Latest Odisha News

BREAKING NEWS

Browsing Category

ରାଜନୀତି

ନୱାଡାରେ ଗର୍ଜିଲେ ମୋଦୀ, କହିଲେ ଦେଶରୁ ଗରିବ ଦୂରିକରଣ କରିବା ମୋଦୀର ଗୋଟିଏ ମିଶନ

ପାଟନା: ରବିବାର ପ୍ରଧାନମନ୍ତ୍ରୀ ବିହାରର ନୱାଡା ଜିଲ୍ଲାରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରିଛନ୍ତି। ନିର୍ବାଚନ ସମାବେଶକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆରଜେଡି, କଂଗ୍ରେସ ସମେତ ସମଗ୍ର ମହାସଂଘ ଉପରେ ଆକ୍ରମଣ କରିଛନ୍ତି। ଏହାସହ ସେ ବିଜେପି ପ୍ରାର୍ଥୀ ବିବେକ…

ଭାରତୀୟ ରାଜନୀତିର ‘ଶ୍ରେଷ୍ଠ ଫିନିସର୍’ ହେଉଛନ୍ତି ରାହୁଲ ଗାନ୍ଧୀ: ରାଜନାଥ ସିଂ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶରେ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ ବିଜେପି ନିଜର ପ୍ରଚାର ଅଭିଯାନକୁ ଜୋରଦାର କରିଛି। ଏହା ଅଧୀନରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ସିଙ୍ଗରୌଲୀ ଏବଂ ସିଦ୍ଧୀରେ ନିର୍ବାଚନ ସଭାକୁ ସମ୍ବୋଧିତ କରିଥିଲେ। ତେବେ ଏହି ସମ୍ବୋଧିତ ସଭାରେ କଂଗ୍ରେସ ନେତା…

ବିଜେଡିରେ ସାମିଲ ହେଲେ ଗଣେଶ୍ୱର ବେହେରା

ଭୁବନେଶ୍ଵର: ବିଜେଡିରେ ସାମିଲ୍‌ ହେଲେ ବରିଷ୍ଠ ନେତା ଗଣେଶ୍ୱର ବେହେରା । ଶଙ୍ଖ ଭବନକୁ ଆସି ଦଳୀୟ ସମର୍ଥକଙ୍କ ସହ ବିଜେଡିରେ ମିଶିଲେ ଗଣେଶ୍ୱର । ନିକଟରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ ପୂର୍ବତନ ବିଧାୟକ ଗଣେଶ୍ୱର ବେହେରା । କଂଗ୍ରେସର ଜଣେ ଟାଣୁଆ ନେତା ଭାବେ ବେଶ୍ ଜଣାଶୁଣା ଥିଲେ…

ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର, ସକାଳେ ବିଜେପିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ଵର: ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର । ଶଙ୍ଖ ଭବନରେ ଶହ ଶହ କର୍ମୀଙ୍କ ମଧ୍ୟରେ ଆସି ବିଜେଡିରେ ମିଶିଲେ ଲେଖାଶ୍ରୀ । ଆଜି ସକାଳୁ ସକଳୁ ବିଜେପି ଛାଡ଼ିଥିଲେ ଲେଖାଶ୍ରୀ । ସୋସିଆଲ ମିଡିଆରେ ଇସ୍ତଫା ନେଇ ସୂଚନା ଦେଇଥିଲେ ଲେଖାଶ୍ରୀ । ବିଜେଡିରେ ସାମିଲ ହେବା ପରେ…

୫ ସଂସଦୀୟ କ୍ଷେତ୍ର ପାଇଁ ନୂତନ ସଂଯୋଜକ ନିଯୁକ୍ତ କଲା ବିଜେଡି

ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ ବିଜେଡିର ନୂଆ ଷ୍ଟ୍ରାଟେଜି । ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ଚନ୍ଦ୍ରଶେଖର ସାହୁଙ୍କୁ ଦାୟିତ୍ୱ ମିଳିଥିବାବେଳେ ଭଦ୍ରକ ପାଇଁ ମିଳିଛି ଦେବାଶିଷ ସାମନ୍ତରାୟଙ୍କୁ ଦାୟିତ୍ୱ । ସେହିପରି କେନ୍ଦ୍ରାପଡା ପାଇଁ ପ୍ରତାପ ଜେନା, କଳାହାଣ୍ଡି ପାଇଁ ସୁଜିତ କୁମାର ଓ…

ବିଜେପି ଛାଡ଼ିଲେ ଲେଖାଶ୍ରୀ ସାମନ୍ତସିଂହାର, ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା

ଭୁବନେଶ୍ଵର: ସକାଳୁ ସକାଳୁ ବିଜେପିକୁ ଲାଗିଲା ବଡ଼ ଝଟକା । ଦଳ ଛାଡିଲେ ବିଜେପିର ଟାଣୁଆ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର । ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଲେଖାଶ୍ରୀ । ଏନେଇ ସୋସିଆଲ ମିଡିଆରେ ଦେଲେ ସୂଚନା । ବିଜେପିରେ ଉପସଭାପତି ଥିଲେ ଲେଖାଶ୍ରୀ । ବିଜେପି ରାଜ୍ୟ…

ନିର୍ବାଚନ ଲଢ଼ିବା ପାଇଁ ଦିଲୀପ ରାୟଙ୍କ ପ୍ରୟାସ, ଦିଲ୍ଲୀ ହାଇକୋର୍ଟଙ୍କ ରାୟ ଉପରେ ନଜର

ନୂଆଦିଲ୍ଲୀ/ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟ ଏପର୍ଯ୍ୟନ୍ତ ରାୟ ଶୁଣାଇ ନାହାନ୍ତି। ଝାଡ଼ଖଣ୍ଡ ବ୍ଲକ ଆବଣ୍ଟନରେ ଅନିୟମିତତା ସହ ଜଡ଼ିତ କୋଇଲା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ ହେବା ଉପରେ…

ବୁନୁ ବନାମ ବାଇଆଁ: ଭୁବନେଶ୍ୱର ମଧ୍ୟକୁ ନେଇ ଦୋଛକିରେ ବିଜେଡି?

ଭୁବନେଶ୍ୱର: ଦିନ ଗଡୁଛି, କଳି ବଢୁଛି। ବିଜେଡିକୁ ନୟାନ୍ତ କଲାଣି ଭୁବନେଶ୍ୱର ମଧ୍ୟ ସିଟ୍ ! ବୁନୁ ବନାମ ବାଇଆଁ ! କାହାକୁ ପ୍ରାର୍ଥୀ କରିବ ଦଳ ? ଦିନକୁ ଦିନ ଅଣାୟତ ହେବାରେ ଲାଗିଛି ଭୁବନେଶ୍ୱର ମଧ୍ୟ ବିବାଦ । ବିଜେଡି ଟିକେଟ୍ ପାଇଁ ଚରମରେ ଗୋଷ୍ଠୀ କନ୍ଦଳ । ୩ ଥରରେ ବି ଛିଣ୍ଡିଲାନି…

ସାଧାରଣ ନିବାର୍ଚନ ପାଇଁ ଜୋରଦାର ପ୍ରଚାର କଲେ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ

ଭୁବନେଶ୍ବର: ସାଧାରଣ ନିବାର୍ଚନ ଯେତିକି ପାଖେଇ ଆସୁଛି ନେତାଙ୍କର ଜୋରଦାର ପ୍ରସ୍ତୁତି ସେତିକି ଚାଲିଛି।ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ଲୋକସଭା ଆସନ ପାଇଁ ପ୍ରଚାର ଆରମ୍ଭ କରିଛନ୍ତି । ଦେବଗଡ ବିଧାନସଭା କ୍ଷେତ୍ରରେ ପ୍ରଚାରକୁ ଓହ୍ଲାଇଛନ୍ତି ପ୍ରଣବ ପ୍ରକାଶ। ସେ ସେଠାରେ…

ବିଜେଡିରେ ମିଶିଲେ ଡାକ୍ତର ଦେବାନନ୍ଦ ମହାପାତ୍ର

ଭୁବନେଶ୍ବର: ବିଜେଡିରେ ଯୋଗଦେଲେ ବିଶିଷ୍ଟ ବ୍ୟକ୍ତି ସୁପରିଚିତ ଡାକ୍ତର ଦେବାନନ୍ଦ ମହାପାତ୍ର । ଆଜି ଶଙ୍ଖ ଭବନରେ ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ମିଶିଲେ ଡାକ୍ତର ଦେବାନନ୍ଦ । ମୁଖ୍ୟମନ୍ତ୍ରୀଙ୍କ ବିକାଶ ମୂଳକ କାର୍ଯ୍ୟରେ ପ୍ରଭାବିତ ହୋଇ ସେ ବିଜେଡିରେ…