Latest Odisha News

BREAKING NEWS

Browsing Category

ରାଜନୀତି

ଓଡ଼ିଶାରେ ବିଜେଡି, ବିଜେପି ମେଣ୍ଟ ନେଇ ଏଯାଏଁ ହୋଇନି ନିଷ୍ପତ୍ତି: ଅମିତ୍ ଶାହ

ଭୁବନେଶ୍ୱର:  ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟ ନେଇ ଏଯାଏଁ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ । ଏବେ ବି ଏହି ପ୍ରସଙ୍ଗରେ ପୂର୍ଣ୍ଣଚ୍ଛେଦ ପଡ଼ିନି ।  ବିଜେଡି-ବିଜେପି ମେଣ୍ଟ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ  ଆଜି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅମିତ ଶାହ ଏମିତି…

କୋରାପୁଟ ସଂସଦୀୟ କ୍ଷେତ୍ରକୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ

ଭୁବନେଶ୍ୱର: ପ୍ରଥମେ ପୁରୀ, କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ର ପରେ ଏବେ କୋରାପୁଟ ଲୋକସଭା ସଂସଦୀୟ କ୍ଷେତ୍ର ଲାଗି ବିଜେଡିର ସମୀକ୍ଷା ବୈଠକ । ନବୀନ ନିବାସରେ କୋରାପୁଟ ନେତାଙ୍କୁ ନେଇ ଆରମ୍ଭ ହୋଇଛି ଆଲୋଚନା । ପର୍ଯ୍ୟବେକ୍ଷକଙ୍କ ସହ ବିଧାୟକ ଓ ଆଶାୟୀ ନେତାଙ୍କୁ ନେଇ ଆଲୋଚନା କରୁଛନ୍ତି…

କଂଗ୍ରେସରୁ ଇସ୍ତଫା ଦେଲେ ବିଧାୟକ ଅଧିରାଜ ପାଣିଗ୍ରାହୀ

ଭୁବନେଶ୍ୱର: କଂଗ୍ରେସରୁ ଇସ୍ତଫା ଦେଲେ ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ। ରାଜ୍ୟ କଂଗ୍ରେସ ବିଜେଡି-ବିଜେପିର ମେଣ୍ଟ ହେଲେ ଫାଇଦା ହେବ ବୋଲି ଉତ୍ସାହିତ ରହିଥିବା ବେଳେ ଦଳର ବିଧାୟକ ଇସ୍ତଫା ଦେଇଛନ୍ତି। ଯାହା ରାଜ୍ୟ କଂଗ୍ରେସକୁ ଗୋଟିଏ ବଡ଼ ଝଟକା ଲାଗିଛି। ଖଡ଼ିଆଳ ବିଧାୟକ ରାଜ୍ୟ…

ବିଜେପିରେ ଯୋଗ ଦେଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସଂଘର ପୂର୍ବତନ ରାଜ୍ୟ ସଭାପତି ସୁରେଶ ହୋତା

ଭୁବନେଶ୍ୱର: ବିଜେପିରେ ଯୋଗ ଦେଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସଂଘର ପୂର୍ବତନ ରାଜ୍ୟ ସଭାପତି ସୁରେଶ କୁମାର ହୋତା। ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ ବର୍ତ୍ତମାନ ଭାରତବର୍ଷ ବିଶ୍ୱର ନେତୃତ୍ୱ ନେବା ଦିଗରେ ଅଗ୍ରସର ହୋଇଛି । ମୋଦିଜୀଙ୍କ ଗତ ୧୦ ବର୍ଷ…

ଜାଣନ୍ତୁ ଦେଶରେ କେବେ ପ୍ରଥମ ଥର ପାଇଁ ହୋଇଥିଲା ମେଣ୍ଟ ସରକାର, କଣ ରହିଛି ଇତିହାସ

ନୂଆଦିଲ୍ଲୀ: ୧୯୫୧-୫୨ ମସିହାରେ ପ୍ରଥମ ସାଧାରଣ ନିର୍ବାଚନ ପରେ ଦେଶରେ ସଂପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ଥିବା ସରକାର ଗଠନ କରାଯାଇଥିଲା। ସବୁଠୁ ବଡ ଦଳ କଂଗ୍ରେସ ସଂଖ୍ୟାଗରିଷ୍ଠତା ହାସଲ କରିବାରେ ସଫଳ ହୋଇଥିଲା। ସରକାର ଗଠନ ତଥା ପାଞ୍ଚ ବର୍ଷ ଧରି ଏହାକୁ ଚଳାଇବାରେ କୌଣସି ବଡ଼ ରାଜନୈତିକ…

ବଲାଙ୍ଗୀର ଲୋକସଭା ଆସନ: ପ୍ରାର୍ଥୀ ପାଇଁ ନବାଗତ ଓ ପୁରୁଖାଙ୍କ ଲମ୍ବା ଧାଡ଼ି

ଭୁବନେଶ୍ୱର: ଆଗାମୀ ନିର୍ବାଚନ ପାଇଁ ବଲାଙ୍ଗୀର କଂଗ୍ରେସ କ୍ୟାମ୍ପ ବେଶ ଚଳଚଞ୍ଚଳ ହୋଇ ଉଠିଛି। ବିଜେପି-ବିଜେଡ଼ି ମେଣ୍ଟର ଫାଇଦା ନେବାକୁ ଜିଲ୍ଲା କଂଗ୍ରେସ ବେଶ ସକ୍ରିୟ ହୋଇ ଉଠିଛି। ଫଳରେ ଉଭୟ ଲୋକସଭା ଓ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ପ୍ରସ୍ତୁତ ଚଳାଇଛି। ସେପଟେ କଂଗ୍ରେସ କାହାକୁ…

ବିଜେଡ଼ିରେ ଯୋଗ ଦେଲେ ସୋର ପୌରପରିଷଦ ଅଧ୍ୟକ୍ଷ ମାଧବ ଧଡ଼ା

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ସୋର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସୋର ପୌରପରିଷଦର ଅଧ୍ୟକ୍ଷ ମାଧବ ଧଡ଼ା ତାଙ୍କ ସମର୍ଥକଙ୍କ ସହିତ ଅନେକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରତାପ ଜେନା ଓ ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ…

ଜେଡିୟୁକୁ ବଡ ଝଟ୍‌କା, ଦଳରୁ ଇସ୍ତଫା ଦେଲେ ମହାସଚିବ

ନୂଆଦିଲ୍ଲୀ: ଜେଡିୟୁର ଜାତୀୟ ସାଧାରଣ ସମ୍ପାଦକ ମହମ୍ମଦ ଅଲି ଅସରଫ ଫାତମି ମଙ୍ଗଳବାର ଦିନ ଦଳରୁ ଇସ୍ତଫା ଦେଇଛନ୍ତି। ଦରଭଙ୍ଗା ଆସନ ଜିତିବାକୁ ଆଶା ରଖିଥିବା ବେଳେ ସେ ନ୍ୟାସନାଲ ଡେମୋକ୍ରାଟିକ ଆଲାଇନ୍ସର ସିଟ ବଣ୍ଟନ ପରେ ଇସ୍ତଫା ଦେଇଛନ୍ତି। ସେ ଏହା ପୂର୍ବରୁ ରାଷ୍ଟ୍ରୀୟ ଜନତା ଦଳ ସହ…

ଅଜିତ ପାୱାରଙ୍କୁ ଘଡ଼ି ଚିହ୍ନ ବ୍ୟବହାର କରିବାକୁ ଅନୁମତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ନେତୃତ୍ୱାଧୀନ ଏନସିପି ଗୋଷ୍ଠୀକୁ ଘଡ଼ି ଚିହ୍ନ ଏବଂ ଜାତୀୟ କଂଗ୍ରେସ ପାର୍ଟି (ଏନସିପି)ର ନାମ ପ୍ରଦାନ କରିବାକୁ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତି ବିରୋଧରେ ଶରଦ ପାୱାର ଦାଖଲ କରିଥିବା ପିଟିସନର ଜବାବରେ ସୁପ୍ରିମକୋର୍ଟ ଅନେକ…

ମେଣ୍ଟ ନିଷ୍ପତ୍ତି ମୋଦୀ ଓ ନଡ୍ଡା ନେଇପାରିବେ: ପ୍ରଦୀପ ନାଏକ

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ଓ ବିଜେଡି ମଧ୍ୟରେ ମେଣ୍ଟ ହୋଇପାରେ ବୋଲି କଳ୍ପନାଜଳ୍ପନା ଚାଲିଛି। ତେବେ ଏଭଳି ନିଷ୍ପତ୍ତି ରାଜ୍ୟ ୟୁନିଟ୍ ନୁହେଁ, କେନ୍ଦ୍ରୀୟ ନେତୃତ୍ୱ ନେବେ ବୋଲି ପୂର୍ବତନ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ ସ୍ପଷ୍ଟ କରିଛନ୍ତି। ପ୍ରଧାନମନ୍ତ୍ରୀ ଓ ବିଜେପି…