Latest Odisha News

BREAKING NEWS

Browsing Category

ରାଜନୀତି

ବାଲେଶ୍ୱର ବିଗ୍ ଫାଇଟ୍: ରିପିଟ୍ ହେବେ କି ପ୍ରତାପ ?

ଭୁବନେଶ୍ୱର: ବାଲେଶ୍ୱରରେ ଚବିଶ ଦେଖିବ ବଡ ଲଢେଇ । ପୁଣି ବିଜେପି ନନାଙ୍କୁ କରିବ ଭରସା ? ନା ଖାରବେଳ ସ୍ୱାଇଁ ହେବେ ନୂଆ ସେନାପତି ? ବିଜେଡିରୁ ବାଲେଶ୍ୱର ମଇଦାନରେ କିଏ ହେବେ ପ୍ରାର୍ଥୀ ? ପୁଣି ରବୀନ୍ଦ୍ର ଜେନାଙ୍କୁ ଓହ୍ଲାଇବ କି ବିଜେଡି ? ନା ଶଙ୍ଖରୁ ମିଳିବ ସରପ୍ରାଇଜ୍ ? କଂଗ୍ରେସ…

ଓଡ଼ିଶାରେ ସର୍ବାଧିକ ସମ୍ପତ୍ତି ଥିବା ଶ୍ରେଷ୍ଠ ୧୦ ବିଧାୟକଙ୍କ ମଧ୍ୟରେ ବିଜେଡିର ୭ ବିଧାୟକ; ନବୀନ ସବୁଠାରୁ ଧନୀ

ଭୁବନେଶ୍ୱର: ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍ (ଏଡିଆର)ର ଏକ ରିପୋର୍ଟ ଅନୁଯାୟୀ, ବିଜୁ ଜନତା ଦଳର ୭ ଜଣ ସଦସ୍ୟ ଓଡ଼ିଶାର ଶ୍ରେଷ୍ଠ ୧୦ ଧନୀ ବିଧାୟକଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି। ୨୦୧୯ ବିଧାନସଭା ନିର୍ବାଚନ ଓ ପରବର୍ତ୍ତୀ ଉପନିର୍ବାଚନ ପାଇଁ ବିଧାୟକମାନେ ଦାଖଲ କରିଥିବା…

ନବୀନ ବାବୁଙ୍କ ୨୪ ବର୍ଷର ସରକାରରେ ଓଡ଼ିଶା ପାଇଛି କ’ଣ : ଯୁବ କଂଗ୍ରେସ

ଭୁବନେଶ୍ୱର: ଆଜି ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ସାଧାରଣ ସମ୍ପାଦକ ତଥା ଗଣମାଧ୍ୟମ ବିଭାଗର ଅଧ୍ୟକ୍ଷ ସୁଦିପ ସାମଲ କଂଗ୍ରେସ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସାମ୍ବାଦିକମାନଙ୍କୁ ସମ୍ବୋର୍ଦ୍ଧିତ କରି ବିଜୁ ଜନତାଦଳ ସରକାରର ୨୪ ବର୍ଷ ଶାସନ କାଳରେ ଓଡ଼ିଶା ପାଇଛି କ’ଣ…

ରାଜନୀତିରେ ଇନ୍ଦିରାଙ୍କର ସେହି ୪ କଳାଦିନ

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ଆଉ କିଛି ଦିନ ବାକି ରହିଯାଇଛି। ଆଜିଠାରୁ ନିର୍ବାଚନ ପାଇଁ ବିଜ୍ଞପ୍ତି ଆରମ୍ଭ ହୋଇଛି। ତେବେ ଏହାରି ମଧ୍ୟରେ ଦେଶର ଚର୍ଚ୍ଚିତ ନିର୍ବାଚନ ତଥା ଦେଶର ଷଷ୍ଠ ଲୋକସଭା ନିର୍ବାଚନ ବିଷୟରେ ଜାଣିବାକୁ ପ୍ରୟାସ କରିବା। ଯେଉଁ ନିର୍ବାଚନ ୧୯୭୭ରେ ଅନୁଷ୍ଠିତ…

ଝାଡ଼ଖଣ୍ଡ ରାଜନୀତିରେ ତେଜୁଛି ସୋରେନ ପରିବାରର ‘ଫ୍ୟାମିଲି ଡ୍ରାମା’

ରାଞ୍ଚି: ଶିବୁ ସୋରେନଙ୍କ ପରିବାରିକ କନ୍ଦଳ ଏବେ ପଦାରେ ପଡ଼ିଲାଣି। ବଡ଼ ବୋହୂ ସୀତା ସୋରେନଙ୍କ ବିଜେପିରେ ଯୋଗଦାନ ପରେ ପରିବାର ସଦସ୍ୟଙ୍କ ମଧ୍ୟରେ ଏବେ ଏକ ଆରୋପ ପ୍ରତ୍ୟାରୋପ ସାମ୍ନାକୁ ଆସିଛି। ସୀତା ବିଜେପିରେ ଯୋଗଦେବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା…

ରୋଚକ ମୋଡ଼ରେ ନୂଆପଡ଼ା ରାଜନୀତି: ଦୋଛକିରେ ନେତା ଓ କର୍ମୀ

ନୂଆପଡ଼ା: ରାଜନୀତିର ଉଷ୍ମତା ଭିତରେ ନୂଆପଡ଼ା ରାଜନୀତି ଆହୁରି ରୋଚକ ମୋଡ଼ରେ ପହଞ୍ଚିଛି । ମନ୍ତ୍ରୀ ନୂଆପଡା ବିଧାନସଭା ମଣ୍ଡଳୀରୁ ତିନି ଥର ବିଧାୟକ ହୋଇ ବର୍ତ୍ତମାନ ରାଜ୍ୟ ସରକାରଙ୍କ ମନ୍ତ୍ରୀ ଥିବା ରାଜେନ୍ଦ୍ର ପ୍ରସାଦ ଢୋଲକିଆ ନୂଆପଡା ଜିଲ୍ଲା ଖଡ଼ିଆଳ ବିଧାୟକ କଂଗ୍ରେସ ଛାଡିବା ଓ…

ନବୀନ ନିବାସରେ ଘନ ଘନ ବୈଠକ

ଭୁବନେଶ୍ୱର: ରାଜ୍ୟରେ ମେଣ୍ଟ ନେଇ ସସ୍ପେନ୍ସ ଜାରି ରହିଛି। ଗତକାଲି ଏହି ମେଣ୍ଟକୁ ନେଇ ବିଜେଡ଼ି ନେତା ଭିକେ ପାଣ୍ଡିଆନ ଦେଇଥିବା ମନ୍ତବ୍ୟ ସସ୍ପେନ୍ସକୁ ଆହୁରି ବଢାଇ ଦେଇଛି। ସେପଟେ ଆଜି ଦିନ ତମାମ ନବୀନ ନିବାସରେ ଘନ ଘନ ବୈଠକ ଜାରି ରହିଥିବା ଦେଖିବାକୁ ମିଳିଛି। କୁହାଯାଉଛି କି ଆଗାମୀ…

ପ୍ରଧାନମନ୍ତ୍ରୀଙ୍କୁ ଖଡ଼ଗେଙ୍କ ଟାର୍ଗେଟ, କହିଲେ ‘ମୋଦିଙ୍କ ଗ୍ୟାରେଣ୍ଟି ଚାଇନିଜ’

ନୂଆଦିଲ୍ଲୀ: ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ରାଜନୈତି ଦଳ ପରସ୍ପର ମଧ୍ୟରେ ସେତେ ଜୋରଦାର ବୟାନ ବାଜି ଚାଲିଛି। ଏହାରି ଭିତରେ ମୋଦୀଙ୍କୁ ନେଇ ମଲ୍ଲିକାର୍ଜୁନ ଖଡ଼ଗେ ଆଉ ଏକ ବୟାନ ଦେଇଛନ୍ତି। ଯାହାକୁ ନେଇ ଏବେ ଚର୍ଚ୍ଚା ଚାଲିଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ…

ତାମିଲନାଡୁରେ ନିଶ୍ଚିତ ପଦ୍ମ ଫୁଟିବ: ତାମିଲସାଇ ସୁନ୍ଦରରାଜନ

ନୂଆଦିଲ୍ଲୀ: ବିଜେପିରେ ଯୋଗ ଦେଲେ ତେଲେଙ୍ଗାନାର ପୂର୍ବତନ ରାଜ୍ୟପାଳ ତାମିଲସାଇ ସୁନ୍ଦରରାଜନ । ସେ ଦୁଇ ଦିନ ପୂର୍ବରୁ ତେଲେଙ୍ଗାନା ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିଲେ । ଏହାସହ ସେ ପୁଡୁଚେରୀର ଏଲଜି ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି । ତାମିଲନାଡୁ ବିଜେପି ମୁଖ୍ୟ ଆନ୍ନାମଲାଇଙ୍କ ଉପସ୍ଥିତିରେ…

ଗୁଣ୍ଡୁଚି ମୂଷା ହୋଇ ବିକଶିତ ଓଡ଼ିଶା ଦିଗରେ କାମ କରିବି: ଅଧିରାଜ ପ୍ରାଣିଗ୍ରାହୀ

ଭୁବନେଶ୍ୱର: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ବିଜେଡିରେ ଯୋଗ ଦେଇଛନ୍ତି ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ । ଗତକାଲି କଂଗ୍ରେସ ଦଳରୁ ଇସ୍ତଫା ଦେବା ପରେ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲେ ଅଧିରାଜ । ଶତାଧିକ ସମର୍ଥକଙ୍କ ସହ ଆସି ସେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି ।…