Latest Odisha News

BREAKING NEWS

Browsing Category

ରାଜନୀତି

ଓଡ଼ିଶାରେ ହେଉଛି ବ୍ୟାପକ ଦୁର୍ନୀତି, ବିଜେଡି-ବିଜେପିର ରହିଛି ମିଳିତ ଭାଗିଦାରୀ: ପବନ ଖେଡା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ ଅବସରରେ ତାଙ୍କୁ ତୀବ୍ର ସମାଲୋଚନା କରି କଂଗ୍ରେସ ଅଭିଯୋଗ କରିଛି ଯେ ରାଜ୍ୟରେ ବ୍ୟାପକ ଦୁର୍ନୀତିକୁ ପ୍ରୋତ୍ସାହନ ଦେବା ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ଓ ବିଜୁ ଜନତା ଦଳ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। କଂଗ୍ରେସ…

ମୋଦୀଙ୍କ ଅଭିଭାଷଣ ମେଣ୍ଟ ଚର୍ଚ୍ଚାକୁ ଯୋଗାଇଲା ଇନ୍ଧନ

ଭୁବନେଶ୍ୱର: ମାର୍ଚ୍ଚ ୫, ରାଜ୍ୟ ରାଜନୀତିରେ ରୁଚି ରଖୁଥିବା ଏବଂ ପ୍ରତିଟି ଓଡ଼ିଆଙ୍କ ପାଇଁ ଥିଲା ଅପେକ୍ଷାର ଦିନ। କିଏ କହୁଥିଲା ଆଜିର ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଜୁ ବାବୁଙ୍କୁ ଭାରତ ରତ୍ନ ଉପାଧି ଘୋଷଣା କରିବ ଏବଂ ବିଜୁ ଜୟନ୍ତୀରୁ ସାରା ଦେଶ ଦେଖିବ ବିଜେଡି ଓ ବିଜେପି…

ମୋଦୀଙ୍କ ଗ୍ୟାରେଣ୍ଟି ସମାବେଶ, ‘ଅବକି ବାର୍ ୪୦୦ ପାର‘

ଯାଜପୁର: ଚଣ୍ଡିଖୋଲରେ ମୋଦୀ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜୟ ଜଗନ୍ନାଥ, ଜୟ ମା’ ବିରଜା,ଜୟ ଶ୍ରୀରାମ କହି ଅଭିଭାଷଣ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ମଂଚରେ ମୋଦି କହିଛନ୍ତି, ଆଜି ଦେଶ ପାଇଁ ଜୀବନ ସମର୍ପିତ କରିଥିବା ବିଜୁ ପଟ୍ଟନାୟକଙ୍କ…

ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଯାଜପୁର: ଚଣ୍ଡିଖୋଲ ସମାବେଶରେ ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକର୍ପଣ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଛନ୍ତି ଭାରତୀୟ…

ନିର୍ଦ୍ଧାରିତ ସମୟର ୪ଦିନ ପୂର୍ବରୁ ସରିବ ନ୍ୟାୟ ଯାତ୍ରା, ମାର୍ଚ୍ଚ ୧୭ରେ ମୁମ୍ବାଇରେ ହେବ ବିରାଟ ରାଲି

ନୂଆଦିଲ୍ଲୀ: ମାର୍ଚ୍ଚ ୧୬ ରେ ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ଶେଷ ହେବ କଂଗ୍ରେସର 'ଭାରତ ଯୋଡୋ ନ୍ୟାୟ ଯାତ୍ରା' । ଏହାର ପରଦିନ ଅର୍ଥାତ୍ ମାର୍ଚ୍ଚ ୧୭ରେ, ବିରୋଧୀ ଦଳର ଇଣ୍ଡିଆ ମହାମେଣ୍ଟ ମୁମ୍ବାଇରେ ଏକ ବିଶାଳ ରାଲି କରିବାକୁ ଯାଉଛନ୍ତି। ଇଣ୍ଡିଆ ମହାମେଣ୍ଟର ସମସ୍ତ ନେତା ଏଥିରେ ଭାଗ…

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କଂଗ୍ରେସର ପ୍ରଶ୍ନ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ । ମିଡିଆ ସେଲ ଚେୟାରମ୍ୟାନ ଏଆଇସିସି ପବନ ଖେରା ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଓଡ଼ିଶାରେ ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ । ଓଡ଼ିଶା ଆସି ପ୍ରଶ୍ନର ଉତ୍ତର ଦିଅନ୍ତୁ ମୋଦୀ । ମୋଦୀଙ୍କ ସରକାରକୁ ୧୦ ବର୍ଷ,…

ମାର୍ଚ୍ଚ ୧୪, ୧୫ରେ ଘୋଷଣା ହୋଇପାରେ ନିର୍ବାଚନ ତାରିଖ!

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନ ନେଇ ଖୁବଶୀଘ୍ର ଘୋଷଣା ହୋଇପାରେ ତାରିଖ । ଆସନ୍ତା ୧୪ କିମ୍ବା ୧୫ ତାରିଖରେ ନିର୍ବାଚନ ଆୟୋଗ ଏନେଇ ଘୋଷଣା କରିପାରନ୍ତି । ୨୦୧୯ ଭଳି ୭ଟି ପର୍ଯ୍ୟାୟରେ ହୋଇପାରେ ନିର୍ବାଚନ । ଏପ୍ରିଲ ମାସ ଦ୍ବିତୀୟ ସପ୍ତାହରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହୋଇପାରେ…

ନବୀନ ନିବାସରେ ବିରଞ୍ଚି, ଅମେରଶ

ଭୁବନେଶ୍ବର: ଲୋକସଭା ନିର୍ବାଚନ ପାଇଁ ନବୀନ ନିବାସରେ ନେତାଙ୍କ ଭିଡ଼ ଲାଗୁଛି । ନିଜ ନିଜ ସମର୍ଥକଙ୍କ ସହ ଆସି ଟିକଟ ଲବି ପାଇଁ ଭିଡ ଜମାଉଛନ୍ତି ନେତା । ଆଜି ପୁଣି ଥରେ ଭୁବନେଶ୍ବର ଏକାମ୍ର ଏବଂ ମଧ୍ୟ ନିର୍ବାଚନ ମଣ୍ଡଳୀ ଟିକଟ ପାଇଁ ନବୀନ ନିବାସରେ ଜମିଛି ଭିଡ଼ । ମୁଖ୍ୟମନ୍ତ୍ରୀଙ୍କ ନବୀନ…

ନିର୍ବାଚନ ଆସିବ ଯିବ, ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର ରହିବ: ମମତା ବାନାର୍ଜୀ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ତୃଣମୂଳ କଂଗ୍ରେସ ସରକାରକୁ ନେଇ ବଡ଼ ବୟାନ ଦେଇଛନ୍ତି । ଟିଏମସିର କିଛି ନେତା ଦଳ ଛାଡ଼ିବା ନେଇ ମମତା ବାନାର୍ଜୀ କହିଛନ୍ତି ଯେ ନିର୍ବାଚନ ଆସିବ ଓ ଯିବ । ହେଲେ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ତାର ଦବଦବା ଜାରି ରଖିବ ।…

ବିଜେଡ଼ିରେ ଯୋଗ ଦେଲେ ବଣାଁଇ କିଶାନ ସମାଜ ସଭାପତି

ଭୁବନେଶ୍ୱର: ସୁନ୍ଦରଗଡ଼ ଜିଲ୍ଲାର ବଣାଁଇ କିଶାନ ସମାଜର ସଭାପତି ଓ ସମ୍ପାଦକଙ୍କ ସମେତ ୨ ହଜାରରୁ ଉର୍ଦ୍ଧ୍ୱ କର୍ମୀ ଆଜି ଶଙ୍ଖ ଭବନଠାରେ ବିଜେଡିରେ ଯୋଗ ଦେଇଛନ୍ତି।  ମନ୍ତ୍ରୀ ତଥା ସୁନ୍ଦରଗଡ ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରୀତିରଂଜନ ଘଡାଇ, ସୁନ୍ଦରଗଡ ଜିଲ୍ଲାର ସହପର୍ଯ୍ୟବେକ୍ଷକ ଦେବାଶିଷ…