Latest Odisha News

BREAKING NEWS

Browsing Category

ରାଜନୀତି

ପଦମପୁରକୁ ଜିଲ୍ଲା କରାଇ ଦେଉନାହାନ୍ତି ବିରୋଧି: ପାଣ୍ଡିଆନ

ପଦମପୁର: ପଦମପୁରକୁ ଜିଲ୍ଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ରାଜ୍ୟ ସରକାର ମଧ୍ୟ ବିଜ୍ଞପ୍ତି ପ୍ରକାଶ କଲେ । ଏପରିକି ଜିଲ୍ଲାପାଳ କାର୍ଯ୍ୟାଳୟ ପାଇଁ ମଧ୍ୟ ଜାଗା ଚିହ୍ନଟ କରାଗଲା । କିନ୍ତୁ ଚକ୍ରାନ୍ତକାରୀ ଗୋଷ୍ଠୀ ତାକୁ ବନ୍ଦ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ପଦମପୁର…

ଓଡ଼ିଶାର ଅସ୍ମିତା ପାଇଁ ରାଜ୍ୟ ବିଜେପି ଉପସଭାପତିଙ୍କ ନେତୃତ୍ବରେ ଶ୍ରୀମନ୍ଦିରରୁ ବାହାରିଲା ମହାପ୍ରଭୁଙ୍କ ବିଜୟ ମାଳ ଓ…

ପୁରୀ: ରାଜ୍ୟ ବିଜେପି ଉପସଭାପତି ତଥା ଯୁବ ଦଇତାପତି ଭବାନୀ ଦାସ ମହାପାତ୍ରଙ୍କ ନେତୃତ୍ବରେ ଆଜି ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରୁ ବାହାରିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଜୟ ମାଳ ଓ ମହାପ୍ରସାଦ । ଓଡ଼ିଶାର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ପ୍ରାର୍ଥୀଙ୍କ ବିଜୟ କାମନା ସହ ଓଡ଼ିଶାର…

ବିଜେଡିରେ ସାମିଲ ହେଲେ ଅଭିନେତା ଅଖିଳ ପଟ୍ଟନାୟକ

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ଅଭିନେତା ଅଖିଳ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ମଙ୍ଗରାଜ ଓ ଖୋର୍ଦ୍ଧା ପର୍ଯ୍ୟବେକ୍ଷକ ରବୀନ୍ଦ୍ର ଜେନାଙ୍କ ପକ୍ଷରୁ ତାଙ୍କୁ ଦଳକୁ ସ୍ୱାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର । କିଛି ଦିନ…

ଭବାନୀପାଟଣାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ: କହିଲେ ‘ଯାହା ଆମେ କହୁ ତାହା କରୁ, ଏହା ଆମ ଚରିତ୍ର’

ଭବାନୀପାଟଣା: ଲୋକସଭା ନିର୍ବାଚନର ମାହୋଲ ଭିତରେ ଘନ ଘନ ଓଡିଶାକୁ ଛୁଟୁଛି କେନ୍ଦ୍ରିୟ ନେତାଙ୍କ ସୁଅ । ଏହାରିଭିତରେ ଓଡ଼ିଶାରେ ପହଞ୍ଚିଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଓଡ଼ିଶା ଗସ୍ତରେ ଆସି ଭବାନୀପାଟଣାରେ ପହଞ୍ଚିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି…

କଂଗ୍ରେସ ନେତା ସାମ୍ ପିଟ୍ରୋଡାଙ୍କ ବୟାନକୁ ନେଇ ବିବାଦ: କହିଲେ’ଦକ୍ଷିଣ ଭାରତର ଲୋକେ ଆଫ୍ରିକୀୟ ପରି…

ନୂଆଦିଲ୍ଲୀ: ଦେଶରେ ଚାଲିଛି ନିର୍ବାଚନ ପର୍ବ। ଲୋକସଭା ନିର୍ବାଚନ ମଧ୍ୟରେ ଭାରତୀୟ ବିଦେଶ କଂଗ୍ରେସ ଅଧ୍ୟକ୍ଷ ସାମ୍ ପିଟ୍ରୋଡା ପୁଣି ଥରେ ଏକ ବିବାଦୀୟ ବୟାନ ଦେଇଛନ୍ତି। ସାମ୍ ପିଟ୍ରୋଡା ତାଙ୍କ ବୟାନରେ ଭାରତର ବିବିଧ ସଂସ୍କୃତି ବିଷୟରେ କହିଛନ୍ତି। ଏହି ବିବିଧତାକୁ ଅନ୍ୟ ଦେଶ ସହ ତୁଳନା…

କଂଗ୍ରେସ ଏବଂ ବିଆରଏସ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ: ମୋଦୀ

ହାଇଦ୍ରାବାଦ: ତେଲେଙ୍ଗାନା ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ତେଲେଙ୍ଗାନାର କରିମନଗରରେ ଆୟୋଜିତ ଏକ ନିର୍ବାଚନୀ ସମାବେଶକୁ ସମ୍ବୋଧିତ କରିଛନ୍ତି ମୋଦୀ । ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ ବିରୋଧୀ ଦଳକୁ ଟାର୍ଗେଟ କରି କହିଛନ୍ତି ଯେ, ତୃତୀୟ ପର୍ଯ୍ୟାୟ ମତଦାନ ପରେ…

ଆଜି କଳାହାଣ୍ଡି ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ରାଜନାଥ, ଦଳୀୟ କର୍ମୀଙ୍କୁ ଦେବେ ଗୁରୁମନ୍ତ୍ର

ଭୁବନେଶ୍ବର: ଆସିଯାଇଛି ନିର୍ବାଚନର ଋତୁ, ଭୋଟରକୁ ନିଜ ଆଡକୁ ଆକୃଷ୍ଟ କରିବା ପାଇଁ ନେତା ଓ ପ୍ରାର୍ଥୀ କେତେବେଳେ ଜନ ସମାବେଶର ଆୟୋଜନ କରୁଛନ୍ତି ଆଉ କେତେବେଳେ ଶୋଭାଯାତ୍ରାରେ ଲାଗି ପଡିଛନ୍ତି । ଚଳିତ ବର୍ଷ କଳାହାଣ୍ଡି ଜିଲ୍ଲାରେ ହେବାକୁ ଯାଉଛି ତ୍ରିମୁଖି ଲଢେଇ । ଏହି ପରିପେକ୍ଷୀରେ…

ରୁଦ୍ରଙ୍କ ବିରୋଧରେ ଲଢିବେ କି ତାଙ୍କ ସ୍ତ୍ରୀ ?

ଭୁବନେଶ୍ବର : ନିର୍ବାଚନ ମଇଦାନରେ ସ୍ବାମୀ ସ୍ତ୍ରୀ ମୁହାଁମୁହିଁ । ପିପିଲି ରାଜନୀତିରେ ବଡ ଟୁଇଷ୍ଟ । ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀଙ୍କ ବିରୋଧରେ ପ୍ରାର୍ଥୀ ହୋଇଛନ୍ତି ପତ୍ନୀ ଜାଗୃତି ପଣ୍ଡା। ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ କରିଛନ୍ତି ଜାଗୃତି । ତେବେ ସ୍ବାମୀଙ୍କ ବିରୋଧରେ…

ସଙ୍କଟରେ ହରିୟାଣାର ବିଜେପି ସରକାର, ସମର୍ଥନ ପ୍ରତ୍ୟାହାର କଲେ ୩ ସ୍ବାଧୀନ ବିଧାୟକ

ଚଣ୍ଡିଗଡ: ହରିୟାଣାରେ ବଡଧରଣର ରାଜନୈତିକ ହଲଚଲ ଦେଖିବାକୁ ମିଳିଛି । ବର୍ତ୍ତମାନ ସମର୍ଥନ ପ୍ରତ୍ୟାହାର କରିଛନ୍ତି ୩ ସ୍ବାଧୀନ ବିଧାୟକ । ସମର୍ଥନ ଫେରାଇ ନେବା ପରେ ହରିୟାଣାର ସୈନୀ ସରକାର ଏବେ ଅଡ଼ୁଆରେ ଫସିଛନ୍ତି । ସମସ୍ତ ୩ ବିଧାୟକ ବର୍ତ୍ତମାନ କଂଗ୍ରେସକୁ ସମର୍ଥନ କରିଛନ୍ତି । ଏହି ତିନି…

ନାମାଙ୍କନ ପତ୍ର ଦାଖଲ କଲେ ଡ଼ା.ରାଜଶ୍ରୀ ମଲ୍ଲିକ ଓ ରମାକାନ୍ତ ଭୋଇ

ଜଗତସିଂହପୁର: ଶେଷ ପର୍ଯ୍ୟାୟ ନିର୍ବାଚନ ଅର୍ଥାତ ଜୁନ୍ ୧ ତାରିଖରେ ହେବାକୁ ଥିବା ଭୋଟ୍ ଗ୍ରହଣ ପ୍ରକ୍ରିୟା ନିମନ୍ତେ ଆଜି ଠାରୁ ଆରମ୍ଭ ହୋଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । ଆଜି ପ୍ରଥମ ଦିନରେ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ରମାକାନ୍ତ ଭୋଇ ଓ…