ଦୁଇ ହେଭିଓ୍ବେଟ୍ ନେତା ବିଜେପିରେ ସାମିଲ ହେବା ପରେ ଏନେଇ ପ୍ରତିକ୍ରିୟା ରଖିଛି ବିଜେଡି । ବିଜେଡି ସାମସଦ…

୨୩୮ ଥର ହାରିବା ପରେ ବି ଲୋକସଭା ପ୍ରାର୍ଥୀ ହୋଇ ରେକର୍ଡ କଲେ କେ.ପଦ୍ମରାଜନ

ମେଟୁର: ସାଧାରଣ ନିର୍ବାଚନ ହେବାକୁ କିଛି ଦିନ ବାକି ଥିବା ବେଳେ ସାରା ଦେଶରେ ଏବେ ଚାଲିଛି ନିର୍ବାଚନୀ ସମ୍ବୋନ୍ଧୀୟ ଆଲୋଚନା। କେଉଁ ଆସନରୁ କାହାକୁ ଟିକେଟ ମିଳିଛି ସେନେଇ ବିଭିନ୍ନ ସ୍ଥାନରେ ଆଲୋଚନା ଚାଲିଛି। ଏହାରି ଭିତରେ ତାମିଲନାଡୁରୁ ଏକ ଖବର ଆସିଛି ଯାହା ଶୁଣିଲେ ଆପଣ ବି ଆଶ୍ଚର୍ଯ୍ୟ…

ବିଜେପିରେ ସାମିଲ ହେଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ

ଭୁବନେଶ୍ବର: ନିର୍ବାଚନ ଯେତିକି ପାଖଉଛି ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି ।ଏହି କ୍ରମେର ବିଜେପିରେ ସାମିଲ ହେଲେ ହେଭିଓ୍ବେଟ୍ ନେତା । ଆଜି ପଦ୍ମ ଧରିଲେ କଟକ ସାଂସଦ ଭର୍ତ୍ତୁହରି ମହତାବ, ବିଜେଡିରୁ ୨ ଥର ସାଂସଦ ଥିବା ସିଦ୍ଧାନ୍ତ ମହାପାତ୍ର ଓ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା । ଆଜି…