Latest Odisha News
Browsing Category

ରାଜନୀତି

ବିଜେପିରେ ସାମିଲ ହେବେ କହିଲେ ରାଜୁ ଦାସ,ଆହୁରି ରୋଚକ ହେବ ଧାମନଗର ଗଣିତ

ଭଦ୍ରକ: ବିଜୁ ଜନତା ଦଳର ପୂର୍ବତନ ନେତା ତଥା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଦଳ ବଦଳାଇ ଭାରତୀୟ ଜନତା ପାର୍ଟିରେ ଯୋଗ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଧାମନଗରର ପୂର୍ବତନ ବିଧାୟକ ରାଜୁ ଦାସ ମାର୍ଚ୍ଚ ୪ତାରିଖରେ ବିଜେପି ଶିବିରରେ ଯୋଗଦେବା ନେଇ ନିଶ୍ଚିତ କରିଛନ୍ତି। ଜଣେ ବିଶ୍ୱସ୍ତ…

ଲୋକସଭା ନିର୍ବାଚନ ପାଇଁ ବିଜେପିର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା, ବାରାଣାସୀରୁ ଲଢ଼ିବେ ମୋଦୀ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା । ବାରଣାସୀରୁ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦୀ ନିର୍ବାଚନ ଲଢିବେ । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଏହି ପ୍ରାର୍ଥୀ ତାଲିକାରେ ୩୪ ଜଣ…

ମୋଦୀଙ୍କ ସାମ୍ନାରେ ନୀତିଶ କହିଲେ ଆଉ ‘ଏପଟ ସେପଟ ହେବୁନୁ’

ପାଟଣା: ବିହାର ଗସ୍ତରେ ପ୍ରଧାନମନ୍ତ୍ରୀ । ଆଜି ଔରଙ୍ଗାବାଦରେ ପ୍ରଧାନମନ୍ତ୍ରୀ ମୋଦୀ ଅନେକ ପ୍ରକଳ୍ପର ଉଦଘାଟନ୍ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଏହି ସଭାରେ ଉପସ୍ଥିତ ଥିଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ତାଙ୍କ ଭାଷଣରେ ଏମିତି କିଛି…

କିଏ ହାତେଇବ ତାଳଚେର ବିଧାନସଭା ଆସନ?

ଅନୁଗୁଳ: କାହା ଭାଗ୍ୟରେ ପଡ଼ିବ ତାଳଚେର ଆସନ, ଚାଲିଛି ଅଙ୍କକଷା । ଛିଣ୍ଡୁନି ତିନି ପ୍ରମୁଖ ଦଳର ଅଙ୍କ । ତିନି ଦଳ ମଧ୍ୟରେ ଚୁଡାନ୍ତ ପର୍ଯ୍ୟାୟ ପ୍ରାର୍ଥୀ ଚୟନ ପାଇଁ ଚାଲିଛି ପ୍ରାର୍ଥୀ ଖୋଜା ।  କେଉଁ ରାଜନୈତିକ ଦଳ ଏହି ଗୁରୁତ୍ଵ ପୁର୍ଣ୍ଣ  ଆସନକୁ ନିଜ ଅକ୍ତିଆରକୁ ନେବ ସେ ନେଇ ତିଆରି…

‘କେବଳ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପିସି ପରିମାଣ ହେଉଛି ୧ ହଜାର ୧୯ କୋଟି’

ଭୁବନେଶ୍ୱର: ବିଜେଡି ସରକାର ହେଉଛି ୩୦% ର ପିସି ସରକାର । ପଞ୍ଚାୟତ ଠାରୁ ଆରମ୍ଭ କରି ଲୋକସେବା ଭବନ ପର୍ଯ୍ୟନ୍ତ ଚାଲିଛି ପିସି କାରବାର । ବିଜେଡିର ମନ୍ତ୍ରୀ, ନେତା, ଯନ୍ତ୍ରୀ, ଅଫିସର ମାନେ ଏଥିରେ ସଂପୃକ୍ତ । ପିସି ରୁ ଆଦାୟ ଅର୍ଥ ବିଜେଡି ଦଳର ନିର୍ବାଚନ ଖର୍ଚ୍ଚରେ ବ୍ୟବହୃତ ହେଉଛି ।…

ଲୋକସଭା ନିର୍ବାଚନ ଲଢ଼ିବେନି ଗୌତମ ଗମ୍ଭୀର

ନୂଆଦିଲ୍ଲୀ: ରାଜନୀତିରୁ ସନ୍ନ୍ୟାସ ନେବେ ବିଜେପି ସାଂସଦ ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର । ନିଜେ ଟ୍ବିଟ କରି ଏହି ସୂଚନା ଦେଇଛନ୍ତି । ଟ୍ବିଟରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଅନୁରୋଧ କରିଛନ୍ତି ତାଙ୍କୁ ରାଜନୀତି ଦାୟିତ୍ବରୁ ମୁକ୍ତ କରନ୍ତୁ । କାରଣ ସେ କ୍ରିକେଟ…

ସୁର ରାଉତରାୟଙ୍କ ପୁଅ ସିଦ୍ଧାର୍ଥଙ୍କ ଅଫିସରେ ପଶି ଭଙ୍ଗାରୁଜା କଲେ ଦୁର୍ବୃତ୍ତ

ନିମାପଡ଼ା: ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କ ପୁଅ ତଥା କଂଗ୍ରେସ ନେତା ସିଦ୍ଧାର୍ଥ ରାଉତରାୟଙ୍କ ନିମାପଡ଼ା ସ୍ଥିତ ଅଫିସରେ ପଶି ଭଙ୍ଗାରୁଜା କରିଛନ୍ତି ଦୁର୍ବୃତ୍ତ । ଅଫିସ ଗେଟ୍‌ ସାମ୍ନାରେ ମଦ ବୋତଲ ଭାଙ୍ଗିବା ସହିତ ଅଫିସକୁ ଢେଲା ପଥର ମାଡ଼ କରିଛନ୍ତି । ଏହା ସହ ସିଦ୍ଧାର୍ଥ ରାଉତରାୟଙ୍କ…

ବିଜେଡି ଛାଡ଼ିଲେ ବିଧାୟକ ଅରବିନ୍ଦ ଢାଲି

ଭୁବନେଶ୍ବର: ବିଜେଡିକୁ ଆଉ ଏକ ଝଟକା । ଦଳ ଛାଡ଼ିଲେ ଜୟଦେବ ବିଧାୟକ ଅରବିନ୍ଦ ଢ଼ାଲି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଅରବିନ୍ଦ । ଆଉ ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଛନ୍ତି । ଆସନ୍ତାକାଲି ବିଜେପିରେ ଯୋଗ ଦେବା ନେଇ ସୂଚନା ରହିଛି । କେଉଁଥି…

‘ଓଡ଼ିଶାରେ ବିଜେପି ଓ ବିଜେଡି ମଧ୍ୟରେ କୌଣସି ମେଣ୍ଟ ହେବନି’

ଭୁବନେଶ୍ୱର: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଲା । ରାଜ୍ୟରେ ବିଜେଡି ଓ ବିଜେପି ମେଣ୍ଟକୁ ନେଇ ବଡ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି, ଓଡ଼ିଶାରେ ମେଣ୍ଟ ହେବ ନାହିଁ । କୌଣସି ଦଳ ସହିତ ମେଣ୍ଟ କରିବ ନାହିଁ ଭାରତୀୟ ଜନନା ପାର୍ଟି ବୋଲି କହିଛନ୍ତି…

ମୋଦୀଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ପ୍ରସ୍ତୁତି

ଭୁବନେଶ୍ବର: ଆାସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଯାଜପୁର ଜିଲ୍ଲା ଚଣ୍ଡିଖୋଲ କାର୍ଯ୍ୟକ୍ରମରେ ଯୋଗ ଦେବାର କର୍ଯ୍ୟକ୍ରମ ରହିଛି । ଏହି ପରିପ୍ରେକ୍ଷୀରେ ପ୍ରଶାସନିକ ପ୍ରସ୍ତୁତି ପାଇଁ ସମ୍ପର୍କରେ ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ବସିଥିଲା । ୫…