Latest Odisha News

BREAKING NEWS

Browsing Category

ରାଜନୀତି

ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛି ଓଡ଼ିଶା ବିଜେପି, ୧୩ଟି ଲୋକସଭା ଆସନ ଉପରେ ଫୋକସ

ଭୁବନେଶ୍ୱର: ଆସନ୍ତା ୧୦୦ ଦିନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ସ୍ପଷ୍ଟ ରୋଡମ୍ୟାପ୍ ଓ ମାର୍ଗଦର୍ଶନ ନେଇ ନୂଆଦିଲ୍ଲୀରୁ ଫେରିଛି ଭାରତୀୟ ଜନତା ପାର୍ଟି (ବିଜେପି)ର ଓଡ଼ିଶା ଶାଖା। ବିଭିନ୍ନ କେନ୍ଦ୍ରୀୟ ଯୋଜନାର ଜନସାଧାରଣ ଓ ହିତାଧିକାରୀଙ୍କ ନିକଟରେ ପହଞ୍ଚିବା ଏବଂ ଗତ ୧୦…

ଫେବୃଆରୀ ୨୧ ରେ ନବୀନ ନିବାସ ଘେରିବ ମହିଳା କଂଗ୍ରେସ

ଭୁବନେଶ୍ୱର: ବିଜେଡ଼ି ଶାସନରେ ରାଜ୍ୟରେ ମହିଳାମାନେ ଅସୁରକ୍ଷିତ ଓ ମହିଳାଙ୍କ ପ୍ରତି ହିଂସା ଓ ଅତ୍ୟାଚାର ଦିନକୁ ଦିନ ବଢ଼ିବାରେ ଲାଗିଛି ଏବଂ ଆଜିର ଦିନରେ ସାରା ଦେଶରେ ମହିଳାଙ୍କ ଉପରେ ହେଉଥିବା ହିଂସାତ୍ମକ ଆଚରଣରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରିଛି । ନବୀନ ସରକାରରେ ରାଜ୍ୟର ମହିଳାମାନେ…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଦାସ

ଭୁବନେଶ୍ୱର:ହାତ ଛାଡ଼ିଲେ ନବୀନ ଦାସ। ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନିଜ ନିଜର ଇସ୍ତଫା ପତ୍ର ପଠାଇଥିବା ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। କେବଳ ସେ…

ପ୍ରାର୍ଥୀଙ୍କୁ ଆଗୁଆ ଟିକେଟ ଦେବା ନେଇ ରାଜ୍ଯ କଂଗ୍ରେସର ବୈଠକ

ଭୁବନେଶ୍ୱର:ଅନଲାଇନ ଆବେଦନରେ ହଜାର ହଜାର ପ୍ରାର୍ଥୀ ଆବେଦନ କରିବା ପରେ କଂଗ୍ରେସ ଏବେ କେଉଁ ଯୋଗ୍ୟ ପ୍ରାର୍ଥୀ ବାଛିବା ସେ ନେଇ ଚାଳିଛି ତନାଘନା। ରାଜ୍ୟ କଂଗ୍ରେସର ଟିକେଟ କସରତ ଆଗୁଆ ଟିକେଟ ଦେବା ପାଇଁ ସୋମବାର କଂଗ୍ରେସର ବୈଠକ ବସିଛି। ଓଡ଼ିଶା ପ୍ରଦେଶ ନିର୍ବାଚନ କମିଟି(ପିଇସି) ବୈଠକରେ…

ବିଜେପିର ରାଷ୍ଟ୍ରୀୟ ଅଧିବେଶନରେ ନେତାଙ୍କୁ ମିଳିଲା ଗୁରୁମନ୍ତ୍ର

ନୂଆଦିଲ୍ଲୀ:ନିର୍ବାଚନକୁ ଦୃଷ୍ଟିରେ ରଖି ଆକ୍ସନ ମୋଡରେ ଭାରତୀୟ ଜନତା ପାର୍ଟି। ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ବିଜେପିର ରାଷ୍ଟ୍ରୀୟ ଅଧିବେଶନ ଅନୁଷ୍ଠିତ ହୋଇଛି। ରବିବାର ବୈଠକରେ ଦ୍ବିତୀୟ ତଥା ଶେଷ ଦିନରେ ଦଳର ସମସ୍ତ ପଦାଧିକାରୀ ଓ ନେତା ମାନଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ପ୍ରଧାନମନ୍ତ୍ରୀ…

ବଢିଲା ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ, ୨୦୨୪ ଜୁନ୍ ଯାଏଁ ପଦରେ ରହିବେ

ନୂଆଦିଲ୍ଲୀ: ବଢିଲା ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଥିବା ଜେପି ନଡ୍ଡାଙ୍କ କାର୍ଯ୍ୟକାଳ । ୨୦୨୪ ଜୁନ୍ ମାସ ପର୍ଯ୍ୟନ୍ତ ଦଳର ସଭାପତି ରହିବେ ବୋଲି ଜଣାପଡିଛି । ଜାନୁଆରୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିବା ଏହି ନିଷ୍ପତ୍ତିକୁ ଆଜି ଦଳର ଜାତୀୟ ପରିଷଦ ଦ୍ୱାରା ଅନୁମୋଦିତ…

ଶଙ୍ଖ ଫୁଙ୍କିଲେ ଅନୁଗୁଳ ପୂର୍ବତନ କଂଗ୍ରେସ ଜିଲ୍ଲା ସଭାପତି ବିପ୍ଳବ ଜେନା

ଭୁବନେଶ୍ୱର:ବିଜେଡିରେ ସାମିଲ ହେଲେ ଅନୁଗୁଳ ଜିଲ୍ଲା କଂଗ୍ରେସ ସଭାପତି ବିପ୍ଳବ ଜେନା।କିଛି ଦିନ ତଳେ ଇସ୍ତଫା ଦେବା ସହ ଦଳ ଛାଡ଼ିଥିଲେ। ଶଙ୍ଖ ଭବନରେ ପାରମ୍ପରିକ ନୃତ୍ୟ ବାଦ୍ୟରେ ଅନୁଷ୍ଠିତ ହୋଇଥିଲା ମିଶ୍ରଣ ପର୍ବ। ବିପ୍ଳବଙ୍କ ସହ ୧୫ଶହ କଂଗ୍ରେସ ନେତା ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି।…

ଝାଡ଼ଖଣ୍ଡରେ ରାଜନୈତିକ ଅସ୍ଥିରତା, ଦିଲ୍ଲୀ ଗଲେ ଅସନ୍ତୁଷ୍ଟ ବିଧାୟକ

ରାଞ୍ଚି: ସଂକଟରେ ଝାଡଖଣ୍ଡର ଚମ୍ପାଇ ସୋରେନଙ୍କ ସରକାର। କ୍ୟାବିନେଟର ସମ୍ପ୍ରସାରଣ ପରେ ବିଭାଗଗୁଡିକ ବିଭାଜିତ ହୋଇଥିଲେ। ଏହା ସହିତ ଝାଡଖଣ୍ଡ କଂଗ୍ରେସ ବିଧାୟକଙ୍କ ମଧ୍ୟରେ ଅସନ୍ତୋଷ ରହିଥିବା ଦେଖିବାକୁ ମିଳିଥିଲା। ଫଳରେ ୧୭ ଜଣ କଂଗ୍ରେସ ବିଧାୟକଙ୍କ ମଧ୍ୟରୁ ୧୨ ଜଣ ବିଧାୟକ ଏବଂ କିଛି…

ଚିଲିକାରେ ପଡ଼ିଲା ବିଜେଡି-ବିଜେପି ହାତଗଣ୍ଠି

ଚିଲିକା:ଦିନ ଥିଲା ତେଲେଙ୍ଗାନାରେ ବିଜେପି ଓ ବିଆରଏସ୍ ବିବାହ କରିଥିଲା କଂଗ୍ରେସ। ନିକଟ ଅତୀତରେ ରାଜ୍ଯ କଂଗ୍ରେସ ଭବନରେ ପ୍ରଦେଶ କଂଗ୍ରସ କରିଥିଲା ବିଜେଡି-ବିଜେପିର ବାହାଘର। ଶନିବାର ପୁଣି ଏହି ସମାନ ଘଟଣାର ପୁନରାବୃତ୍ତି ଦେଖିବାକୁ ମିଳିଛି ଚିଲିକା ନିର୍ବାଚନ ମଣ୍ଡଳୀରେ। ଆଜି…