Latest Odisha News

BREAKING NEWS

Browsing Category

ରାଜନୀତି

ମହାପ୍ରଭୁଙ୍କୁ ଆଶୀର୍ବାଦ ନେଇ ରଣାଙ୍ଗନକୁ ଓହ୍ଲାଇଲେ ଲୁଲୁ ତନୟା

ପୁରୀ: ଆଗକୁ ଆସୁଛି ସାଧାରଣ ନିର୍ବାଚନ। ଏନେଇ ସରଗରମ ରାଜ୍ୟ ରାଜନୀତି। ସବିୁ ପାର୍ଥୀ ନିଜ ନିଜର ପ୍ରଚାର ଆରମ୍ଭ କରିଥିବା ବେଳେ ମହାପ୍ରଭୁଙ୍କ ଆଶୀର୍ବାଦ ନେଇ ରଣାଙ୍ଗନକୁ ଓହ୍ଲାଇଛନ୍ତି ସ୍ବର୍ଗତ ଲଲାଟେନ୍ଦୁ ମହାପାତ୍ରଙ୍କ ଝିଅ ଉପାସନା ମହାପାତ୍ର । ରାଜ୍ୟର ସବୁଠାରୁ ଚର୍ଚ୍ଚିତ ଆସନ…

ଟିକେଟ୍‌ ନ ମିଳିବା ଆମ ପରିବାରକୁ ଆଘାତ ଦେଇଛି: ଶିଶିର ଗମାଙ୍ଗ

ଭୁବନେଶ୍ୱର: ମଙ୍ଗଳବାର କଂଗ୍ରେସ ଉଭୟ ଲୋକ ସଭା ଓ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଜାରି କରିଛି । କଂଗ୍ରେସ ୪୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଦଳ ତାର ପ୍ରାର୍ଥୀ ତାଲିକାରେ କିଛି ପୁରୁଣା ଓ ନୂଆ ନେତାଙ୍କୁ ସୁଯୋଗ ଦେଇଥିବା ବେଳେ ଆଶାୟୀ ପ୍ରାର୍ଥୀଙ୍କୁ ଏଥିରୁ…

ବିଜେଡିରେ ସାମିଲ ହେଲେ କୁଚିଣ୍ଡାର ଭବାନୀ ଶଙ୍କର କାଲୋ

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ କୁଚିଣ୍ଡାର ଭବାନୀ ଶଙ୍କର କାଲୋ । ସେ ଅଖିଳ ଭାରତୀୟ ଗଣ୍ଡ ମହାସଭାର ଉପଦେଷ୍ଟା । ୮.୯୩ ଲକ୍ଷ ଗଣ୍ଡଙ୍କ ଉପଦେଷ୍ଟା । ଗଣ୍ଡ ସମାଜକୁ ଆଗେଇବା ପାଇଁ ସେ ବହୁ ଆଗରୁ କାମ କରି ଆସିଛନ୍ତି । ତାଙ୍କ ଅବଦାନ ଓଡ଼ିଶା ଓ ଗଣ୍ଡ ସମାଜ ପାଇଁ ଗର୍ବର ବିଷୟ । ଦଳକୁ…

ବିଜେଡିରେ ମିଶିଲେ ରୋହିତ ଜୋଶେଫ ତୀର୍କି

ଭୁବନେଶ୍ଵର: ବିଜେଡିରେ ମିଶିଲେ ରୋହିତ ଜୋଶେଫ ତୀର୍କି । ତୀର୍କିଙ୍କୁ ଦଳକୁ ସ୍ୱାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର । ରୋହିତଙ୍କ ବାପା ଜର୍ଜ ତୀରକି ଜଣେ ଆଦିବାସୀ ନେତା । ସେ ୨୦୧୯ରେ ବିରମିତ୍ରପୁରରୁ କଂଗ୍ରେସ ଟିକେଟରୁ ଲଢ଼ିଥିଲେ । ତାଙ୍କର ଯୋଗଦାନ ଦଳକୁ ଆହୁରି ଶକ୍ତିଶାଳୀ କରିବ ବୋଲି…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିକଳ୍ପ କିଏ ? ଜାଣନ୍ତୁ କ’ଣ କହିଲେ ଶଶି ଥରୁର

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନକୁ ଅଳ୍ପ କିଛି ଦିନ ବାକି ଥିବା ବେଳେ ଏବେ ଜୋର ଧରିଛି ପ୍ରଧାନମନ୍ତ୍ରୀଙ୍କୁ ନେଇ ଚର୍ଚ୍ଚା। କେବଳ ଦେଶରେ ନୁହେଁ ବରଂ ସାରା ବିଶ୍ୱରେ ମୋଦୀଙ୍କୁ ଅନେକ ପ୍ରଶଂସା କରନ୍ତି। ମୋଦୀ ହେଉଛନ୍ତି ସମସ୍ତଙ୍କର ଲୋକପ୍ରିୟ। ବର୍ତ୍ତମାନ ଦେଶରେ ନରେନ୍ଦ୍ର ମୋଦୀଙ୍କ ବିକଳ୍ପ…

‘ଜେଲରେ କେଜ୍ରିଓ୍ୱାଲ ଅସୁସ୍ଥ, କମିଗଲାଣି ୪ ରୁ ୫ କିଲୋ ଓଜନ’

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ବନ୍ଦୀ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଅସୁସ୍ଥ । କ୍ରମାଗତ ଭାବେ କେଜରିୱାଲଙ୍କ ଓଜନ ହ୍ରାସ ପାଉଥିବା ଜଣାପଡ଼ୁଛି । ଗିରଫ ହେବାର ୧୨ ଦିନ ମଧ୍ୟରେ ତାଙ୍କର ଓଜନ ୪ ରୁ ୫ କିଲୋ କମିଗଲାଣି । ଏନେଇ ଆପ୍ ମନ୍ତ୍ରୀ…

ୱାୟନାଡରୁ ନାମାଙ୍କନ ଦାଖଲ କଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: କେରଳର ୱାୟନାଡ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ତଥା ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ । ଏହି ସମୟରେ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉପସ୍ଥିତ ଥିଲେ । ତେବେ ନାମାନଙ୍କର ଭରିବା ପୂର୍ବରୁ ଏକ ବିଶାଳ ରୋଡ ସୋ କରିଥିଲେ ରାହୁଲ । ଯେଉଁଥିରେ ବହୁ…

ବିଜେଡିରେ ମିଶିଲେ ଭୃଗୁ, ବ୍ରହ୍ମପୁରରୁ ସାଂସଦ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

ଭୁବନେଶ୍ୱର: ପଦ୍ମ ଛାଡି ଶଙ୍ଖ ଧରିଲେ ଭୃଗୁ ବକ୍ସିପାତ୍ର । ଶହ ଶହ ସମର୍ଥକଙ୍କ ସହ ଶଙ୍ଖ ଭବନରେ ଆନୁଷ୍ଠାନିକ ଭାବେ ବିଜେଡିରେ ଯୋଗଦେଲେ ଭୃଗୁ । ସାଂସଦ ମାନସ ମଙ୍ଗରାଜ, ସାଂସଦ ଚନ୍ଦ୍ରଶେଖର ସାହୁ, ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ଭୃଗୁ । ଆଜି ସକାଳେ…

ବିଜେଡିରେ ସାମିଲ ହେଲେ ପୂର୍ବତନ ସାଲେପୁର ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ପୂର୍ବତନ ସାଲେପୁର ବିଧାୟକ ପ୍ରକାଶ ବେହେରା । ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ସେ ବିଧିବଦ୍ଧ ଭାବରେ ବିଜେଡିରେ ସାମିଲ ହୋଇଛନ୍ତି । ୨ ଦିନ ତଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ । ପୂର୍ବତନ ବିଧାୟକ ପ୍ରକାଶ ବେହେରା କଟକ ସଦର ବିଜେପି ସଭାପତି…

ବିଜେଡି ଇସ୍ତାହାର କମିଟି ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ

ଭୁବନେଶ୍ଵର: ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ମିଳିଲା ନୂତନ ଦାୟିତ୍ଵ । ବିଜେଡି ଇସ୍ତାହାର କମିଟି ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ । ବିଜେଡି ଉପସଭାପତି ଭାବେ ମଧ୍ୟ ଚନ୍ଦ୍ରଶେଖରଙ୍କୁ ନିଯୁକ୍ତି । ନିଯୁକ୍ତି ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବର୍ତମାନ…